ଝଡ ତୋଫାନରେ ଆଜବେଷ୍ଟ ଉଡ଼ିଗଲା

ଜହ୍ନାପଙ୍କ,୨୫।୪(ଡି.ଏନ.ଏ.): ବୌଦ୍ଧ ଜିଲା ଜହ୍ନାପଙ୍କ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ଝଡ ତୋଫାନ ହୋଇଛି। ଲୋକେ କରିଥିବା ଫସଲ ନଷ୍ଟ ହୋଇଥିବାରୁ ମୁଣ୍ଡରେ ଚଡ଼କ ପଡିଛି। ଅନେକ ସ୍ଥାନରେ ଗଛପତ୍ର ପଡ଼ି ରାସ୍ତା ଅବରୋଧ ହେବା ସହ ବିଦ୍ୟୁତ୍‌ ସରବରାହରେ ବାଧା ଉପୁଜିଥିଲା। ତେବେ ଏହି ଝଡ ତୋଫାନରେ ବୌଦ୍ଧ ବ୍ଲକ ପଦ୍ମନପୁର ପଞ୍ଚାୟତ ଅନ୍ତର୍ଗତ ମକୁନ୍ଦପୁର ନୂଆସାହିର ସତ୍ୟନାରାୟଣ ସାହୁଙ୍କ ଘର ଆଜବେଷ୍ଟ ଉଡାଇ ନେଇଛି। ତାଙ୍କ ମା’ ଓ ପୁଅ ଅନ୍ୟ ଜଣକ ଘରକୁ ପଳାଇ ଯାଇ ବର୍ତ୍ତି ଯାଇଛନ୍ତି। ସୂଚନାଯୋଗ୍ୟ, ଗତ ବର୍ଷ ମଧ୍ୟ ସାହୁଙ୍କ ଆଜବେଷ୍ଟ ସଂପୂର୍ଣ୍ଣ ଉଡାଇ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ ସାହିରେ ଘଟ ପରିକ୍ରମା: ମନମୋହୁଛି ରଥ, କଳାକୁଞ୍ଜ

ବ୍ରହ୍ମପୁର ଅଫିସ, ୨୭ା୪- ବ୍ରହ୍ମପୁର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ଯାତ୍ରା ଶୁକ୍ରବାର ୨୮ ଦିନରେ ପହଞ୍ଚିଛି। ଆଉ ୩ ଦିନ ପରେ ମା’ଙ୍କ ବାହୁଡାଣୀ...

‘ଅତ୍ୟାଚାର, ଆକ୍ରୋଶ ବିରୋଧରେ ମୁହଁ ଖୋଲନ୍ତୁ ମହିଳା’

ନାତୁଣୀ ହାକିମ ହେଉ, ଏହା ଥିଲା ଜେଜେଙ୍କ ଇଚ୍ଛା। ସେହି ସ୍ବପ୍ନ ଏବେ ପୂରଣ ହୋଇଛି। ହେଲେ ନାତୁଣୀର ଏହି ଖୁସି ଦେଖିବାକୁ ଜେଜେ ନାହାନ୍ତି।...

ହଜାରେ ଲିଟର ପୋଚ ନଷ୍ଟ, ଭାଟି ସିଲ

ପାତ୍ରପୁର,୨୦ା୪(ଡି.ଏନ୍‌.ଏ.)- ଲକ୍‌ଡାଉନରେ ମଦଦୋକାନ ବନ୍ଦ ଥିବାବେଳେ ଦେଶୀମଦ କାରବାର ବୃଦ୍ଧି ପାଇଛି। ଭାଟି ମାନଙ୍କରେ ମଦ ତିଆରି କରି ମାଲାମାଲ୍‌ ହେଉଛନ୍ତି ମାଫିଆ। ଜରଡା ଥାନା...

ହାଥରସ ଘଟଣାକୁ ନେଇ ବଲାଙ୍ଗୀର ଜିଲା ମହିଳା କଂଗ୍ରେସର ବିକ୍ଷୋଭ

ବଲାଙ୍ଗୀର ଅଫିସ,୮ା୧୦: ଉତ୍ତରପ୍ରଦେଶର ହାଥରସ ଗଣବଳାତ୍କାର ଘଟଣା ସମାଜରେ ମର୍ମାହତ ସୃଷ୍ଟି କରିଛି। ଏକ ଦଳିତ ନାବାଳିକା ଗଣବଳାତ୍କାର ଘଟଣାରେ ଉତ୍ତରପ୍ରଦେଶ ସରକାରଙ୍କ ପୋଲିସ ପ୍ରଶାସନ...

୧୮ ଶ୍ରମିକଙ୍କୁ ପାଉଣା ମିଳୁନାହିଁ

ଯାଜପୁର ଅଫିସ,୨୨।୧: ଯାଜପୁରରୋଡ ବନାଞ୍ଚଳ ଅଧୀନରେ ଚାରାରୋପଣ, ଗାତ ଖୋଳା, ବାଡ଼ ପ୍ରସ୍ତୁତି ଆଦିରେ କାମ କରି ୧୮ ଜଣ ଶ୍ରମିକ ହଟହଟା ହେଉଛନ୍ତି। ବାରମ୍ବାର...

ବୀରମିତ୍ରପୁରରେ ବିଜେଡିର ବିଜୟ

ସୁନ୍ଦରଗଡ଼/କୁଆଁରମୁଣ୍ଡା, ୨୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ପୌର ନିର୍ବାଚନ ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ବୀରମିତ୍ରପୁର ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ବୀରମିତ୍ରପୁର ପୌରପରିଷଦରେ...

ସ୍ତ୍ରୀଙ୍କୁ ପିଟି ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ :୪ ଶିଶୁ ଏବେ ଅସହାୟ

ବଡବିଲ, ୨୪।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଦାମୁହଟିଂରେ ସୋମବାର ଦେବକୀ ନାମ୍ନୀ ଜଣେ ମହିଳାଙ୍କ ସହ ତାଙ୍କ ସ୍ବାମୀ କାଳିଆ ଗୋପଙ୍କ ମଧ୍ୟରେ କୌଣସି...

ଟ୍ରକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଟିଟିଲାଗଡ଼, ୩୦।୧ (ଡି.ଏନ.ଏ.) -ବଲାଙ୍ଗୀର ଜିଲା ଟିଟିଲାଗଡ ସହରର ମଦଭାଟି ପଡାରେ ଶୁକ୍ରବାର ପୂର୍ବାହ୍ନରେ ଏକ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି।...

Advertisement
Archives

Model This Week