ଝଡବର୍ଷାରେ କ୍ଷତିଗ୍ରସ୍ତଙ୍କୁ ମିଳିଲା ପଲିଥିନ

ବିନିକା, ୨୭ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ଅଞ୍ଚଳରେ ଗତ ୫ଦିନ ହେଲା ଅଦିନିଆ ଝଡ ତୋଫାନ ସହ ବର୍ଷା ଲାଗି ରହିଛି। ଏଥିଯୋଗୁ ଧନଜୀବନ ବ୍ୟତିବ୍ୟସ୍ତ ହୋଇ ପଡିଛି। ଲକ୍‌ଡାଉନରେ ଥିବା ବିନିକାବାସୀ ଝଡତୋଫାନ ଯୋଗୁ ବ୍ୟାପଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। ବ୍ଲକ ଅନ୍ତର୍ଗତ ସିଂଘିଯୁବା ଗ୍ରାମର ଅଜିତ କୁମାର ଦାଶ ଓ ସୁରେଶ ଦାସଙ୍କ ଆଜଜବେଷ୍ଟସ ଛାତ ଝଡବତାସରେ ଉଡି ଯାଇଛି। ଖବର ପାଇ ରାଜସ୍ବ ନିରୀକ୍ଷକ ସରୋଜ ବାଘ କ୍ଷୟକ୍ଷତି ଆକଳନ କରି ତହସିଲଦାରଙ୍କୁ ରିପୋର୍ଟ କରିଥିଲେ। ପରେ ତହସିଲଦାର ଅଲେଖ ଘୁଟା ଉଭୟଙ୍କୁ ପଲିଥିନ ପ୍ରଦାନ କରିଛନ୍ତି। ଯଥାଶୀଘ୍ର ସେମାନଙ୍କୁ କ୍ଷୟକ୍ଷତି ମୁତାବକ ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ତହସିଲଦାର ଘୁଟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦର ନିଷିଦ୍ଧାଞ୍ଚଳକୁ ଗଡ଼ିଲା ବସ୍‌ : ଅକ୍ଟୋବର ୧ରୁ ଦୁଇଚକିଆ ବନ୍ଦ

ପାରାଦୀପ,୧୪ା୯(ସ୍ବ.ପ୍ର.): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ଆସନ୍ତା ଅକ୍ଟୋବର ୧ ରୁ ସମ୍ପୂର୍ଣ୍ଣ ଭାବେ ବାଇକ, ସାଇକେଲ ଆଦି ଦୁଇଚକିଆ ଚଳାଚଳ ବନ୍ଦ କରାଯିବ। କର୍ମଚାରୀ ଓ...

ସେନା କର୍ମଚାରୀଙ୍କ ଘରୁ ଚୋରି ଅଭିଯୋଗ

ଦିଗପହଣ୍ଡି,୯ା୨(ଡି.ଏନ.ଏ.)-ଦିଗପହଣ୍ଡି ପୁଞ୍ଜିକଆଁ ଛକ ନିକଟସ୍ଥ ସାରଥି ନରସିଂହ କଲୋନୀର ଅବସରପ୍ରାପ୍ତ ସେନା କର୍ମଚାରୀ ରବୀନ୍ଦ୍ର କୁମାର ଆଚାର୍ଯ୍ୟଙ୍କ ଘରୁ ଶନିବାର ରାତିରେ ଚୋରି ହୋଇଥିବା ଅଭିଯୋଗ...

ସରିଲା ‘ଆଗ୍ନେୟ’: ଝୁମାଇଲେ ବିନୋଦ ରାଠୋଡ୍‌

ଢେଙ୍କାନାଳ ଅଫିସ, ୧୩।୧୦ – ସ୍ଥାନୀୟ ମିନି ଷ୍ଟାଡିୟମ୍‌ରେ ଦୁଇଦିନ ଧରି ଚାଲିଥିବା ବଜରଙ୍ଗ କ୍ଲବର ବାର୍ଷିକ ଉତ୍ସବ ‘ଆଗ୍ନେୟ’ ଶନିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି।...

ରେଳଯାତ୍ରୀଙ୍କ ସୁରକ୍ଷା ନେଇ ଟୋଲ୍‌ ଫ୍ରି ନମ୍ବର ଜାରି

ବଅଁରପାଳ,୧୫।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ରେଳଷ୍ଟେଶନଠାରେ ରେଳଯାତ୍ରୀଙ୍କୁ ସଚେତନତା କରାଇବା ପାଇଁ ଶନିବାର ପୋଲିସ ପକ୍ଷରୁ ଏକ ସଚେତନତା ବାର୍ତ୍ତା ଦିଆଯାଇଛି। ଏହା ସହ ଏକ ଟୋଲ୍‌...

ଦେଶୀ ପିସ୍ତଲ ସହ ନମ୍ବରବିହୀନ କାର ଜବତ, ଜଣେ ଗିରଫ

କ.ନୂଆଗଁ।,୧୩ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗଁ। ଥାନା ଓଆଇସି ପ୍ରକାଶ ଚନ୍ଦ୍ର ପ୍ରଧାନ ପାଟ୍ରୋଲିଂ କରୁଥିବାବେଳେ କୁଡୁତୁଲି ପଞ୍ଚାୟତ ନିକଟରେ ଏକ ନମ୍ବରବିହୀନ କାର ଦେଖି ଅଟକାଇଥିଲେ।...

୧୦ ସରକାରୀ ମେଡିକାଲ କଲେଜରେ ୪୦୦ ଶିକ୍ଷକ ପଦବୀ ଖାଲି

କଟକ ଅଫିସ,୨୩।୧୦: ରାଜ୍ୟରେ ସରକାରୀ ମେଡିକାଲ କଲେଜ ସଂଖ୍ୟା ୧୦ରେ ପହଞ୍ଚିଛି। କିନ୍ତୁ ମେଡିକାଲ ପାଠ ପଢ଼ାଇବା ନିମନ୍ତେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ପଦବୀ ଖାଲି...

ସ୍ଥିରତା ପାଇଁ ଫେରୁ ‘ସବୁଜ ପତ୍ରିକା’

ଆଠମଲ୍ଲିକ,୧୯।୭ (ଡି.ଏନ.ଏ.) ଜନସଂଖ୍ୟାରେ ଦେଖାଦେଲାଣି ବିସ୍ଫୋରକ ପରିସ୍ଥିତି। ଖୁବ୍‌ଶୀଘ୍ର ଭାରତ ବିଶ୍ୱ ଜନସଂଖ୍ୟା ବହୁଳ ଦେଶ ତାଲିକାର ଶୀର୍ଷ ସ୍ଥାନକୁ ଯିବ। ଏହାର ପ୍ରତିକୂଳ ପ୍ରଭାବକୁ...

କାଳୁଆ ମନ୍ଦିର ଜମିକୁ ନେଇ ଉତ୍ତେଜନା

ଆର.ଉଦୟଗିରି,୧୯।୩(ଡି.ଏନ୍‌.ଏ.): ଠାକୁରାଣୀ ମନ୍ଦିର ଜମିକୁ ଜଣେ ବ୍ୟକ୍ତି ଅକ୍ତିଆର କରିଛନ୍ତି। ତା ସହ ଜଙ୍ଗଲ ମଧ୍ୟ ସଫ କରୁଛନ୍ତି ା ଗ୍ରାମବାସୀଙ୍କ ବାରମ୍ବାର ଅଭିଯୋଗ ପରେ ବି...

Advertisement
Archives

Model This Week