ଜୟଶଙ୍କର ଶ୍ରେଷ୍ଠ କୂଟନୀତିଜ୍ଞ

ଓ୍ବାଶିଂଟନ,୯ା୬(ପି.ଟି.): ଭାରତର ନୂଆ ବହିର୍ବ୍ୟାପାର ମନ୍ତ୍ରୀ ଭାବେ ଏସ୍‌. ଜୟଶଙ୍କରଙ୍କ ନିଯୁକ୍ତିକୁ ଆମେରିକାର କେତେଜଣ ପୂର୍ବତନ କୂଟନୀତିଜ୍ଞ ତଥା ବିଦେଶ ନୀତି ବିଶେଷଜ୍ଞ ପ୍ରଶଂସା କରିଛନ୍ତି। ଜୟଶଙ୍କର ବିଶ୍ୱର ଜଣେ ଶ୍ରେଷ୍ଠ କୂଟନୀତିଜ୍ଞ ବୋଲି ସେମାନେ ମତ ଦେଇଛନ୍ତି। ତାଙ୍କ ସମୟରେ ଭାରତ-ଆମେରିକା ରଣନୀତିକ ସମ୍ପର୍କ ଅଧିକ ସୁଦୃଢ଼ ହେବା ନେଇ ସେମାନେ ଦୃଢ଼ ଆସ୍ଥା ପ୍ରକଟ କରିଛନ୍ତି। ୨୦୧୩ରୁ ୨୦୧୫ ଆମେରିକାରେ ଭାରତର ରାଷ୍ଟ୍ରଦୂତ ଥିବା ଜୟଶଙ୍କର ଜଣେ ପାରଦର୍ଶୀ କୂଟନୀତିଜ୍ଞ ଯାହାଙ୍କର ବିଶ୍ୱ ରଣନୀତିଜ୍ଞ ଭାବେ ଯଥେଷ୍ଟ ଅଭିଜ୍ଞତା ରହିଛି ବୋଲି ନିଶା ଦେଶାଇ ବିଶ୍ୱାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେନେଭାରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନକୁ ଘେରିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଜେନେଭା/ନୂଆଦିଲ୍ଲୀ,୨୪ ।୫: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ମନସୁଖ ମାଣ୍ଡବିୟ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ମୁଖ୍ୟାଳୟ ଜେନେଭାରେ ବିଶ୍ୱ ସ୍ୱାସ୍ଥ୍ୟ ସଭାର...

ତାରା ଏନ୍ତୁଡ଼ିଶାଳର ମିଳିଲା ସନ୍ଧାନ, ହୁବଲ ଟେଲିସ୍କୋପ୍‌ ଦେଲା ସୂଚନା…

ଓ୍ବାଶିଂଟନ,୨୬।୮: ତାରା ଜନ୍ମ ହେବାର ଏନ୍ତୁଡ଼ିଶାଳ ସମ୍ପର୍କରେ ସନ୍ଧାନ ମିଳିଛି। ନାସାର ହୁବଲ ଟେଲିସ୍କୋପ୍‌ ଏନେଇ ସୂଚନା ଦେଇଛି। ନାସା ପକ୍ଷରୁ ଏହାକୁ ଷ୍ଟେଲାର ନର୍ସରୀ...

ରୁଷିଆରେ ଫେସ୍‌ବୁକ୍‌ ସହିତ ଆଉ କିଛି ଓ୍ବେବ୍‌ସାଇଟ୍‌ ଡାଉନ୍‌

ମସ୍କୋ,୪ା୩: ରୁଷିଆ-ୟୁକ୍ରେନ ମଧ୍ୟରେ ଘମାଘଟ ଯୁଦ୍ଧ ଚାଲିଛି। ଏହା ଭିତରେ ରୁଷିଆର ଅନେକ ମିଡିଆ ଓ୍ବେବସାଇଟ ଡାଉନ୍‌ ହୋଇଥିବା ଜଣାପଡ଼ିଛି। ଏଥିରେ ଫେସବୁକ୍‌ ମଧ୍ୟ ଅନ୍ତର୍ଭୁକ୍ତ।...

ଜୀବନ ଅନୁସନ୍ଧାନ କରିବ ମାର୍ସ ରୋଭର

ଓ୍ବାଶିଂଟନ୍‌,୧୫ା୬(ଆଇଏଏନ୍‌ଏସ୍‌): ଆମେରିକାର ମହାକାଶ ଗବେଷଣା କେନ୍ଦ୍ର ନାସା ଲୋହିତ ଗ୍ରହ ମଙ୍ଗଳକୁ ୨୦୨୦ରେ ରୋଭର ମହାକାଶଯାନ ପ୍ରେରଣ କରିବ। ମଙ୍ଗଳରେ ପ୍ରାଚୀନ କାଳରେ ଜୀବନ ତିଷ୍ଠିଥିଲା...

ଚାଇନାରେ ଲକ୍‌ଡାଉନ, କୋଟିଏରୁ ଅଧିକ ଘରେ ବନ୍ଦୀ…

ବେଜିଂ, ୬।୭ : ଚାଇନାରେ କାରୋନା ମହାମାରୀର ବିଏ.୫.୨ ଭାରିଆଣ୍ଟ ସଂକ୍ରମଣ ବ୍ୟପାିବାରେ ଲାଗିଛି। ଫଳରେ ସୁରକ୍ଷ ାଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ ଜାରି ହୋଇଛି।...

ଜେଲେନ୍‌ସ୍କିଙ୍କ ଦାବି: ରୁଷିଆର ୧୦୦ ଟ୍ୟାଙ୍କ, ୨୦୦ ଜାହାଜ ନଷ୍ଟ କରିଛନ୍ତି ୟୁକ୍ରେନ୍ ସେନା

କ୍ୱିଭ,୧ ।୫: ରୁଷିଆ ୟୁକ୍ରେନ୍ ଯୁଦ୍ଧକୁ ଏକ ମାସ ପୂରଣ ହୋଇ ସାରିଲାଣି । ଏହାରି ଭିତରେ ଉଭୟ ଦେଶର ବହୁ ଧନଜୀବନ ନଷ୍ଟ ହୋଇ...

ଭାକ୍ସିନ୍‌ର ୨ ଡୋଜ୍‌ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…

ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍‌ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍‌ ସହରରେ କରୋନା ଭାକ୍ସିନ୍‌ର ୨ ଡୋଜ୍‌ ନେବା ପରେ...

ଏକାସଙ୍ଗେ ୪ ହଜାର ମହିଳାଙ୍କ ସହିତ ଶାରୀରିକ ସମ୍ପର୍କ ରଖିଥିବା ସୂଚନା ଦେଲେ ଧନୀ ବ୍ୟକ୍ତି, ସ୍ତ୍ରୀ ଶେଷରେ କଲେ ଏପରି…

ଟୋକିଓ,୧।୫: ଜଣେ ଅବା ଦୁଇ ଜଣ ନୁହେଁ ଏକାସଙ୍ଗେ ୪ ହଜାର ମହିଳାଙ୍କ ସହିତ ସମ୍ପର୍କ ରଖିଥିବା ନେଇ ଜଣେ ଅରବପତି ସୂଚନା ଦେଇଥିଲେ। ତେବେ...

Advertisement
Archives

Model This Week