ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ

ରାଞ୍ଚି,୩୦।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ପ୍ରଥମ ପ୍ରର୍ଯ୍ୟାୟରେ ୩୭ ଲକ୍ଷ ୮୩ ହଜାର ୫୫ ଭୋଟର ୧୮୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏହି ପ୍ରର୍ଯ୍ୟାୟରେ ୬ଟି ଜିଲାର ୧୩ଟି ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି। ମାଓବାଦୀ ପ୍ରଭାବିତ ଏହି ଅଞ୍ଚଳରେ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ମତଦାନ କରାଯିବ। ଏଠାରେ ଦ୍ୱିତୀୟ ପ୍ରର୍ଯ୍ୟାୟ ମତଦାନ ଡିସେମ୍ବର ୭ରେ ସମ୍ପନ୍ନ ହେବ। ସେହିପରି ତୃତୀୟ ପ୍ରର୍ଯ୍ୟାୟ ମତଦାନ ଡିସେମ୍ବର ୧୨, ଚତୁର୍ଥ ପର୍ଯ୍ୟାୟ ଡିସେମ୍ବର ୧୬ ଏବଂ ପଞ୍ଚମ ପ୍ରର୍ଯ୍ୟାୟ ମତଦାନ ଡିସେମ୍ବର ୨୦ରେ ହେବ। ନିର୍ବାଚନ ଫଳାଫଳ ଡିସେମ୍ବର ୨୩ରେ ପ୍ରକାଶ ପାଇବ। ସୂଚନାଯୋଗ୍ୟ, ଝାଡ଼ଖଣ୍ଡ ବିଧାନସଭା ଆସନ ସଂଖ୍ୟା ୮୧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୋଗ ଆଣିଲେ ମା’

ଶାହାଜହାନପୁର, ୭ା୩: ପୁଅ ବାପାଙ୍କ ପରିଚୟ ମାଗିବା ପରେ ବଳାତ୍କାରର ଶିକାର ହୋଇଥିବା ନେଇ ଅଭିଯୋଗ ଆଣିଛନ୍ତି ମା’। ଉତ୍ତରପ୍ରଦେଶର ଶାହାଜହାନପୁରଠାରେ ଏଭଳି ଘଟଣା ସାମ୍‌ନାକୁ...

ଡେଲିଭରୀ ବୟଙ୍କ ପରିବାରକୁ ୧୦ ଲକ୍ଷ ଦେବ ଜମାଟୋ

ନୂଆଦିଲ୍ଲୀ,୧୩।୧: ମଦ ନିଶାରେ ଥିବା ପୋଲିସ କନଷ୍ଟେବଳଙ୍କ ଏସ୍‌ୟୁଭି ଧକ୍କାରେ ଶନିବାର ରାତିରେ ପ୍ରାଣ ହରାଇଥିଲେ ଜମାଟୋ ଡେଲିଭରୀ ବୟ ସଲିଲ ତ୍ରିପାଠୀ। ତାଙ୍କ ବିୟୋଗରେ...

ଦିପାବଳୀ ପୂର୍ବରୁ ପଞ୍ଜାବରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ୩ ସନ୍ଦିଗ୍ଧ ଗିରଫ

ଅମୃତସର,୪।୧୦: ଆସନ୍ତା ଦିବାବଳୀରେ ପଞ୍ଜାବରେ ପାକିସ୍ତାନ ଆତଙ୍କବାଦୀ ଆକ୍ରମଣ ଯୋଜନା କରିଥିବା କହିଛି ଗୁଇନ୍ଦା ବିଭାଗ। ମିଳିଥିବା ସୂଚନା ମୁତାବକ ପାକିସ୍ତାନରୁ ବାରୁଦ ଓ ବିସ୍ଫୋରଣ...

‘ନିଆଁ ଲାଗିବା ପରେ ପାଇଲଟ ସ୍ଥିତି ସମ୍ଭାଳି ନେଇଥିଲେ’

ନୂଆଦିଲ୍ଲୀ,୧୯।୬: ରବିବାର ସ୍ପାଇସ୍‌ ଜେଟ୍‌ ବିମାନରେ ଲାଗିଥିବା ନିଆଁର ତଦନ୍ତ କରାଯିବ ବୋଲି ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) କୁହାଯାଇଛି। । ବିମାନ ଉଡୁଥିବାବେଳେ ବାମ...

ଘର ପରେ ଏବେ ସିସୋଡିଆଙ୍କ ଲକର ହେବ ଛାନ୍‌ଭିନ୍‌: ବ୍ୟାଙ୍କରେ ପହଞ୍ଚିଲା ସିବିଆଇ

ନୂଆଦିଲ୍ଲୀ,୩୦।୮: ଦିଲ୍ଲୀର ନୂତନ ଏକ୍ସାଇଜ୍‌ ନୀତି ସହ ଜଡ଼ିତ ଦୁର୍ନୀତି ଅଭିଯୋଗରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି(ସିବିଆଇ) ସିସୋଡିଆଙ୍କ...

୫ ବର୍ଷ ଧରି ବାପା, ଭାଇ, ଜେଜେବାପା ବଳାତ୍କାର କରୁଥିଲେ

ପୁଣେ,୨୦।୩: ୧୧ ବର୍ଷୀୟା ନାବାଳିକାଙ୍କୁ ତାଙ୍କ ଭାଇ, ବାପା, ଜେଜେବାପା ଏବଂ ସମ୍ପର୍କୀୟ ମାମୁଁ ବିଭିନ୍ନ ସମୟରେ ଯୌନ ନିର୍ଯାତନା ଦେଇଥିଲେ। ଗତ ୫ ବର୍ଷ...

ଅମରିନ୍ଦରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୧।୩: ପଞ୍ଜାବ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କ୍ୟାପଟେନ ଅମରିନ୍ଦର ସିଂଙ୍କ ୭୬ ତମ ଜନ୍ମଦିନ ଅବସରରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା...

ଅଷ୍ଟମ ପର୍ଯ୍ୟାୟ ବୈଠକ: ବାହାରିଲାନି କୌଣସି ସମାଧାନ

ନୂଆଦିଲ୍ଲୀ,୮।୧: ବିଜ୍ଞାନ ଭବନରେ ଶୁକ୍ରବାର ସରକାର ଓ କୃଷକ ସଙ୍ଗଠନ ମଧ୍ୟରେ ଅଷ୍ଟମ ପର୍ଯ୍ୟାୟ ବୈଠକ ହୋଇଥିଲା। ବୈଠକରେ ନୂତନ କୃଷି ଆଇନ ଏବଂ ଏମ୍‌ଏସପିକୁ...

Advertisement
Archives

Model This Week