ଜୟଲଲିଥାଙ୍କ ୭୨ତମ ଜନ୍ମଦିନ ଅବସରରେ ଥାଲାଇବିର ନୂଆ ଲୁକ୍‌ ଶେୟାର କଲେ କଙ୍ଗନା

ମୁମ୍ବାଇ: ତାମିଲନାଡୁର ଦିବଙ୍ଗତ ମୁଖ୍ୟମନ୍ତ୍ରୀ ସ୍ବର୍ଗତା ଜୟଲଲିଥାଙ୍କ ସୋମବାର ୭୨ତମ ଜନ୍ମଦିନ। ଏହି ଅବସରରେ ବଲିଉଡ୍‌ କୁଇନ କଙ୍ଗନା ରଣାଓ୍ବତ ତାଙ୍କର ଅପ୍‌ କମିଂ ଫିଲ୍ମ ‘ଥାଲାଇବି’ରେ ଥିବା ତାଙ୍କ ଆଉ ଏକ ଲୁକ୍‌କୁ ଶେୟାର କରିଛନ୍ତି। ଏନେଇ ଇନ୍‌ଷ୍ଟାଗ୍ରାମ୍‌ରେ ସେ ଏକ ଫଟୋ ଶେୟାର କରିଛନ୍ତି। ରାଜନୀତିରେ ଆସିବା ପରେ ତାଙ୍କର ଲୁକ୍‌କୁ ଶେୟାର କରାଯାଇଛି। ଏଥିରେ କଙ୍ଗନା ଅବିକଳ ଜୟଲଳିଥାଙ୍କ ଯୁବବସ୍ଥା ସମୟର ଭଳି ଦେଖାଯାଉଥିବା ବେଳେ ଶାଢ଼ୀରେ ନଜର ଆସିଛନ୍ତି। ଏ.ଏଲ୍‌ ବିଜୟଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଜୟଲଲିଥାଙ୍କ ଜୀବନି ଉପରେ ଆଧାରିତ ହୋଇଛି। ଥାଲାଇବିରେ ଥିବା ଚରିତ୍ରକୁ ଜୀବନ୍ତ କରିବା ପାଇଁ କଙ୍ଗନା ବହୁ ପରିଶ୍ରମ କରୁଛନ୍ତି। ଏହି ଫିଲ୍ମ ତାଙ୍କ ପାଇଁ ଏକ ଚ୍ୟାଲେଞ୍ଜ ପାଲଟିଛି। ଅପରପକ୍ଷେ ଉକ୍ତ ଫିଲ୍ମ ଜୁନ୍‌ ୨୬ରେ ତାମିଲ, ହିନ୍ଦୀ ଓ ତେଲଗୁରେ ରିଲିଜ୍‌ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri