Posted inଜାତୀୟ

ଜୋରଜବରଦସ୍ତି ପାର୍ଲାମେଣ୍ଟକୁ ଭିତରକୁ ପଶିବାକୁ ଚେଷ୍ଟା କଲେ ସଂଦିଗ୍ଧ ବ୍ୟକ୍ତି

ନୂଆଦିଲ୍ଲୀ,୯।୧୨: ସୋମବାର ଜଣେ ସଂନ୍ଦିଗ୍ଧ ବ୍ୟକ୍ତି ପାର୍ଲାମେଣ୍ଟ ଭିତରକୁ ପଶିବାକୁ ଉଦ୍ୟମ କରିଛନ୍ତି। ପାର୍ଲାମେଣ୍ଟର ଶୀତ ଅଧିବେଶନ ଚାଲିଥିବାବେଳେ ବିନା କାଗଜ ପତ୍ରରେ ସେ ଏହା ମଧ୍ୟକୁ ଜୋରଜବରଦସ୍ତି ପଶିବାକୁ ଉଦ୍ୟମ କରିଥିବାବେଳେ ସୁରକ୍ଷାକର୍ମୀଙ୍କ ହାତରେ ଧରା ପଡିଯାଇଛନ୍ତି। ସୁରକ୍ଷାକର୍ମୀ ଏହାପରେ ଉକ୍ତ ବ୍ୟକ୍ତିଙ୍କୁ ଦିଲ୍ଲୀ ପୋଲିସ ହେପାଜତରେ ଛାଡି ଦିଲ୍ଲୀ ପୋଲିସ ତାଙ୍କୁ ଅଟକ ରଖି ପଚରାଉଚରା କରୁଛି। ବର୍ତ୍ତମାନ ସୁଦ୍ଧା ଉକ୍ତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ। ଆଜି ଗୃହରେ ବହୁ ଚର୍ଚ୍ଚିତ ନାଗରିକ ସଂଶୋଧନ ବିଲ୍‌ ଆଗତ ହୋଇଛି। ଏହି ସମୟରେ ଉକ୍ତ ସଂଦିଗ୍ଧ ବ୍ୟକ୍ତି ଜଣଙ୍କ ପାର୍ଲାମେଣ୍ଟ ଭିତରକୁ ପ୍ରବେଶ କରିବା ନେଇ ଚର୍ଚ୍ଚା ହେଉଛି। ୨୦୦୧ ମସିହା ଡିସେମ୍ବର ୧୩ରେ ସଂସଦ ଭବନ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଟସ୍‌ ଦେଇ ଜୀବନ ହାରିଲେ ଛାତ୍ର

ଚେନ୍ନାଇ,୩।୪: ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଆଇଆଇଟି) ମାଡ୍ରାସ୍‌ରେ ୩୨ ବର୍ଷୀୟ ପିଏଚ୍‌ଡି ଛାତ୍ର ସଚିନ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିବା ପୂର୍ବରୁ ସେ ‘ଆଇ...

ତିନି ତଲାକ୍‌ ବିଲ୍‌କୁ ଲୋକ ସଭାର ମଞ୍ଜୁରୀ

ନୂଆଦିଲ୍ଲୀ,୨୬।୭:ତତ୍କାଳ ତିନି ତଲାକ୍‌କୁ ବେଆଇନ ଏବଂ ଦଣ୍ଡନୀୟ ଅପରାଧରେ ପରିଣତ କରିବା ଲାଗି ସରକାର ଆଣିଥିବା ବିଲ୍‌ ଗୁରୁବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ବିଲ୍‌...

ଗୁଲାମ ନବୀଙ୍କୁ ରମେଶଙ୍କ କଟାକ୍ଷ…

ଶ୍ରୀନଗର,୧୦।୧ : କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ମଙ୍ଗଳବାର ଗୁଲାମ ନବୀ ଆଜାଦଙ୍କ ପାର୍ଟିକୁ ନେଇ କଟାକ୍ଷ କରିଛନ୍ତି। ନିକଟରେ ଆଜାଦଙ୍କ ଦଳର ଅନେକ...

ମୋଦିଙ୍କ ସମ୍ପତ୍ତି ବଢ଼ିଛି, ଶାହାଙ୍କର କମିଛି

ନୂଆଦିଲ୍ଲୀ, ୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ନିଜ ନିଜର ସମ୍ପତ୍ତିର ସୂଚନାକୁ ସାର୍ବଜନୀକ କରିଛନ୍ତି। ଏହି ସୂଚନା www.pmindia.gov.inରେ ଉପଲବ୍ଧ ହେଉଛି।...

ଭାଜପା ନେତାଙ୍କ ବିବାଦୀୟ ବୟାନ: କରୋନା ସଂକ୍ରମିତ ହୋଇ ମମତାଙ୍କୁ କରିବେ ଆଲିଙ୍ଗନ

କୋଲକାତା,୨୮ ।୯: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ହେଲେ ଏବେଠାରୁ ସେଠାରେ ବିଭିନ୍ନ ରାଜନୈତିକ ଦଳ ସଜବାଜ ହେବା ଦେଖାଗଲାଣି...

ମୋଦିଙ୍କୁ ସ୍ବାମୀ ବିବେକାନନ୍ଦଙ୍କ ସହ ତୁଳନା କଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ

ଇନ୍ଦୋର,୯।୧: ଇନ୍ଦୋରରେ ପ୍ରଭାସୀ ଭାରତୀୟ ଦିବସ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାମୀ ବିବେକାନନ୍ଦଙ୍କ ସହ ତୁଳନା କରିଛନ୍ତି। ୧୭ତମ...

୮୧ ଚାଇନା ନାଗରିକଙ୍କୁ ଭାରତ ଛାଡ଼ିବାକୁ ଦିଆଯାଇଛି ନୋଟିସ୍‌

ନୂଆଦିଲ୍ଲୀ,୨।୮: ସଂସଦର ଚାଲିଥିବା ମୌସୁମୀ ଅଧିବେଶନ ସମୟରେ ମଙ୍ଗଳାବର ଲୋକ ସଭାରେ ଭାରତ ଆସିଥିବା ଚାଇନା ନାଗରିକଙ୍କ ବିଷୟରେ ସରକାର ସୂଚନା ଦେଇଛନ୍ତି। ଗତ ୨ବର୍ଷ...

ୟୁକ୍ରେନରୁ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଉଡାଣ ଭରିଲା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୨।୨: ୟୁକ୍ରେନ ଓ ରୁଷିଆ ମଧ୍ୟରେ ଲାଗିରହିଥିବା ଉତ୍ତେଜନା ଦିନକୁ ଦିନ ବଢ଼ିବାରେ ଲାଗିଛି। ଯେକୌଣସି ମୁହୂର୍ତ୍ତରେ ଯୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିପାରେ ବୋଲି...

Advertisement
Archives

Model This Week