ଜୟପୁର ସହରରେ ସମ୍ପୂର୍ଣ୍ଣ ସିସି କ୍ୟାମେରା ସଂଯୋଗ

ଜୟପୁର,୧।୨(ଡି.ଏନ୍‌.ଏ): କୋରାପୁଟ ଜିଲାର ଜୟପୁର ସହରରେ ସମ୍ପୂର୍ଣ୍ଣ ସିସି କ୍ୟାମେରା ସଂଯୋଗ କରାଯାଇଛି। କୋରାପୁଟ ଏସ୍‌ପି ମୁକେଶ କୁମାର ଭମୋଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ତାରା ପ୍ରସାଦ ବାହିନୀପତି ଯୋଗ ଦେଇ ଏହାର ଶୁଭାରମ୍ଭ କରିଛନ୍ତି । ସମୁଦାୟ ୮୫ଟି କ୍ୟାମେରା ସହରର ବିଭିନ୍ନ ଛକ ଏବଂ ସାହିରେ ଲଗାଯାଇଛି । ମୋଟ ୯୨ଟି କ୍ୟାମେରା ସଂଯୋଗ କରାଯିବ। ଅପରାଧ ନିୟନ୍ତ୍ରଣ ଏବଂ ଗଞ୍ଜେଇ ଚାଲାଣକାରୀଙ୍କ ଉପରେ ଅଙ୍କୁଶ ଲଗାଇବାରେ ଏହା ସହାୟକ ହେବ ବୋଲି ମୁଖ୍ୟ ଅତିଥି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିହ୍ନଟ ହେଲେ ୪, ଜିଲାରେ ୨୬ କରୋନା ଆକ୍ରାନ୍ତ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ/ମହାକାଳପଡ଼ା (ଡି.ଏନ.ଏ.), ୧୬ା୫: କେନ୍ଦ୍ରାପଡା ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୧ ତାରିଖ ସୁଦ୍ଧା ୯ ଜଣ ଚିହ୍ନଟ ହୋଇଥିବା...

ଚାକିରି କରାଇଦେବାକୁ କହି ୮୪ ଲକ୍ଷ ଠକେଇ

ଭଦ୍ରକ ଅଫିସ, ୨୫।୭ – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବଂଶୀପାଟଣାସ୍ଥିତ ଏକ ସଂସ୍କୃତ ମହାବିଦ୍ୟାଳୟରେ ନିଯୁକ୍ତି କରାଇଦେବା ନାଁରେ ୮୪ ଲକ୍ଷ ଟଙ୍କା ଠକେଇ...

ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ବଜାର ପ୍ରବେଶ

ଢେଙ୍କାନାଳ ଅଫିସ,୧୧ା୮ ଢେଙ୍କାନାଳ ସହର କୁଞ୍ଜକାନ୍ତଠାରେ ଥିବା ସୋମ୍‌ ଅଟୋରେ ସୋମବାର ମଧ୍ୟାହ୍ନରେ ପ୍ରମୁଖ ଦୁଇଚକିଆ ଯାନ ନିର୍ମାଣକାରୀ କମ୍ପାନୀ ହିରୋ ମୋଟୋକର୍ପ ଲିମିଟେଡ୍‌ ପକ୍ଷରୁ...

ସେମିଷ୍ଟର ପରୀକ୍ଷା ବିରୋଧରେ ବିକ୍ଷୋଭ

କଟକ ଅଫିସ, ୪।୧୨: ରାଜାବଗିଚାସ୍ଥିତ ନେତାଜୀ ସୁଭାଷ ମେମୋରିଆଲ ସିଟି କଲେଜରେ ସେମିଷ୍ଟର ପରୀକ୍ଷା ପ୍ରତିବାଦରେ ବୁଧବାର ଛାତ୍ରୀଛାତ୍ରମାନେ କଳେଜ ମୁଖ୍ୟ ଫାଟକ ସମ୍ମୁଖରେ ବିକ୍ଷୋଭ...

ନୟାଗଡ଼ରେ ଗୋଟିଏ ପରିବାରରୁ ୬ କରୋନା ଆକ୍ରାନ୍ତ

ନୟାଗଡ଼ ଅଫିସ,୨୨ା୬: ନୟାଗଡ଼ରେ ସୋମବାର ୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ଜିଲା ସଦର ମହକୁମାରୁ ୯ ଓ ନୂଆଗାଁରୁ ୪ ଅଛନ୍ତି। ନୟାଗଡ଼...

ମହିଳାଙ୍କ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ

ବଡ଼ସାହି, ୭।୬(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଜୁଣପଦା ଗ୍ରାମର ଜଣେ ମହିଳାଙ୍କ ମୃତଦେହ ଶୁକ୍ରବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ଶୁକ...

୧୧ଜଣିଆ ଅନ୍ତରୀଣ କମିଟି ଗଠିତ

କଟକ ଅଫିସ,୨।୬: ଲକ୍‌ଡାଉନ୍‌ ଯୋଗୁ ହାଇକୋର୍ଟ ସମେତ ରାଜ୍ୟର ସମସ୍ତ ଓକିଲ ସଂଘର ନିର୍ବାଚନ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସ୍ଥଗିତ ରହିଛି। ଏଭଳି ସ୍ଥଳେ ଓକିଲ ସଂଘଗୁଡ଼ିକର...

ମୁଖ୍ୟ ବିଚାରପତି ପାଇଁ ଏସ୍‌. ମୁରଲିଧରଙ୍କ ନାମ ସୁପାରିସ

କଟକ ଅଫିସ, ୧୬।୧୨: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ଏସ୍‌. ମୁରଲିଧରଙ୍କ ନାମକୁ ସୁପ୍ରିମ୍‌କୋର୍ଟଙ୍କ କଲେଜିୟମ୍‌ ସୁପାରିସ କରିଛନ୍ତି। ଆଇନ୍‌ ମନ୍ତ୍ରଣାଳୟର...

Advertisement

BGU

Archives

Model This Week

Why Dharitri