ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ଆସନ ଲାଗି ଶନିବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଏହା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟାରେ ଶେଷ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ୨୦ ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି। ଏଥିରେ ପ୍ରାୟ ୪୮ ଲକ୍ଷ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ। ଏଥିପାଇଁ ୬,୦୬୬ ବୁଥ କରାଯାଇଥିବା  ମୁଖ୍ୟ ନିର୍ବାଚନ ଅଧିକାରୀ ବିନୟ କୁମାର ଚୌବେ କହିଛନ୍ତି । ଏହି ପର୍ଯ୍ୟାୟରେ ଜାମସେଦପୁର ଇଷ୍ଟରୁ ପ୍ରାର୍ଥୀ ଥିବା ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ଭାଗ୍ୟ ମଧ୍ୟ ପରୀକ୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri