Posted inଜାତୀୟ

ଜୋର୍‌ ଧରିଲା ଚପଲ ରାଜନୀତି: ସ୍ମୃତି ଇରାନୀଙ୍କ ଠିକଣାରେ ଚପଲ ପଠାଇବାକୁ ଅଡ଼ି ବସିଲେ ଗ୍ରାମବାସୀ

ଅମେଠି,୨୪।୪: ଉତ୍ତରପ୍ରଦେଶ ଅମେଠି ଲୋକ ସଭା ଆସନରେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ସ୍ମୃତି ଇରାନୀଙ୍କ ମଧ୍ୟରେ ଚପଲ ରାଜନୀତି ଜୋର ଧରିଛି। ଏହାକୁ ନେଇ ସୋସିଆଲ୍‌ ମିଡ଼ିଆରେ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି। ସ୍ମୃତି ଇରାନୀ ସ୍ଥାନୀୟ ହରିୟରପୁର ଗ୍ରାମରେ ଲୋକଙ୍କ ମଧ୍ୟରେ ଚପଲ ବାଣ୍ଟିଥିଲେ। ତେବେ ପରବର୍ତ୍ତୀ ସମୟରେ ପ୍ରିୟଙ୍କା ଏହାକୁଅପମାନ ସୂଚକ ବୋଲି କହିଥିଲେ। ଏହା ଦ୍ୱାରା ଗ୍ରାମବାସୀଙ୍କ ମଧ୍ୟରେ ଆକ୍ରୋଶ ବଢ଼ିଥିଲା। ଗ୍ରାମବାସୀମାନେ ଏକତ୍ରିତ ହୋଇ ହାତରେ ଚପଲ ଧରି ବିଭିନ୍ନ ସ୍ଲୋଗାନ ଦେଇଥିଲେ। ଏହା ସହିତ ସ୍ମୃତିଙ୍କ ଠିକଣାରେ ବଣ୍ଟାଯାଇଥିବା ଚପଲ ପଠାଇବାକୁ ଅଡ଼ି ବସିଥିଲେ। ସୂଚନାଯୋଗ୍ୟ, ଚପଲ ବଣ୍ଟନରେ ୨୫ ହଜାର ଟଙ୍କା ଖର୍ଚ୍ଚ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୩ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ହୋଇପାରନ୍ତି ଇଜିପ୍ଟ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୧୧: ୨୦୨୩ ଗଣତନ୍ତ୍ର ଦିବସ ପରେଡ ସମାରୋହ ଲାଗି ଇଜିପ୍ଟର ରାଷ୍ଟ୍ରପତି ଅବଦେଲ ଫତ୍ତାହ ଏଲ-ସିସିଙ୍କୁ ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରିଛି ଭାରତ। ୨୦୧୪ରୁ...

ଲଦାଖ ଘଟଣା ସରକାରଙ୍କ ବିଫଳତା ନୁହେଁ: ପାଓ୍ବାର

ସତାରା,୨୮ା୬: ଲଦାଖର ଗଲଓ୍ବାନ୍‌ ଉପତ୍ୟକାରେ ଭାରତ-ଚାଇନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ କଂଗ୍ରେସ ଓ ଭାଜପା ମଧ୍ୟରେ ବାକ୍‌ଯୁଦ୍ଧ ଜାରି ରହିଥିବା ବେଳେ ଏନ୍‌ସିପି ମୁଖ୍ୟ...

ଏଲ୍‌ଏସିରେ ଉତ୍ତେଜନା: ଟି-୯୦, ଟି-୭୨ ଟ୍ୟାଙ୍କ ମୁତୟନ

ଲେହ, ୨୭।୯: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତ ପକ୍ଷରୁ ଚାଇନାକୁ କଡ଼ା ଜବାବ ଦେବାକୁ ଏଠାରେ ଟି-୯୦ ଏବଂ ଟି-୭୨...

ମୋଦି ସର୍ବାଧିକ ସମୟ କ୍ଷମତାରେ ଥିବା ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୪।୮: ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ସର୍ବାଧିକ ସମୟ କ୍ଷମତାରେ ରହିଛନ୍ତି। ସେ ପ୍ରଧାନମନ୍ତ୍ରୀ ଭାବେ ୬ ବର୍ଷ ୭୯ ଦିନ ପୂରଣ...

ପିତାଙ୍କ ମୃତଦେହ ସାମ୍ନାରେ ବିବାହ କଲେ ଯୁବକ

ବିବାହ ଏକ ଶୁଭ ଅବସର ବୋଲି କୁହାଯାଏ। ହେଲେ ଜଣେ ପିତାଙ୍କ ଇଚ୍ଛା ପୁରଣ କରିବାକୁ ଯାଇ ପୁଅ ପିତାଙ୍କ ମୃତଦେହକୁ ସାମ୍ନାରେ ରଖି ବିବାହ...

ଦୀର୍ଘ ୧୮ ପରେ ତେଲେଙ୍ଗାନାରେ ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ: ପ୍ରଧାନମନ୍ତ୍ରୀ ମୋଦି ହେବେ ସାମିଲ

ହାଇଦ୍ରାବାଦ,୨।୭: ଚଳିତ ଥର ହାଇଦ୍ରାବାଦରେ ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଶନିବାର ଅନୁଷ୍ଠିତ ହେଉଛି। ହାଇଦ୍ରାବାଦର ନୋଭାଟେଲ କନ୍‌ଭେନସନ ସେଣ୍ଟରରେ ଅନୁଷ୍ଠିତ ହେବାକୁ ଥିବା ଏହି...

ଜନ୍ମ ତାରିଖରୁ ଜାଣନ୍ତୁ ଶୁଭାଶୁଭ

ଜ୍ୟୋତିଷାଚାର୍ଯ୍ୟ ମନିଷ ଶର୍ମାଙ୍କ ଗଣନାରେ ଜନ୍ମ ତାରିଖ ଅନୁଯାୟୀ ଅଗଷ୍ଟ ୧୨ରୁ ୧୮ ତାରିଖ ମଧ୍ୟରେ ଦିନ କେମିତି କଟିବ ତାହା ଜାଣନ୍ତୁ। *୧,୧୦,୧୯ ଓ...

‘ଦେଶରେ ଚାଲିଛି ଏକଛତ୍ରବାଦ ଶାସନ’

ନୂଆଦିଲ୍ଲୀ,୫।୮: ସାରା ଦେଶରେ ମୁଦ୍ରାସ୍ଫୀତି ଏବଂ ବେକାରୀ ବିରୋଧରେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି। କଂଗ୍ରେସ ନେତାମାନେ ଦିଲ୍ଲୀ ସମେତ ସାରା ଦେଶରେ ବିରୋଧ କରୁଛନ୍ତି। ରାଷ୍ଟ୍ରପତି...

Advertisement
Archives

Model This Week