ଜୋବ୍ରା ମାରିଟାଇମ୍‌ ମ୍ୟୁଜିୟମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉତ୍କଳ ଜନନୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ।

ଜୋବ୍ରା ମାରିଟାଇମ୍‌ ମ୍ୟୁଜିୟମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉତ୍କଳ ଜନନୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ସ୍ବସ୍ତି ପ୍ରିମିୟମ ସ୍ଥିତ ଚେତନା ମାନସିକ ଭିନ୍ନକ୍ଷମ ବିଦ୍ୟାଳୟରେ ୟୁଥ୍‌ ଫର୍‌ ଭଲ୍ୟୁଣ୍ଟାରୀ ଓ୍ବାର୍କ ପକ୍ଷରୁ ଦୀପାବଳି ସଚେତନତା କାର୍ଯ୍ୟକ୍ରମରେ ଅଭିନେତା ଚନ୍ଦନ ଯୋଗଦେଇ ପିଲାଙ୍କ ସହ କେକ୍‌ କାଟୁଛନ୍ତି।

ହୋଟେଲ ସ୍ବସ୍ତି ପ୍ରିମିୟମ ସ୍ଥିତ ଚେତନା ମାନସିକ ଭିନ୍ନକ୍ଷମ ବିଦ୍ୟାଳୟରେ ୟୁଥ୍‌ ଫର୍‌ ଭଲ୍ୟୁଣ୍ଟାରୀ ଓ୍ବାର୍କ ପକ୍ଷରୁ ଦୀପାବଳି ସଚେତନତା କାର୍ଯ୍ୟକ୍ରମରେ ଅଭିନେତା ଚନ୍ଦନ ଯୋଗଦେଇ...

ଜନ୍ମାଷ୍ଟମୀ ଉପଲକ୍ଷେ ଛାତ୍ରୀଛାତ୍ରଙ୍କ ରାଧାକୃଷ୍ଣ ବେଶ

ରସୁଲଗଡ଼ ବାଲିଆପାଟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ ଉପଲକ୍ଷେ ଛାତ୍ରୀଛାତ୍ରଙ୍କ ରାଧାକୃଷ୍ଣ ବେଶ।

ସିଂହଦ୍ୱାରରେ ସ୍ଥାପନ ହେଲା ଜୟ, ବିଜୟ ମୂର୍ତ୍ତି

ଶ୍ରୀମନ୍ଦିର ସିଂହଦ୍ୱାରରେ ଦ୍ୱାରପାଳ ଜୟ ଓ ବିଜୟଙ୍କ ନବନିର୍ମିତ ମୂର୍ତ୍ତି ସ୍ଥାପନ କରାଯାଇଛି।

ଭୁବନେଶ୍ୱରସ୍ଥିତ ୧୨୦ ବାଟାଲିୟନଠାରେ ଶହୀଦ ଓଡ଼ିଆ ଯବାନ ଅଜିତ୍‌ ସାହୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ।

ଭୁବନେଶ୍ୱରସ୍ଥିତ ୧୨୦ ବାଟାଲିୟନଠାରେ ଶହୀଦ ଓଡ଼ିଆ ଯବାନ ଅଜିତ୍‌ ସାହୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ।

ଭୁବନେଶ୍ୱରର ବର୍ଷାକାଳୀନ ଦୃଶ୍ୟ

ସାରା ରାଜ୍ୟରେ ଶୀତ ଲହରି ଜାରି ରହିଥିବା ବେଳେ ବର୍ଷା ଲାଗିରହିଛି। ଏ ହେଉଛି ରାଜଧାନୀ ଭୁବନେଶ୍ୱରର ବର୍ଷାକାଳୀନ ଦୃଶ୍ୟ।

Advertisement


Archives

Model This Week