Posted inଜାତୀୟ

ଜୟଲଲିଥାଙ୍କ ଜନ୍ମଦିନରେ ନବଜାତକଙ୍କୁ ସୁନାମୁଦି ଉପହାର

ଚେନ୍ନାଇ,୨୪।୨: ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତା ଜେ. ଜୟଲଲିଥାଙ୍କ ୭୨ତମ ଜନ୍ମଦିନରେ ମନ୍ତ୍ରୀ ଡି.ଜୟକୁମାର ଆର୍‌ଏସ୍‌ଆର୍‌ଏମ୍‌ ସରକାରୀ ହସ୍ପିଟାଲରେ ଜନ୍ମିତ ନବଜାତକଙ୍କୁ ସୋମବାର ସୁନାମୁଦି ଉପହାର ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେ.ପଲାନିସ୍ବାମୀ ଓ ଉପ ମୁଖ୍ୟମନ୍ତ୍ରୀ ଓ ପନିରସେଲଭମ ରାଜ୍ୟ ସଚିବାଳୟ ନିକଟରେ ବୃକ୍ଷରୋପଣ କରି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସୂଚନାଯୋଗ୍ୟ, ଫେବୃୟାରୀ ୨୪ ନାରୀ ଓ ଶିଶୁ ସୁରକ୍ଷା ଦିବସ ହୋଇଥିବାରୁ ଏହି ଦିନକୁ ଜୟଲଲିଥାଙ୍କ ଜନ୍ମଦିବସ ଭାବେ ପାଳନ କରିବାକୁ ନିକଟରେ ପଲାନିସ୍ବାମୀ ଘୋଷଣା କରିଥିଲେ। କେବଳ ଏତିକି ନୁହେଁ ଏହି ଅବସରରେ ଅନ୍ୟ କେତେ ଗୁଡିଏ ଯୋଜନା ମଧ୍ୟ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri