ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଅପରାହ୍ନ ୩ଟା ପର୍ଯ୍ୟନ୍ତ ୫୯.୨୭ ପ୍ରତିଶତ ମତଦାନ

ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହୋଇଛି। ଅପରାହ୍ନ ୩ଟା ପର୍ଯ୍ୟନ୍ତ ଏହି ପର୍ଯ୍ୟାୟରେ ୫୯.୨୭ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏଠାରେ ୫ଟି ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ବେଳେ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ୨୦ ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି। ତେବେ ୧୮ଟି ଆସନରେ ଭୋଟ ଗ୍ରହଣ ସରିଥିବା ବେଳେ ଅନ୍ୟ ୨ଟିରେ ଭୋଟ ଗ୍ରହଣ ଜାରି ରହିଛି। କେବଳ ଗୋଟିଏ ବୁଥ୍‌ରେ ହିଂସା ପରିସ୍ଥିତି ସୃଷ୍ଟି ହୋଇଥିବା ଖବର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନସରର ଅଧିକ ଶିକାର ହେଉଛନ୍ତି ଯୁବଗୋଷ୍ଠୀ, ବର୍ଷକରେ ମରୁଛନ୍ତି ୧୦ଲକ୍ଷରୁ ଅଧିକ

ଏଡିନବର୍ଗ,୬।୯: ଏକ ଅଧ୍ୟୟନରୁ ଜଣାପଡିଛି କି, କ୍ୟାନସରରେ ଅଧିକ ଯୁବକମାନେ ଶିକାର ହେଉଛନ୍ତି। ତିନି ଦଶନ୍ଧି ମଧ୍ୟରେ ୫୦ ବର୍ଷରୁ କମ ଲୋକଙ୍କୁ କ୍ୟାନସର ହେବାର...

ଅଜବ ସ୍ବାସ୍ଥ୍ୟ ସେବା: ଭାଙ୍ଗିଥିଲା ବାମ ହାତ; ଡାହାଣ ହାତରେ ପ୍ଲାଷ୍ଟର ଲଗାଇଲେ ଡାକ୍ତର

ପାଟନା, ୨୬।୬: ବିହାରରରେ ସ୍ବାସ୍ଥ୍ୟ ଭୁଶୁଡ଼ି ପଡିଛି ବୋଲି ଚର୍ଚ୍ଚା ଜାରି ରହିଛି। ଏଠାରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ଥମୁ ନ ଥିବାବେଳେ ଏଠାକାର...

ବେଧଡ଼କ ଦେହବେପାର: ଚେର ଲମ୍ବିଛି ବାଂଲାଦେଶରୁ ଦିଲ୍ଲୀ

ନୂଆଦିଲ୍ଲୀ,୧।୮: ଦେଶର କେତେକ ଅଞ୍ଚଳରେ ବେଧଡ଼କ ଦେହ ବେପାର ଜାରି ରହିଛି। ଏଥିରେ ଏକ ବଡ଼ ର଼୍ୟାକେଟ୍‌ କାମ କରୁଥିବା ପୋଲିସ କହିଛି। ବାଂଲାଦେଶରୁ ଏହାର...

ୟୁଏନଏସସିର ଦ୍ୱିତୀୟ ବୈଠକରେ ମୁମ୍ବାଇ ପରେ ଦିଲ୍ଲୀରୁ ପାକିସ୍ତାନକୁ କରାଯିବ ଟାର୍ଗେଟ

ନୂଆଦିଲ୍ଲୀ,୨୯ ।୧୦: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦର ଆତଙ୍କବାଦ ନିରୋଧକ ସମିତିର ବିଶେଷ ବୈଠକର ଶନିବାର ହେଉଛି ଦ୍ୱିତୀୟ ଦିବସ । ଦ୍ୱିତୀୟ ଦିନର ବୈଠକ...

ମୁମ୍ବାଇ ଷ୍ଟକ୍‌ ଏକ୍ସଚେଞ୍ଜ କାର୍ଯ୍ୟାଳୟର ବେଲ୍‌ ବଜାଇଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୧୫ା୯: ମୁମ୍ବାଇସ୍ଥିତ ଷ୍ଟକ୍‌ ଏକ୍ସଚେଞ୍ଜ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଏସ୍‌ଇ ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ଗୁରୁବାର ସାକ୍ଷାତ କରିବା ସହ ଷ୍ଟକ୍‌...

ଆଇନମନ୍ତ୍ରୀ ଅବସର ପ୍ରାପ୍ତ ବିଚାରପତି ମୁହାଁମୁହିଁ…

ନୂଆଦିଲ୍ଲୀ, ୪।୯ : ଅଭିବ୍ୟକ୍ତିର ସ୍ବାଧୀନତା ଅଭାବ ଥିବା ମନ୍ତବ୍ୟ ପାଇଁ ଆଇନ ମନ୍ତ୍ରୀ କିରେନ ରିଜିଜୁ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବି.ଏନ. ଶ୍ରୀକୃଷ୍ଣଙ୍କୁ...

କରୋନା କଟକଣା ମଧ୍ୟରେ ଲାଲକିଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: କରୋନା କଟକଣା ମଧ୍ୟରେ ଶନିବାର ସମଗ୍ର ଦେଶ ୭୪ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ଦିଲ୍ଲୀ ଲାଲକିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଆଜମଗଡ଼, ରାମପୁର ଆସନ ହାତେଇଲା ଭାଜପା

ଲକ୍ଷ୍ନୌ,୨୬।୬: ଉତ୍ତରପ୍ରଦେଶର ୨ ଲୋକ ସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନରେ ଭାଜପାକୁ ବଡ଼ ସଫଳତା ମିଳିଛି। ରାମପୁର ଏବଂ ଆଜମଗଡ଼ ଆସନରେ ଭାଜପା ବିଜୟୀ...

Advertisement
Archives

Model This Week