ଜୟପୁରରେ ହେବ ନାହିଁ ରଥଯାତ୍ରା

ଜୟପୁର ୧୩ା୬ (ନି.ପ୍ର.)-କୋରାପୁଟ ଜିଲା ଜୟପୁରରେ ଚଳିତ ବର୍ଷ ରଥଯାତ୍ରା ହେବନାହିଁ। ଜିଲାପାଳ ମଧୁ ସୂଦନ ମିଶ୍ର ଏ ନେଇ ଚିଠି ମାଧ୍ୟମରେ ସ୍ପଷ୍ଟ କରିଛନ୍ତି। ଏ ସମ୍ପର୍କରେ ତହସିଲଦାର ତଥା ଦେବତ୍ତୋର ଅଧିକାରୀଙ୍କ ନିକଟକୁ ନିର୍ଦ୍ଦେଶ ଆସିଛି। ଜୟପୁର ଦେବତ୍ତୋର ବିଭାଗ ରଥଯାତ୍ରା କରିବା ପାଇଁ ଯେଉଁ ପ୍ରସ୍ତାବ ଦେଇଥିଲେ ଶନିବାର ତାହାର ଉତ୍ତର ଏପରି ଆସିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲାପାଳ ବିଭିନ୍ନ ଅଧିକାରୀମାନଙ୍କ ସହ ଆଲୋଚନା କରି ଏହି ନିଷ୍ପତ୍ତି ନେଇଛନ୍ତି। ମନ୍ଦିର ପରିସରରେ କମ ସଂଖ୍ୟକ ସେବାୟତଙ୍କୁ ନେଇ ସାମାଜିକ ଦୂରତା ରକ୍ଷା ସହ ସାନିଟାଇଜର ବ୍ୟବହାର କରି କେବଳ ନୀତିକାନ୍ତି ସମ୍ପନ୍ନ କରିବାକୁ ନିର୍ଦ୍ଦେଶରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri