ଝରକା ତାଡ଼ି ଲକ୍ଷାଧିକ ଟଙ୍କା, ସୁନାଗହଣା ଚୋରି

ଅନୁଗୋଳ ଅଫିସ,୨୪।୬: ଅନୁଗୋଳ ଜିଲା ଶିମିଳିପଡ଼ା ଗ୍ରାମର ୨ଟି ଘରୁ ମଙ୍ଗଗଳବାର ବିଳମ୍ବତ ରାତିରେ ଚୋରି ହୋଇଥିଲା। ଏ ନେଇ ବୁଧବାର ସକାଳେ ୨ଘର ମାଲିକ ଅଜିତ ପ୍ରଧାନ ଓ ରବିନ୍‌ ପ୍ରତାପ ଦାସ ଅନୁଗୋଳ ଥାନାରେ ଅଭିଯୋଗ କରିଛନ୍ତି।
ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ଚୋର ଝରକାତାଡ଼ି ଲକ୍ଷାଧିକ ଟଙ୍କା ଓ ସୁନାଗହଣା ଚୋରି କରିଥିବା ଅଭିଯୋଗରେ ଦର୍ଶାଯାଇଛି। ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦ୍ୟୁମ୍ନ ହତ୍ୟା ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୪।୮(ଡି.ଏନ.ଏ)-ଜଗନ୍ନାଥପ୍ରସାଦ ଥାନା ଗୋଚ୍ଛାବାଡ଼ିର ପ୍ରଦ୍ୟୁମ୍ନ କୁମାର ନାୟକ ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଭଞ୍ଜନଗର ଏଡ଼ିଜେ ମହଲତ ସା ମାମଲାର ବିଚାର କରି...

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୧୭-୯:ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ରେଡ ଫ୍ଲାଗ ତାଲିକାଭୁକ୍ତ ଏହି ମାମଲାର ବିଚାର କରି ଫୁଲବାଣୀ ଅତିରିକ୍ତ...

କୃଷ୍ଣ ବଳରାମଙ୍କୁ ଭେଟିଲେ ଅକ୍ରୂର

ମଥୁରାନଗରୀ,୪।୧: ବରଗଡ଼ ଧନୁଯାତ୍ରା ମହୋତ୍ସବର ମଙ୍ଗଳବାର ଅଷ୍ଟମ ଦିବସରେ ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଜନସମାଗମ ହୋଇଥିଲା। ଗୋଟିଏ ପଟେ...

ଦାରିଙ୍ଗବାଡ଼ିରେ ଭାରତ ବନ୍ଦର ପ୍ରଭାବ

ଦାରିଙ୍ଗବାଡ଼ି,୨୭ା୯(ଡି.ଏନ୍‌.ଏ.): କୃଷି ଆଇନ ପ୍ରତ୍ୟାହାର ଦାବିରେ ଅଖିଳଭାରତ କଂଗ୍ରେସ କମିଟି ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି। ବ୍ଲକ...

କାମ ଦେଲାନି ମୋଦି ମ୍ୟାଜିକ୍‌: ପରାଜୟର କାରଣ ଖୋଜୁଛି ଭାଜପା

ଢେଙ୍କାନାଳ ଅଫିସ, ୨୭।୫: ଢେଙ୍କାନାଳ ଲୋକ ସଭା ଆସନରେ ପୁଣି ବିଫଳ ହୋଇଛି ଭାଜପା। ବ୍ୟାପକ ପ୍ରଚାର ସତ୍ତ୍ୱେ ଦଳର ସବୁ ରଣନୀତି ଫେଲ୍‌ ମାରିଛି। ଲୋକ...

ପୁଣି କଟକରୁ ନକଲି ଜର୍ଦ୍ଦା ଫ୍ୟାକ୍ଟ୍ରି ଠାବ

କଟକ ଅଫିସ, ୧୫।୧: ବିଭିନ୍ନ ନକଲି ଖାଦ୍ୟ ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ ସହର। ପୁଣି ଥରେ କଟକ ସଦର ଅଞ୍ଚଳରୁ ବିପୁଳ ପରିମାଣର ଅପମିଶ୍ରିତ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ କନିଷ୍ଠ ଯନ୍ତ୍ରୀ

ଝାରସୁଗୁଡା ଅଫିସ, ୪।୮: ଝାରସୁଗୁଡା ଜିଲା ଲଖନପୁର ବ୍ଳକ୍‌ କନିଷ୍ଠ ଯନ୍ତ୍ରୀ ଟିକିନାଥ ଭଏଁସାଲ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଠିକାଦାରଙ୍କ ବିଲ୍‌ ପାସ୍‌ କରାଇଦେବାକୁ...

ବେଆଇନ ବାଲି ଖାଦାନରେ ଚଢ଼ାଉ: ୨୧ ଟ୍ରାକ୍ଟର ଜବତ

ଭଣ୍ଡାରିପୋଖରୀ, ୨୫ା୬(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବୈତରଣୀ ନଦୀର ବନ୍ଦାଲୋ ମଢିଆଳିଠାରୁ ଷୋଳମପୁର ପଞ୍ଚାୟତର ଦାଣ୍ଡକୁଳ ପର୍ଯ୍ୟନ୍ତ ବିଭିନ୍ନ ଘାଟରୁ ଶହ ଶହ ଟ୍ରିପ...

Advertisement
Archives

Model This Week