ଝଡ଼ ବତାସ ନେଲା ଜୀବନ

ଚିତ୍ରକୋଣ୍ଡା,୩୦।୫: ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ନାକାମାମୁଡ଼ି ପଞ୍ଚାୟତ ବାମେରିଙ୍ଗ ଗଁାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ଉକ୍ତ ଗଁାରେ ଥିବା ଏକ ନଦୀକୁ ଡଙ୍ଗାରେ ମାଛ ଧରିବାକୁ ଯାଇଥିବା ବେଳେ ହଠାତ୍‌ ଝଡ଼ ତୋଫାନ ଆସିବାରୁ ଡଙ୍ଗା ଓଲଟିପଡ଼ି ବୁଡ଼ି ଯାଇଥିଲା। ଫଳରେ ଆଙ୍ଗ୍ରା ପାଣିରେ ବୁଡି ଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବାରୁ ଦୀର୍ଘ ୧୨ଘଣ୍ଟା ପରେ ମୃତଦେହ ପାଣିରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିଥିଲେ। ଖବରପାଇ ଘଟଣାସ୍ଥଳରେ ଚିତ୍ରକୋଣ୍ଡା ପୋଲିସ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେସାରେ ଅଟୋଚାଳକ ନିଶା ସାପ ଧରିବା

ରାୟଗଡ଼ା ଅଫିସ,୨୯।୫: ପ୍ରତ୍ୟେକ ମଣିଷର ଭିନ୍ନ ଏକ ନିଶା ତଥା ରୁଚି ରହିଥାଏ। ସାପ ଧରିବା ମଧ୍ୟ ଅନେକଙ୍କ ନିଶା। ଏମିତି ଜଣେ ବ୍ୟକ୍ତି ହେଲେ ରାୟଗଡ଼ା...

ରାଜଧାନୀରେ ଆଉ ୧୩୩ କରୋନା ପଜିଟିଭ: ଜାଣନ୍ତୁ କେଉଁଠି କେତେ…

ଭୁବନେଶ୍ୱର,୧୦।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୧୩୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୩୩ମଧ୍ୟରୁ ୯୬ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୭ ଲୋକାଲ କଣ୍ଟାକ୍ଟ କେସ...

ଏନ୍‌ଏଚ୍‌ରେ ପଡ଼ି ରହିଛି ଦୁର୍ଘଟଣାଗ୍ରସ୍ତ ଟ୍ରକ

ଘସିପୁରା,୧୧ା୧୦(ଡି.ଏନ.ଏ): ୨୦ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଅକାଳରେ ଯାଉଛି ଅନେକଙ୍କ ଜୀବନ। ଦୁର୍ଘଟଣା ଏଡ଼ାଇବା ପାଇଁ ସଚେତନତା ଠାରୁ ଆରମ୍ଭ...

କେମିତି ହୋଇଥିଲା ଗ୍ୟାଙ୍ଗଷ୍ଟର

ଭୁବନେଶ୍ୱର,୨୪।୭: ୧୯୮୦ ଦଶକର କଥା। ସେତେବେଳେ ଜଣେ କୁଖ୍ୟାତ ଅପରାଧି ଥିଲେ ରବୀନ୍ଦ୍ର ବେହେରା। ତାଙ୍କର ଅପରାଧର ଶାଖା ମେଲାଇଥିଲେ ଟିଟୋ, ହାଇଦର ଏବଂ ସୁଲେମାନ।...

ଚଳନ୍ତା ଟ୍ରେନ୍‌ରେ ଚଢ଼ି ଜଳିଗଲେ ଯୁବକ

ରାୟଗଡ଼ା ଅଫିସ,୨୪ା୪: ଚଳନ୍ତା ଟ୍ରେନ୍‌ରେ ହଠାତ ଚଢ଼ିଗଲେ ଯୁବକ। ଏହା ଦେଖି ତାଙ୍କୁ ବଞ୍ଚାଇବାକୁ ଉଦ୍ୟମ କରିବାରୁ ଟ୍ରେନ୍‌ ଉପର ଦେଇ ଯାଇଥିବା ଉଚ୍ଚ କ୍ଷମତା...

ଶିଶୁଙ୍କ ଟିକାକରଣ ପୂର୍ବରୁ ଦିଆଯିବ ସ୍ବତନ୍ତ୍ର ପ୍ରଶିକ୍ଷଣ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ ଶିଶୁମାନଙ୍କୁ କୋଭିଡ୍‌ ଟିକା ଦେବା ପାଇଁ ଶୁକ୍ରବାରଠାରୁ ପ୍ରସ୍ତୁତି ଆରମ୍ଭ ହେବ। ଗୁରୁବାର ପରିବାର କଲ୍ୟାଣ ନିର୍ଦ୍ଦେଶକ ତଥା ରାଜ୍ୟ ଟିକାକରଣ ନୋଡାଲ...

CORONAVIRUS UPDATE: ରାଜ୍ୟରେ ପୁଣି ୧୪୩ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩କୁ ବୃଦ୍ଧି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୋମବାର ରାଜ୍ୟରେ ପୁଣି ୧୪୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ...

ସ୍ତ୍ରୀଙ୍କୁ କଇଁଚିରେ ଆକ୍ରମଣ କଲା ସ୍ବାମୀ

ଚୌଦ୍ୱାର,୨୪ା୪(ଡି.ଏନ୍‌.ଏ.)- ଚୌଦ୍ୱାର ଥାନା ଅଧୀନ ଖର୍ଦ୍ଧାସାହି ଅଞ୍ଚଳରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ମୁଣ୍ଡକୁ କଇଁଚିରେ ଆକ୍ରମଣ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ...

Advertisement
Archives

Model This Week