Posted inଜାତୀୟ

‘ଜୟ ଶ୍ରୀରାମ’ ସ୍ଲୋଗାନ ଲୋକଙ୍କୁ ଆଘାତ ଦେବା ପାଇଁ ବ୍ୟବହାର କରାଯାଉଛି: ଅମର୍ତ୍ତ୍ୟ ସେନ୍‌

କୋଲକାତା,୬।୭: ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନ୍‌ ଶୁକ୍ରବାର କହିଛନ୍ତି, ଏବେ ‘ଜୟ ଶ୍ରୀରାମ’ ସ୍ଲୋଗାନ କେବଳ ଲୋକଙ୍କୁ ଆଘାତ ଦେବା ପାଇଁ ବ୍ୟବହାର କରାଯାଉଛି। କାରଣ ଏହାର ବେଙ୍ଗଲି ପରମ୍ପରା ସହ କୌଣସି ସମ୍ପର୍କ ନାହିଁ। ଜାଦବପୁର ବିଶ୍ୱବିଦ୍ୟାଳୟରେ ଉଦ୍‌ବୋଧନ ଦେବା ଅମସରରେ ସେନ୍‌ ଏହା କହିଛନ୍ତି। ସେ କହିଛନ୍ତି କୋଲକତାରେ ସେ ପୂର୍ବରୁ କେବେ ‘ଜୟ ଶ୍ରୀରାମ’ ସ୍ଲୋଗାନ ଶୁଣି ନ ଥିଲେ ବା ରାଜ୍ୟରେ ରାମ ନବମୀ ପାଳନ ହେବା ଦେଖି ନ ଥିଲେ। ସେନ୍‌ଙ୍କ କହିବା କଥା ହେଲା ସେ ତାଙ୍କ ୪ ବର୍ଷର ନାତି ବା ନାତୁଣୀଙ୍କୁ ଯେତେବେଳେ ପଚାରିଲେ ତୁମର ପ୍ରିୟ ଦେବତା କିଏ ବୋଲି ଉତ୍ତର ପାଇଥିଲେ ମା’ଦୁର୍ଗା। ତେଣୁ ଦୁର୍ଗାଙ୍କୁ କେବେ ରାମ ନବମୀ ସହ ତୁଳନା କରାଯାଇ ନ ପାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବି ମିଳିଲାନି ଆର୍ୟନଙ୍କୁ ଜାମିନ, କାଲି ହେବ ଶୁଣାଣି

ମୁମ୍ବାଇ: କ୍ରୁଜ ଡ୍ରଗ୍ସ ମାମଲାରେ ଅଭିନେତା ଶାହରୁଖ ଖାନଙ୍କ ପୁଅ ଆର୍ୟନଙ୍କ ଜାମିନ ଆବେଦନ ଉପରେ ମୁମ୍ବାଇ ହାଇକୋର୍ଟ ଶୁଣାଣି କରିଛନ୍ତି। ହାଇକୋର୍ଟରେ ଥିବା ନାର୍କୋଟିକ୍ସ...

ନୀତି ଆୟୋଗ ବୈଠକରେ ସାମିଲ ହେବେ ମମତା, ରାଜ୍ୟର ସମସ୍ୟା ଉପରେ କରିବେ ଚର୍ଚ୍ଚା

କେଲକାତା,୧୬।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସନ୍ତା ମେ’୨୭ରେ ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ନୀତି ଆୟୋଗ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ...

ଅନ୍ତର୍ଜାତୀୟ ବଜାରରୁ ଟିକା କିଣିବା ସହ ୯ ପ୍ରସ୍ତାବ ଦେଲେ ବିରୋଧୀ

ନୂଆଦିଲ୍ଲୀ, ୧୨।୫: ଦେଶରେ କରୋନାର ଦ୍ୱିତୀୟ ଲହର ପ୍ରବଳ ବେଗରେ ମାଡ଼ିଚାଲିଥିବା ବେଳେ ହସ୍ପିଟାଲଗୁଡ଼ିକରେ ରୋଗୀ ଚିକିତ୍ସା ପାଇଁ ବେଡ୍‌ ମିଳୁନି। ପ୍ରତିଦିନ ହଜାର ହଜାର...

ଥରୁରଙ୍କୁ ଇଂରାଜୀ ଶିଖାଇଲେ ଅଠାୱଲେ!

ନୂଆଦିଲ୍ଲୀ,୧୧ ।୨: ନିଜର ଇଂରାଜୀ ଜ୍ଞାନ ଓ କଠିନ ଶବ୍ଦର ବ୍ୟବହାରକୁ ନେଇ ଚର୍ଚ୍ଚାରେ ରହୁଥିବା କଂଗ୍ରେସର ବରିଷ୍ଠ ନେତା ଓ ତିରୁଭାନନ୍ତପୁରମର ଲୋକ ସଭା...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରୂପାନି

ଗାନ୍ଧୀନଗର,୧୧ ।୯: ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନି ମୁଖ୍ୟମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଛନ୍ତି । ଗୁଜରାଟରେ ଆଗକୁ ବିଧାନସଭା ନିର୍ବାଚନ ଥିବା ବେଳେ ରୂପାନି...

ଅଭିବ୍ୟକ୍ତି ସ୍ବାଧୀନତା ନିରଙ୍କୁଶ ନୁହେଁ

ନୂଆଦିଲ୍ଲୀ,୨୮।୧: ଆମାଜନ ପ୍ରାଇମ୍‌ ଓ୍ବେବ୍‌ ସିରିଜ୍‌ ‘ତାଣ୍ଡବ’ର ନିର୍ମାତା ଓ ଜଣେ ଅଭିନେତା ଗିରଫଦାରିରୁ ସୁରକ୍ଷା ଲାଗି କରିଥିବା ଆବେଦନକୁ ସୁପ୍ରିମକୋର୍ଟ ବୁଧବାର ଖାରଜ କରିଦେଇଛନ୍ତି।...

ବାନ୍ଦୀପୋରାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ବାନ୍ଦୀପୋରା ଜିଲାର ଚନ୍ଦାଜି ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ପାକିସ୍ତାନୀ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...

ବିବାହକୁ ନିମନ୍ତ୍ରଣ କରି ସାଙ୍ଗରେ ଚେୟାର, ସାଣ୍ଡଓ୍ବିଚ୍‌ ଆଣିବାକୁ କହିଲେ ଦମ୍ପତି

ସୋସିଆଲ ମିଡିଆରେ ଏକ ବିବାହ ନିମନ୍ତ୍ରଣ ପତ୍ର ଭାଇରାଲ ହେବାରେ ଲାଗିଛି। ଅତିଥିମାନେ ବିବାହରେ ଯୋଗଦେବେ କି ନାହିଁ ସେନେଇ ନିର୍ଦ୍ଧାରିତ ସମୟ ପୂର୍ବରୁ ଜଣାଇବା...

Advertisement
Archives

Model This Week