ଜ୍ୟାକଲିନ୍‌ଙ୍କ ସହ ମନଖୋଲି ନାଚିଲେ ସଲ୍‌ମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲ୍‌ମାନ ଖାଁ ଏବେ ତାଙ୍କ ଡ୍ୟାନ୍ସ ପାଇଁ ଅଛନ୍ତି ଚର୍ଚ୍ଚାରେ। ଏବେ ସେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ଦବଙ୍ଗ ୩’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଚଳିତବର୍ଷ ଖ୍ରୀଷ୍ଟମାସରେ ଏହା ରିଲିଜ୍‌ ହେବାକୁ ଥିବାବେଳେ ଦର୍ଶକମାନେ ଉତ୍ସୁକତାର ସହ ଅପେକ୍ଷାରେ କରିଛନ୍ତି। ନିକଟରେ ସଲ୍‌ମାନଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ନାୟିକା ଜ୍ୟାକ୍‌ଲିନଙ୍କ ସହ ଖୁବ୍‌ ନାଚିଛନ୍ତି। କୁହାଯାଉଛି ଏହା ଦବଙ୍ଗ ଫିଲ୍ମ ପ୍ରମୋଶନ ସମୟର। ଏଥିରେ ଭାଇଜାନ୍‌ ‘ମୁନ୍ନି ବଦନାମ୍‌ ହୁଇ’ ଗୀତରେ ଠୁମ୍‌କା ଲଗାଉଥିବା ଦେଖାଯାଇଛି। କେବଳ ଜ୍ୟାକ୍‌ଲିନ ନୁହେଁ ଅନ୍ୟ କଳାକାରଙ୍କୁ ମଧ୍ୟ ଏଥିରେ ଦେଖିବାକୁ ମିଳିଛି। କୁହାଯାଉଛି ଏହା ଦବଙ୍ଗ ଟୁର୍‌ ସମୟର ଭିଡିଓ। ଆଉ ଭାଇଜାନ୍‌ ବିଦେଶରେ ଦବଙ୍ଗ ଟିମ୍‌ ସହ ପର୍‌ଫର୍ମ କରିବାକୁ ଯାଇଛନ୍ତି। ସୂଚନା ମୁତାବକ ‘ମୁନ୍ନି ବଦନାମ ହୁଇ’ ଦବଙ୍ଗ ସିରିଜ୍‌ର ପ୍ରଥମ ଆଇଟମ୍‌ ସଙ୍ଗ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତର ଦମ୍ପତ୍ତିଙ୍କୁ କାଙ୍ଗାଳ କରିଦେଲେ ୨ ଭଉଣୀ: ୪.୫ କୋଟି ଟଙ୍କା ନେଇ…

ଚଣ୍ଡିଗଡ଼,୨୯।୭: ପଞ୍ଜାବର ପଠାଣକୋଟ ଜିଲାରେ ବିଶ୍ୱାସଘାତକତା ଏବଂ ଠକେଇର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଡାକ୍ତର ଡକ୍ଟର ଜସପାଲ ସିଂହ ଭିଣ୍ଡର ଏବଂ ତାଙ୍କ…

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍‌ଇ ସ୍କୁଲ ନିକଟରେ ଆର୍‌ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ…

ହଠାତ୍‌ ସଂସଦରେ ପହଞ୍ଚିଲେ NSA ଅଜିତ ଡୋଭାଲ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ, ୨୯।୭: ସଂସଦର ମୌସୁମୀ ଅଧିବେଶନ ସମୟରେ ବୁଧବାର NSA ଅଜିତ ଡୋଭାଲ ସଂସଦରେ ପହଞ୍ଚିବା ପରେ ରାଜନୈତିକ କରିଡରରେ ହଇଚଇ ସୃଷ୍ଟି ହୋଇଯାଇଛି। ସେହି ସମୟରେ…

ଚିକେନ୍‌ ଖାଉଛନ୍ତି କି? ଜାଣିନିଅନ୍ତୁ…ଏହି ବିପଜ୍ଜନକ ବ୍ୟାକ୍ଟେରିଆକୁ ନେଇ ସାବଧାନ କଲେ ବୈଜ୍ଞାନିକ

ନୂଆଦିଲ୍ଲୀ, ୨୯।୭: ଚିକେନ୍‌ ହେଉଛି ପ୍ରୋଟିନର ଏକ ଉତ୍ତମ ଉତ୍ସ ଏବଂ ବିଶ୍ୱର ଏକ ବଡ଼ ଜନସଂଖ୍ୟା ଏହାକୁ ପ୍ରଚୁର ପରିମାଣରେ ଖାଇଥାନ୍ତି। କିନ୍ତୁ ନିକଟରେ ବୈଜ୍ଞାନିକ…

ରୁପ୍ରା ରୋଡ଼ ରେଳ ଷ୍ଟେଶନରେ ଟ୍ରେନ ରହଣି ପାଇଁ ତେଜୁଛି ଦାବି: ପ୍ରତିଶ୍ରୁତି ଦେଲେ ରେଳ ମହାପ୍ରବନ୍ଧକ

କେସିଙ୍ଗା/ନର୍ଲା, ୨୯।୭(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କୋଭିଡ ସମୟରେ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନ ରୁପ୍ରାରୋଡ଼ ରେଳ ଷ୍ଟେଶନରେ ଦ୍ରୁତଗାମୀ ଟ୍ରେନ ଗୁଡିକ ରହୁଥିଲା। ଏବେ କିନ୍ତୁ…

ଦିନ ହୋଇଯିବ ରାତି, ୨୭ ବର୍ଷ ପରେ ଅଗଷ୍ଟ ୧୨ରେ ଘଟିବାକୁ ଯାଉଛି ଏହି…

୨୭ ବର୍ଷ ପରେ ଏକ ଘଟଣା ଘଟିବାକୁ ଯାଉଛି। ଯାହା ଦିନ ରାତି ହୋଇଯିବ। ଏହା ୟୁରୋପ ଏବଂ ଆର୍କଟିକ୍‌ ଅଞ୍ଚଳରେ ପ୍ରଥମ ଘଟଣା ହେବ। ଏଠାରେ…

ଏହି ବଡ଼ ବ୍ୟାଙ୍କ୍‌ ହୋଇଯିବ ବନ୍ଦ! ଆକାଉଣ୍ଟରେ ଟଙ୍କା ଥିଲେ ତୁରନ୍ତ କରନ୍ତୁ ଏହି କାମ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ପ୍ରତିଦିନ ପେଟିଏମ୍ (Paytm) ଆପ୍‌ ଜରିଆରେ ୟୁପିଆଇ (UPI) ପେମେଣ୍ଟ, ମୋବାଇଲ୍ ରିଚାର୍ଜ କିମ୍ବା ବିଲ୍ ପରିଶୋଧ କରୁଛନ୍ତି, ତେବେ ଆପଣଙ୍କ…

କେତେ ସମ୍ପତ୍ତିର ମାଲିକାଣୀ ସାୟୋନୀ ଘୋଷ? କେବେ ମମତାଙ୍କ ଅତି ଘନିଷ୍ଠ, ଆଜି NDA ମିଟିଂରେ ଯୋଗଦେବା ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୭: କେବେ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିବା ସାୟୋନୀ ଘୋଷଙ୍କ ସ୍ୱର ଏବେ ସମ୍ପୂର୍ଣ୍ଣ ବଦଳିଯାଇଛି। ଟିଏମସି (TMC) ର ଜଣେ ତେଜସ୍ୱୀ ନେତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri