Posted inଖେଳ

ଜୟପୁର ପିଙ୍କ୍‌ ପାନ୍ଥର୍ସ ବିଜୟୀ

ପାଟନା, ୪ା୮ (ପି.ଟି.)-ଚଳିତ ଭିଭୋ ପ୍ରୋ-କବାଡ଼ି ସିଜନ-୭ରେ ଶନିବାର ଖେଳାଯାଇଥିବା ମ୍ୟାଚରେ ଜୟପୁର ପିଙ୍କ୍‌ ପାନ୍ଥର୍ସ ବିଜୟ ଲାଭ କରିଛି। ଦଳ ୩୪-୨୧ରେ ପାଟନା ପାଇରେଟ୍ସକୁ ପରାସ୍ତ କରିଛି। ମ୍ୟାଚରେ ସନ୍ଦୀପ ଧୂଲ ଏବଂ ଅମିତ ହୁଦାଙ୍କ ନେତୃତ୍ୱରେ ପିଙ୍କ୍‌ ପାନ୍ଥର୍ସ ଡିଫେନ୍ସ ପାଟନା ଦଳର ବିପଜ୍ଜନକ ଖେଳାଳି ପ୍ରଦୀପ ନରଓ୍ବାଲଙ୍କୁ ରୋକିବାରେ ବିଶେଷ ଭୂମିକା ଗ୍ରହଣ କରିଥିଲେ। ନରଓ୍ବାଲ ପାଟନା ଦଳର ଟପ୍‌ ସ୍କୋରର ଥିଲେ। ସେ ୯ ପଏଣ୍ଟ ସ୍କୋର କରିଥିଲେ। ଜୟପୁର ପିଙ୍କ୍‌ ପାନ୍ଥର୍ସ ପକ୍ଷରୁ ସନ୍ଦୀପ ଧୂଲ ୮ ଟାକଲ ପଏଣ୍ଟ ସ୍କୋର କରିଥିବାବେଳେ ଦୀପକ ନରଓ୍ବାଲ ୮ ରେଡ୍‌ ପଏଣ୍ଟ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri