Posted inଜାତୀୟ

ଜ୍ୟୋତିରାଦିତ୍ୟଙ୍କ ଇସ୍ତଫା ପରେ ଟୁଇଟ୍‌ କଲେ ପୁଅ

ଭୋପାଳ,୧୧।୩: ମଧ୍ୟପ୍ରଦେଶର କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେବା ପରେ ଏବେ ରାଜନୀତି ହୋଇଛି ସରଗରମ। ଜ୍ୟୋତିରାଦିତ୍ୟଙ୍କ ଇସ୍ତଫା ପରେ ତାଙ୍କ ପୁଅ ମହାନଆର୍ଯ୍ୟମନ ଟୁଇଟ୍‌ କରି କହଛନ୍ତି ପିତାଙ୍କ ଏହି ନିଷ୍ପତ୍ତିକୁ ନେଇ ସେ ଗର୍ବ କରୁଛନ୍ତି। ସିନ୍ଧିଆ ପରିବାର କେବେ ବି ପଦକୁ ନେଇ ରାଜନୀତି କରିନାହିଁ ବୋଲି ସେ ଉଲ୍ଲେଖ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଏମିତି କରିବାକୁ ଜଣଙ୍କର ସାହସ ଥିବା ଦରକାର ଯାହା ମୋ ପିତାଙ୍କ ପାଖରେ ରହିଛି। ପଦପାଇଁ ଲାଳାୟିତ ନ ଥିବା ସିନ୍ଧିଆ ପରିବାର ଭବିଷ୍ୟତରେ ମଧ୍ୟପ୍ରଦେଶରେ ବଡ ପରିବର୍ତ୍ତନ ଦେଖିବାକୁ ଚାହୁଛି ବୋଲି ସେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପାଲି’ ଭାରତର ପ୍ରଥମ କାର୍ବନମୁକ୍ତ ପଞ୍ଚାୟତ

ପାଲି (ସାମ୍ବା),୨୫।୪(ପି.ଟି.) : ଜମ୍ମୁ-କଶ୍ମୀରର ସୀମାନ୍ତବର୍ତ୍ତୀ ସାମ୍ବା ଜିଲାର ପାଲି ପଞ୍ଚାୟତ ରବିବାର ଦେଶର ପ୍ରଥମ କାର୍ବନମୁକ୍ତ ପଞ୍ଚାୟତର ପରିଚୟ ହାସଲ କରିଛି। ସେଠାରେ ମାତ୍ର...

ରାହୁଲ ଗାନ୍ଧୀଙ୍କ ଓ୍ବାୟନାଡ ଅଫିସ ଭଙ୍ଗାରୁଜା

ଓ୍ବାୟନାଡ,୨୫।୬: କେରଳର ଓ୍ବାୟନାଡରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ଅଫିସ୍‌କୁ ଷ୍ଟୁଡେଣ୍ଟସ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏସ୍‌ଏଫ୍‌ଆଇ) ସଦସ୍ୟମାନେ ଭଙ୍ଗାରୁଜା କରିଛନ୍ତି। ଶୁକ୍ରବାର ଶତାଧିକ ସଦସ୍ୟ...

ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ନିଖୋଜ ବିଧାୟକ

ମୁମ୍ବାଇ, ୧୮।୭: କର୍ନାଟକରେ ଏଚ୍‌ଡି କୁମାରସ୍ବାମୀ ସରକାର ଗୁରୁବାର ବିଧାନସଭାରେ ଫ୍ଲୋର୍‌ ଟେଷ୍ଟ ଦେଇଛନ୍ତି। ଏପଟେ କଂଗ୍ରେସ-ଜେଡି(ଏସ) ମେଣ୍ଟର କିଛି ବିଧାୟକ ଗୃହରେ ଅନୁପସ୍ଥିତ ଥିଲାବେଳେ...

ନୁପୁରଙ୍କ ସୁରକ୍ଷା ବ୍ୟବସ୍ଥା ବଢିଲା

ନୂଆଦିଲ୍ଲୀ, ୭।୬: ପ୍ରଫେଟ୍‌ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଭାରତୀୟ ଜନତା ପାର୍ଟିରୁ ନିଲମ୍ବିତ ହୋଇଥିବା ନୂପୁର ଶର୍ମା ଏବଂ ତାଙ୍କ ପରିବାରକୁ ଦିଲ୍ଲୀ...

କରୋନା ଯାଞ୍ଚ ପାଇଁ ଯାଇଥିବା ଡାକ୍ତର, ପୋଲିସ ଉପରେ ପଥରମାଡ଼

ମୁରାଦାବାଦ,୧୫ା୪: ଉତ୍ତରପ୍ରଦେଶର ମୁରାଦାବାଦ ଜିଲାରେ ଡାକ୍ତରୀ ଦଳର ଏକ୍‌ ଟିମ୍‌କୁ ଆକ୍ରମଣ ହୋଇଥିବା ଖବର ସାମ୍ନାକୁ ଆସିଛି। ବୁଧବାର ମୁରାଦାବାଦର ନାଗଫଣୀ ଥାନା ଅନ୍ତର୍ଗତ ହାଜି...

ଶିବସେନା କାର୍ଯ୍ୟାଳୟ-ମାତୋଶ୍ରୀରେ ବଢ଼ିଲା ସୁରକ୍ଷା: ଉଦ୍ଧବଙ୍କୁ ଭେଟିଲେ ପୋଲିସ କମିଶନର

ମୁମ୍ବାଇ,୨୪।୬: ଶିବସେନାରେ ଚାଲିଥିବା ବିଦ୍ରୋହକୁ ନେଇ ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଛି। ଇତିମଧ୍ୟରେ ମୁମ୍ବାଇ ପୋଲିସ କମିଶନର ଗୁରୁବାର ଦଳୀୟ କାର୍ଯ୍ୟାଳୟ ଶିବସେନା ଭବନ...

ବିଦେଶ ଯାଇପାରିବେ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ପୁଅ

ନୂଆଦିଲ୍ଲୀ,୨୫।୧୦: ଆଇଏନ୍‌ଏକ୍ସ ମିଡିଆ ମାମଲାର ଅଭିଯୁକ୍ତ କଂଗ୍ରେସ ଏମ୍‌ପି କାର୍ତ୍ତି ଚିଦାମ୍ବରମ୍‌ଙ୍କୁ ଅକ୍ଟୋବର ୨୫ରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ବିଦେଶ ଯିବା ଲାଗି ସୁପ୍ରିମକୋର୍ଟ ସୋମବାର...

ମୋଦି ସରକାରରେ ସାମିଲ ହେବନି ଜେଡିୟୁ

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦି ସରକାରରେ ସାମିଲ ହେବନି ଜେଡିୟୁ। ଜେଡିୟୁ ସୁପ୍ରିମୋ ନୀତିଶ କୁମାର ଏହା ଘୋଷଣା କରିଛନ୍ତି। ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ଭାବେ...

Advertisement
Archives

Model This Week