ଝଡ଼ ବତାସ ନେଲା ଜୀବନ

ଚିତ୍ରକୋଣ୍ଡା,୩୦।୫: ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ନାକାମାମୁଡ଼ି ପଞ୍ଚାୟତ ବାମେରିଙ୍ଗ ଗଁାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ଉକ୍ତ ଗଁାରେ ଥିବା ଏକ ନଦୀକୁ ଡଙ୍ଗାରେ ମାଛ ଧରିବାକୁ ଯାଇଥିବା ବେଳେ ହଠାତ୍‌ ଝଡ଼ ତୋଫାନ ଆସିବାରୁ ଡଙ୍ଗା ଓଲଟିପଡ଼ି ବୁଡ଼ି ଯାଇଥିଲା। ଫଳରେ ଆଙ୍ଗ୍ରା ପାଣିରେ ବୁଡି ଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବାରୁ ଦୀର୍ଘ ୧୨ଘଣ୍ଟା ପରେ ମୃତଦେହ ପାଣିରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିଥିଲେ। ଖବରପାଇ ଘଟଣାସ୍ଥଳରେ ଚିତ୍ରକୋଣ୍ଡା ପୋଲିସ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ରାଜ୍ୟ ସଭା ପ୍ରାର୍ଥୀଙ୍କ ସତ୍ୟପାଠ: ସୁଜିତ୍‌ ସମସ୍ତଙ୍କଠାରୁ ଧନୀ

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଚଳିତ ରାଜ୍ୟ ସଭା ପାଇଁ ବୁଧବାର ବିଜେଡିର ୪ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଏହି ୪ ଜଣ ପ୍ରାର୍ଥତ୍ପତ୍ର ଦାଖଲ ବେଳେ...

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା: କରୋନା ସହ ଲଢ଼େଇ ଲମ୍ବା ଲଢ଼େଇ, ଆହୁରି ସାବଧାନ ହେବାକୁ ପଡ଼ିବ

ଭୁବନେଶ୍ୱର,୧୯ା୪(ବ୍ୟୁରୋ) : ରାଜ୍ୟବାସୀଙ୍କୁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି, ଗତ ୯ ତାରିଖରୁ ୧୯ ତାରିଖ...

୯୦୦ ସ୍ଥାନରେ ୩୦ ପୋଲିସଙ୍କୁ ଦାୟିତ୍ୱ

ବାରିପଦା,୪ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଏସିଆ ମହାଦେଶର ଦ୍ୱିତୀୟ ସର୍ବବୃହତ୍‌ ଅଭୟାରଣ୍ୟ ଶିମିଳିପାଳର ବନ୍ୟପ୍ରାଣୀ, ବୃକ୍ଷଲତା ଓ ସୁରକ୍ଷା ଦାୟିତ୍ୱରେ ଥିବା ବନ କର୍ମଚାରୀ ଭୟ ଓ...

ହାତୀ,ବନ୍ୟପ୍ରାଣୀଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ବର, ୨୪ା୩(ବ୍ୟୁରୋ):ଓଡ଼ିଶାରେ ହାତୀ ଓ ବନ୍ୟାପ୍ରାଣୀଙ୍କ ମୃତ୍ୟୁକୁ ନେଇ ଚିନ୍ତାପ୍ରକଟ କରିବା ସହ ସେମାନଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ପଦକ୍ଷେପ ନେବା ନିମନ୍ତେ ମୁଖ୍ୟମନ୍ତ୍ରୀ...

ଆଜି ମାଟ୍ରିକ୍‌ ପରୀକ୍ଷାଫଳ

କଟକ ଅଫିସ, ୬ା୭: ମାଟ୍ରିକ୍‌ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ମଧ୍ୟମା ଓ ମୁକ୍ତ ବିଦ୍ୟାଳୟର ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ମାଧ୍ୟମିକ...

ଉତ୍କଳ ଦିବସରେ କୋଭିଡ-୧୯ ସଚେତନତା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ: କହିଲେ ‘ଏବେ ବୀରତ୍ୱ ନୁହେଁ ଓଡ଼ିଆଙ୍କ ଏକତା ଦେଖାଇବାର ସମୟ’

ଭୁବନେଶ୍ୱର,୧।୪(ବ୍ୟୁରୋ): ଆଜି ଉତ୍କଳ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ସମସ୍ତ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଦିବସରେ...

ଏଥର ବି ଲକ୍‌ଡାଉନ୍‌ରେ କଟିବ ରଜ; ଅନ୍‌ଲାଇନରେ ରଜପାନ, ସହର ବୁଲିବ ‘ପିଠା ଅନ୍‌ ହ୍ବିଲ୍‌’

ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଗତବର୍ଷ କରୋନା ପାଇଁ ଗଣପର୍ବ ରଜ ଫିକା ପଡିଥିଲା। ଲକ୍‌ଡାଉନ୍‌ କଟକଣା ଯୋଗୁ ଲୋକେ ଘରୁ ପଦାକୁ ବାହାରି ନ ପାରିବାରୁ...

ଜୁନ୍‌ ୩୦ ପର୍ଯ୍ୟନ୍ତ ଟ୍ରେନ୍‌ ସେବା ବନ୍ଦ

ଭୁବନେଶ୍ୱର,୧୫।୫(ବ୍ୟୁରୋ):ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଦୀର୍ଘ ଦେଢ଼ମାସରୁୁ ଊର୍ଦ୍ଧ୍ୱ ହେବ ରେଳ ସେବା ବନ୍ଦ ରହିଛି। କେବଳ ବିଭିନ୍ନ ରାଜ୍ୟରେ ଫସି ରହିଥିବା ଲୋକଙ୍କୁ ନେବା ଆଣିବା...

Advertisement
Archives

Model This Week