ଜୟାଲଳିଥା ଜଣେ ଗ୍ଲାମରସ୍‌ ଷ୍ଟାର ଥିଲେ: କଙ୍ଗନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତ ଖୁବ୍‌ଶୀଘ୍ର ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟାଲଳିଥାଙ୍କ ବାୟୋପିକରେ ନଜର ଆସିବେ। ‘ଥଲାଇବି’ ନାମକ ଏହି ବାୟୋପିକରେ ଜୟାଲଳିତାଙ୍କ ଜୀବନିକୁ ସ୍ଥାନ ଦିଆଯାଇଛି। ଏଥିରେ ବଲିଉଡ୍‌ ବିୟୁଟି କଙ୍ଗନା ଜୟାଲଳିଥାଙ୍କ ସବୁ ବୟସର ଚରିତ୍ରରେ ନଜର ଆସିବେ। ଏହି ଫିଲ୍ମରେ ଗୋଟିଏ ଭାଗରେ ଜୟାଲଳିଥାଙ୍କ ଅଭିନୟ ଜୀବନକୁ ସ୍ଥାନିତ କରାଯାଇଛି। ନିକଟରେ କଙ୍ଗନା ଏକ ସାକ୍ଷାତ୍‌ କାରରେ ଏହି ଫିଲ୍ମକୁ ନେଇ କଥା ହେବା ସହ ଜୟାଲଳିଥାଙ୍କର ବହୁ ପ୍ରଶଂସା କରିଛନ୍ତି। କଙ୍ଗନା କହିଛନ୍ତି ଜୟାଲଳିଥା ଜଣେ ଗ୍ଲାମରସ୍‌ ଷ୍ଟାର ଥିଲେ। ସେ ବଲିଉଡ୍‌ ନୀଳନୟନା ଐଶ୍ୱର୍ଯ୍ୟାଙ୍କ ଭଳି ଥିଲେ ବୋଲି କଙ୍ଗନା କହିଛନ୍ତି। ମୋ ପାଖରେ ଗ୍ଲାମର ନାହିଁ। ହେଲେ ତାଙ୍କ ସହ ମୋର ଗୋଟିଏ ସାମଞ୍ଜସ୍ୟ ଅଛି ବୋଲି କଙ୍ଗନା କହିଛନ୍ତି। ସେ କହିଛନ୍ତି ମୁଁ ଅଭିନେତ୍ରୀ ନୁହେଁ ବରଂ ନିର୍ଦ୍ଦେଶିକା ହେବାକୁ ଚାହୁଁଥିଲି ହେଲେ ଅଭିନେତ୍ରୀ ହୋଇଗଲି। ସେମିତି ଜୟାଲଳିଥା ଅଭିନେତ୍ରୀ ହେବାକୁ ଯାଉଥିବା ବେଳେ ରାଜନୀତିରେ ପାଦ ରଖିଲେ। ତେବେ ତାଙ୍କ ବାୟୋପିକରେ କାମ କରିବା କଙ୍ଗନାଙ୍କ ପାଇଁ ଏକ ଚ୍ୟାଲେଞ୍ଜ ଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଝାଡ଼ୁବିକାଳିଙ୍କୁ ଗଣବଳାତ୍କାର: ରାତିରେ ଉଠିଥିବା ବେଳେ…

କେନ୍ଦ୍ରାପଡ଼ା, ୧୭।୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଜଜାଙ୍ଗଠାରେ ଜଣେ ନାବାଳିକା ଝାଡୁ ବିକାଳି ଗଣବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ପୀଡ଼ିତାଙ୍କ ପରିବାର ଥାନାରେ ଅଭିଯୋଗ କରିଛନ୍ତି।…

ଟୋଲ୍ ଟ୍ୟାକ୍ସ ଉପରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି! ଏମାନଙ୍କୁ ଦେବାକୁ ପଡ଼ିବନି ଟୋଲ ଟ୍ୟାକ୍ସ

ନୂଆଦିଲ୍ଲୀ,୧୭।୬: ଦେଶବ୍ୟାପୀ ଟୋଲ୍ ପ୍ଲାଜାରେ ଲମ୍ବା ଧାଡ଼ି ଏବଂ ବାରମ୍ବାର ଟୋଲ୍ ଦେୟ ଦେବାର ଅସୁବିଧାରୁ ମୁକ୍ତି ପାଇବାକୁ ଯାଉଛି । କେନ୍ଦ୍ର ସରକାର ଉନ୍ନତ ପ୍ରଯୁକ୍ତିବିଦ୍ୟା…

ମୋଦିଙ୍କ ସହ ସମ୍ପର୍କକୁ ନେଇ କହୁ କହୁ ଏମିତି କହିଲେ ମେଲୋନି: ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୧୭।୬: ବିଶ୍ୱ ନେତାମାନେ ଜି-୭ ଶିଖର ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ଫରାସୀ ସହର ଏଭିଆନରେ ଏକାଠି ହୋଇଥିଲେ। ଏହି କାର୍ଯ୍ୟକ୍ରମ ସମୟରେ,…

ଜନସଂଖ୍ୟା ଓ ଜଳବାୟୁ

ପୃଥିବୀରେ ମଣିଷ ବଞ୍ଚିବା ନିମନ୍ତେ ସୁସ୍ଥ ଜଳବାୟୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରକୃତି ରାଣୀର ବରଦାନ ଅନୁସାରେ ମଣିଷ ଏହି ପୃଥିବୀରେ ନିଜର ଜୀବନ ଅତିବାହିତ କରିପାରୁଛି।…

ଏଇ ଭାରତରେ

ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା…

ରାଜନୈତିକ ପ୍ରତାରଣା

ବିଭିନ୍ନ ସମୟରେ ରାଜନୈତିକ ଦଳ ଜନତାଙ୍କୁ ଅନେକ ପ୍ରତିଶ୍ରୁତି ଦେଇଥାନ୍ତି। ନିର୍ବାଚନୀ ଇସ୍ତାହାର ଜରିଆରେ ଓ ପରବର୍ତ୍ତୀ ସମୟରେ କ୍ଷମତାସୀନ ଦଳ ଭାବେ ପ୍ରତିଶ୍ରୁତି ଦିଅନ୍ତି। କିନ୍ତୁ…

ଲେବାନନ୍‌ରୁ ଇସ୍ରାଏଲ୍‌ ଓହରିବା ଆବଶ୍ୟକ: ଇରାନ

ଦୁବାଇ,୧୭ା୬: ପଶ୍ଚିମ ଏସିଆରେ ଯୁଦ୍ଧ ବନ୍ଦ ଲାଗି ଆମେରିକା ଓ ଇରାନ ସହମତିରେ ପହଞ୍ଚତ୍ଥିବା ଏବଂ ଆସନ୍ତା ୧୯ର ଉଭୟ ପକ୍ଷ ଆନୁଷ୍ଠାନିକ ଭାବେ ଚୁକ୍ତିନାମା ସ୍ବାକ୍ଷର…

ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍‌ ନିର୍ମାଣ ଅନିୟମିତତା ଗୁମର

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri