Posted inଖେଳ

ଜୋକୋଭିଚ୍‌, ନାଡାଲ କ୍ୱାର୍ଟରରେ

ମଣ୍ଟେ କାର୍ଲୋ, ୧୯ା୪ (ଏଏଫ୍‌ପି)- ଟପ୍‌ ସିଡ୍‌ ନୋଭାକ ଜୋକୋଭିଚ୍‌ ଏବଂ ୧୧ଥର ଚାମ୍ପିୟନ ରାଫାଲ ନାଡାଲ ଏଠାରେ ଚାଲିଥିବା ମଣ୍ଟେ କାର୍ଲୋ ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟର କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି।  ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ) ଖେଳାଳିଙ୍କ ବିପକ୍ଷରେ ପ୍ରଭାବୀ ପ୍ରଦର୍ଶନ ଜାରି ରଖି ଜୋକୋଭିଚ୍‌ ୬-୩, ୬-୦ ସିଧାସଳଖ ସେଟ୍‌ରେ ଟେଲର ଫ୍ରିଜ୍‌ଙ୍କୁ ହରାଇ ଦେଇଛନ୍ତି। ଦୁଇଥର ଟୁର୍ନାମେଣ୍ଟ ଚାମ୍ପିୟନ ୨୦୧୬ ଓ୍ବିମ୍ବେଲଡନରେ ସାମ କ୍ୱେରୀଙ୍କଠାରୁ ପରାଜିତ ହେବାପରଠାରୁ ଆମେରିକୀୟ ଖେଳାଳିଙ୍କ ବିପକ୍ଷରେ କ୍ରମାଗତ ୯ମ ବିଜୟ ହାସଲ କରିଛନ୍ତି। ଅନ୍ୟପକ୍ଷରେ ନାଡାଲ ୬-୪, ୬-୧ ସେଟ୍‌ରେ ବୁଲ୍‌ଗେରିଆର ଗ୍ରିଗୋର ଦିମିତ୍ରୋଭଙ୍କ ବିପକ୍ଷରେ ବିଜୟ ହାସଲ କରିଛନ୍ତି। ନାଡାଲ କ୍ୱାର୍ଟରଫାଇନାଲରେ ଗୁଇଡୋ ପେଲାଙ୍କୁ ଭେଟିବେ। ପେଲା ଇଟାଲୀର ମାର୍କୋ ସେଚିନାଟୋଙ୍କୁ ୬-୪, ୪-୬, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। ପୂର୍ବରୁ ଅନ୍ୟ ଏକ ମ୍ୟାଚରେ ୬ଷ୍ଠ ସିଡ୍‌ ଷ୍ଟିଫାନସ ତିସିତପାସ୍‌ ୬-୧, ୧-୬, ୬-୪ରେ ଡାନିଲ ମେଦଭେଦଙ୍କଠାରୁ ହାରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୦ ଛୁଇଁ ପାରିଲାନି ଟିମ୍‌ ଇଣ୍ଡିଆ

ଓଭାଲ,୨।୯: ଇଂଲଣ୍ଡ ବିପକ୍ଷରେ ଏଠାରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ଚତୁର୍ଥ ଟେଷ୍ଟର ପ୍ରଥମ ଇନିଂସରେ ଭାରତ ୧୯୧ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ପୂର୍ବ ମ୍ୟାଚ୍‌...

ଭାରତୀୟ ଖୋଖୋ ଦଳରେ ଅର୍ଚ୍ଚନା

ଭୁବନେଶ୍ୱର, ୨୦ା୩ (ସ୍ପୋଟର୍‌ସ ବ୍ୟୁରୋ): ଆସାମର ଗୁଆହାଟୀଠାରେ ସୋମବାରଠାରୁ ୨୩ ତାରିଖ ପର୍ଯ୍ୟନ୍ତ ୪ର୍ଥ ଏସିଆନ୍‌ ଖୋ ଖୋ ପୁରୁଷ ଓ ମହିଳା ଚାମ୍ପିୟନଶିପ୍‌ ୨୦୨୩...

ମୁମ୍ବାଇକୁ ହରାଇଲା ବେଙ୍ଗାଲୁରୁ

ବାମ୍ବୋଲିମ୍‌ ୧୬ା୨: ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସୋମବାର ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ଖେଳାଯାଇଥିବା ଏକ ମ୍ୟାଚରେ ବେଙ୍ଗାଲୁରୁ ଏଫ୍‌ସି ୪-୨ ଗୋଲରେ ମୁମ୍ବାଇ...

ପ୍ରଥମ ପ୍ରତିକ୍ରିୟାରେ ଏମିତି କହିଲେ କ୍ୟାପଟେନ ଜାଡେଜା

ମୁମ୍ବାଇ,୨୫।୩: ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ଆଗାମୀ ଆଇପିଏଲ ଲାଗି ଅଧିନାୟକ ଘୋଷଣା କରିଛି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ଆଇପିଏଲ ଆରମ୍ଭରୁ ସିଏସ୍‌କେର ଗୁରୁଦାୟିତ୍ୱ ସମ୍ଭାଳୁ...

ଇଂଲଣ୍ଡ ଦଳର ସଦ୍ୟ ଅସୁସ୍ଥ ଖେଳାଳି ସିବ୍‌ଲି

ସେଞ୍ଚୁରୀଅନ୍‌, ୩୦ା୧୨ (ଏଏଫ୍‌ପି)- ଦକ୍ଷିଣ ଆଫ୍ରିକା ଟୁର୍‌ରେ ଥିବା ଇଂଲଣ୍ଡ କ୍ରିକେଟ ଦଳର ଆଉ ଜଣେ ଖେଳାଳି ଓପନିଂ ବ୍ୟାଟ୍ସମ୍ୟାନ ଡୋମିନିକ୍‌ ସିବ୍‌ଲି ଅସୁସ୍ଥ ହୋଇ...

ସାନ୍ତ୍ୱନାମୂଳକ ବିଜୟ ଲକ୍ଷ୍ୟରେ ଭାରତ: ସଇନିଙ୍କ ବଦଳରେ ନଟରାଜନ କିମ୍ବା ଶାର୍ଦ୍ଦୁଳ ଖେଳିବେ

କାନବେରା,୨।୧୨(ପି.ଟି.): ଅଷ୍ଟ୍ରେଲିଆଠାରୁ ପ୍ରଥମ ଦୁଇଟି ଦିନିକିଆରେ ପରାସ୍ତ ହେବା ପରେ ଭ୍ରମଣକାରୀ ଭାରତ ତୃତୀୟ ମ୍ୟାଚ୍‌ ଜିତି ସିରିଜ ହ୍ବାଇଟ୍‌ଓ୍ବାଶ୍‌କୁ ଏଡେଇବାକୁ ପ୍ରୟାସ କରିବ। ସିରିଜରେ...

ଗେଲ୍‌ଙ୍କୁ ଜରିମାନା

ଆବୁଧାବି: ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା ହୋଇଛି। ଏଠାରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ ବିପକ୍ଷ କିଙ୍ଗ୍ସ ଇଲେଭେନ...

ଦୀର୍ଘ ଦିନର ଅପେକ୍ଷାର ଅନ୍ତ! ୬୯ ବର୍ଷ ପରେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ କଲେ ଏଭଳି ସ୍ବତନ୍ତ୍ର ରେକର୍ଡ

ନୂଆଦିଲ୍ଲୀ,୧୩।୮: ଦୀର୍ଘ ଦିନ ଧରି ଭାରତୀୟ ଦଳ ଟେଷ୍ଟ କ୍ରିକେଟରେ ଏକ ଶକ୍ତିଶାଳୀ ଏବଂ ସ୍ଥାୟୀ ଓପନିଂ ଯୋଡ଼ି ଖୋଜୁଥିଲେ। ଅନେକ ଖେଳାଳିଙ୍କୁ ନେଇ ଏହି...

Advertisement
Archives

Model This Week