Posted inଜାତୀୟ

ଝାଡ଼ଖଣ୍ଡ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମତଦାନ ହାର ୬୨.୦୩ ପ୍ରତିଶତ

ରାଞ୍ଚି,୧୨।୧୨: ଗୁରୁବାର ଝାଡ଼ଖଣ୍ଡ ବିଧାନସଭାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଥିଲା। ସନ୍ଧ୍ୟା ୫ଟାରେ ମତଦାନ ସରିଥିବା ବେଳେ ଏହି ପର୍ଯ୍ୟାୟରେ ମତଦାନ ହାର ରହିଛି ୬୨.୦୩ ପ୍ରତିଶତ। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସବୁ ବୁଥ୍‌ରେ ଶାନ୍ତି ଶୃଙ୍ଖଳାର ସହ ଭୋଟ ଗ୍ରହଣ ଶେଷ ହୋଇଥିବା ଜଣାପଡିଛି। ଏହି ପର୍ଯ୍ୟାୟରେ ୩୦୯ ଜଣ ପ୍ରାର୍ଥୀ ମଇଦାନରେ ରହିଛନ୍ତି। ସେମାନଙ୍କ ମଧ୍ୟରେ ୨୭୭ ପୁରୁଷ ଏବଂ ୩୨ ଜଣ ମହିଳା ରହିଛନ୍ତି। ୫ଟି ବିଧାନସଭା ଆସନରେ ସକାଳ ୭ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯାଇଥିବା ବେଳେ ମାଓବାଦୀ ପ୍ରବଣ ଅଞ୍ଚଳରେ ଥିବା ୧୨ଟି ଆସନରେ ସକାଳ ୭ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ଭରିବା ସମୟରେ କାର୍‌ରେ ଲାଗିଲା ନିଆଁ, ହିରୋ ସାଜି ଲୋକଙ୍କ ଜୀବନ ବଞ୍ଚାଇଲେ ଏହି ଯୁବକ; ଛୁଟୁଛି ପ୍ରଶଂସାର ସୁଅ

ଭୋପାଳ,୨୧ା୧୦: ମଧ୍ୟପ୍ରଦେଶର ବାଲାଘାଟରେ ଜଣେ ଯୁବକଙ୍କ ଦୁଃସାହସିକ ସାହସ ଯୋଗୁ ଏକ ବଡ଼ ଧରଣର ବିପଦ ଟଳି ଯାଇଛି। ବାଲାଘାଟ ଅଞ୍ଚଳରେ ଥିବା ପେଟ୍ରୋଲ ପମ୍ପରେ...

କରୋନାରେ ମରିବୁ ପଛେ, ପାଳନ କରିବୁ ବିଜୟ ଉତ୍ସବ: ଟିଏମ୍‌ସି କର୍ମୀ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) କ୍ଲିନ୍‌ ସ୍ବିପ୍‌ କରିଛି। ଦଳର ସଫଳତା ନେଇ ଖୁସିରେ ଟିଏମ୍‌ସି କର୍ମୀମାନେ ନିର୍ବାଚନ କମିଶନ(ଇସି)ଙ୍କ...

କଂଗ୍ରେସରୁ ଇସ୍ତଫା ଦେଲେ ଦେଶର ପ୍ରଥମ ରାଜ୍ୟପାଳଙ୍କ ଅଣନାତି

ନୂଆଦିଲ୍ଲୀ,୨୩।୨: ଦେଶର ପ୍ରଥମ ରାଜ୍ୟପାଳ ଜେନେରାଲ ସି ରାଜାଗୋପାଲାଚାରିଙ୍କ ଅଣନାତି ତଥା କଂଗ୍ରେସ ନେତା ସିଆର କେଶବନ ଗୁରୁବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। କେଶବନ ତାଙ୍କ...

ବଜେଟ ଅଧିବେଶନ: କଂଗ୍ରେସ ସମେତ ୧୬ ରାଜନୈତିକ ଦଳ କରିବେ ରାଷ୍ଟ୍ରପତିଙ୍କ ଅଭିଭାଷଣର ବହିଷ୍କାର

ନୂଆଦିଲ୍ଲୀ,୨୮ ।୧: ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ମୋଦି ସରକାରଙ୍କୁ ଘେରିବାକୁ ବିରୋଧୀ ଦଳ ଗୁଡିକ ଏକାଠି ହେଲେଣି । କଂଗ୍ରେସ ସମେତ ୧୬...

ଦେଶରେ କରୋନା ଆରୋଗ୍ୟ ହାର ୪୮ ପ୍ରତିଶତ: ଲଭ ଅଗ୍ରଓ୍ବାଲ

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣକୁ ନେଇ ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ କିଛି ନୂଆ ତଥ୍ୟ ଦେଇଛନ୍ତି। ସେ କହିଛନ୍ତି...

ଆସୁଛି ଏସ୍‌-୪୦୦ ମିଶାଇଲ୍‌ ସିଷ୍ଟମ୍‌

ନୂଆଦିଲ୍ଲୀ,୧୬।୪: ରୁଷିଆ ଭାରତକୁ ଏସ୍‌-୪୦୦ ମିଶାଇଲ୍‌ ସିଷ୍ଟମ୍‌ ଦ୍ୱିତୀୟ ପର୍ଯ୍ୟାୟ ଯୋଗାଣ ଆରମ୍ଭ କରିଛି। ୟୁକ୍ରେନ୍‌ରେ ଯୁଦ୍ଧ ଚାଲିଥିବାବେଳେ ମସ୍କୋ ଉପରେ ନାଟୋ ପକ୍ଷରୁ କଟକଣା...

ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ଏଜାଜ ଖାଁ କରୋନା ପଜିଟିଭ୍‌

ମୁମ୍ବାଇ,୫।୪: ସାରା ଦେଶରେ ପୁଣି ଥରେ କରୋନା କାୟା ବିସ୍ତାର କରିଚାଲିଛି। କରୋନାର ଦ୍ୱିତୀୟ ଲହର ଭୟାବହ ରୂପ ଧାରଣ କରିବାରେ ଲାଗିଛି। ଏହି ନୂଆ...

ବୁଧବାର ୧୫ ଲକ୍ଷ ଟପିବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା !

ନୂଆଦିଲ୍ଲୀ, ୨୮।୭: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ଥମୁ...

Advertisement
Archives

Model This Week