Posted inଜାତୀୟ

ଜୋର୍‌ ଧରିଲା ଚପଲ ରାଜନୀତି: ସ୍ମୃତି ଇରାନୀଙ୍କ ଠିକଣାରେ ଚପଲ ପଠାଇବାକୁ ଅଡ଼ି ବସିଲେ ଗ୍ରାମବାସୀ

ଅମେଠି,୨୪।୪: ଉତ୍ତରପ୍ରଦେଶ ଅମେଠି ଲୋକ ସଭା ଆସନରେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ସ୍ମୃତି ଇରାନୀଙ୍କ ମଧ୍ୟରେ ଚପଲ ରାଜନୀତି ଜୋର ଧରିଛି। ଏହାକୁ ନେଇ ସୋସିଆଲ୍‌ ମିଡ଼ିଆରେ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି। ସ୍ମୃତି ଇରାନୀ ସ୍ଥାନୀୟ ହରିୟରପୁର ଗ୍ରାମରେ ଲୋକଙ୍କ ମଧ୍ୟରେ ଚପଲ ବାଣ୍ଟିଥିଲେ। ତେବେ ପରବର୍ତ୍ତୀ ସମୟରେ ପ୍ରିୟଙ୍କା ଏହାକୁଅପମାନ ସୂଚକ ବୋଲି କହିଥିଲେ। ଏହା ଦ୍ୱାରା ଗ୍ରାମବାସୀଙ୍କ ମଧ୍ୟରେ ଆକ୍ରୋଶ ବଢ଼ିଥିଲା। ଗ୍ରାମବାସୀମାନେ ଏକତ୍ରିତ ହୋଇ ହାତରେ ଚପଲ ଧରି ବିଭିନ୍ନ ସ୍ଲୋଗାନ ଦେଇଥିଲେ। ଏହା ସହିତ ସ୍ମୃତିଙ୍କ ଠିକଣାରେ ବଣ୍ଟାଯାଇଥିବା ଚପଲ ପଠାଇବାକୁ ଅଡ଼ି ବସିଥିଲେ। ସୂଚନାଯୋଗ୍ୟ, ଚପଲ ବଣ୍ଟନରେ ୨୫ ହଜାର ଟଙ୍କା ଖର୍ଚ୍ଚ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଇସିଙ୍କ ବହିଷ୍କାର ଦାବିରେ ନୋଟିସ ଦେଲେ ବିରୋଧୀ

ନୂଆଦିଲ୍ଲୀ,୧୪ା୩: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କୁ ବହିଷ୍କାର କରିବା ଦାବିରେ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟର ଉଭୟ ଗୃହରେ ନୋଟିସ ଦାଖଲ କରିଛନ୍ତି। ଉକ୍ତ…

ଏଲ୍‌ପିଜି ଅପେକ୍ଷାରେ ହୃଦ୍‌ଘାତ, ବୃଦ୍ଧ ମୃତ

ଚଣ୍ଡିଗଡ଼,୧୪ା୩: ଇରାନ ଯୁଦ୍ଧକୁ ନେଇ ରନ୍ଧନ ଗ୍ୟାସ୍‌ ଯୋଗାଣ ବାଧାପ୍ରାପ୍ତ ହୋଇଥିବାବେଳେ ଦେଶର ବିଭିନ୍ନ ଭାଗରେ ଏଲ୍‌ପିଜି ପାଇବା ପାଇଁ ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି। ଶୁକ୍ରବାର…

ଏଲ୍‌ପିଜି ସଙ୍କଟ: ପାର୍ଲାମେଣ୍ଟରେ ବିକ୍ଷୋଭ

ନୂଆଦିଲ୍ଲୀ,୧୪ା୩: ଏଲ୍‌ପିଜି ସଙ୍କଟକୁ ନେଇ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପେଟ୍ରୋଲିୟମ୍‌ ମନ୍ତ୍ରୀ ହରଦୀପ୍‌…

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି…

ଯାତ୍ରୀଙ୍କୁ ‘ଇଣ୍ଡିଗୋ’ର ଝଟ୍‌କା: ବିମାନ ଟିକେଟ ଉପରେ ଲାଗିଲା ‘ଫ୍ୟୁଏଲ ସରଚାର୍ଜ’, ମାର୍ଚ୍ଚ ୧୪ରୁ…

ନୂଆଦିଲ୍ଲୀ,୧୩।୩: ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିବା ନିଷ୍ପତ୍ତି ନେଇଛି। ପଶ୍ଚିମ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri