ଜୟପୁରରେ ଭୋଟ ଗଣତି ଆରମ୍ଭ

ଜୟପୁର,୨୩ା୫(ଡି.ଏନ୍‌.ଏ.): ୨୦୧୯ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ସମଗ୍ର ରାଜ୍ୟରେ ଭୋଟ ଗଣତି ହେଉଛି। ଏନେଇ ସମସ୍ତ ଷ୍ଟ୍ରଙ୍ଗ୍‌ରୁମ ପାଖରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କ ଭିଡ଼ ଜମିଥିବାବେଳେ ଏଥିରୁ ପ୍ରାର୍ଥୀ ମଧ୍ୟ ବାଦ୍‌ ପଡ଼ିନାହାନ୍ତି। କୋରାପୁଟ ଜିଲା ଜୟପୁର ଏବଂ କୋଟପାଡ଼ ବିଧାନସଭା ଆସନ ସହ କୋରାପୁଟ ଓ ନବରଙ୍ଗପୁର ଏମ୍‌ପି ପ୍ରାର୍ଥୀଙ୍କ ଭୋଟ ଗଣତି ପାଇଁ ଜୟପୁର ବିକ୍ରମ ଦେ କଲେଜରେ କଡ଼ା ସୁରକ୍ଷା ବଳୟରେ ଭୋଟ ଗଣତି ଆରମ୍ଭ ହୋଇଛି। ସୁରକ୍ଷା ପାଇଁ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ହିମାଂଶୁ ଲାଲ ମଧ୍ୟ ପହଞ୍ଚି ସମସ୍ତ ସୁରକ୍ଷାର ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ଗୋଡ଼ ଭାଙ୍ଗିଦେଲା ରୋହିତ ଶର୍ମାଙ୍କ ଶଟ୍‌, ମୁମ୍ବାଇ ଇଣ୍ଡିଆନ୍ସ ଅଭ୍ୟାସ ସମୟରେ ବଡ଼ ଅଘଟଣ,ଦେଖନ୍ତୁ Video

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL ୨୦୨୬)ରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ଆଘାତ ଯୋଗୁ ୫ଟି ମ୍ୟାଚରୁ ବାହାରେ ରହିବା ପରେ ପଡ଼ିଆକୁ ଏକ…

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ…

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି…

ଶେଷ ହେବ ଯୁଦ୍ଧ! ଇରାନ-ଆମେରିକା ମଧ୍ୟରେ ଚୁକ୍ତିନାମା, ଏହି 3 ଟି ପ୍ରସଙ୍ଗରେ ସହମତି…

ଓ୍ବାଶିଂଟନ,୬ା୫: ଇରାନ ଏବଂ ଆମେରିକା ମଧ୍ୟରେ ଶତ୍ରୁତା ବନ୍ଦ କରିବା ନେଇ ଏକ ସହମତି ହୋଇଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦୁଇ ରାଷ୍ଟ୍ର ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri