Posted inଜାତୀୟ

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଚୂଡାନ୍ତ ପର୍ଯ୍ୟାୟ ମତଦାନ ଆରମ୍ଭ

ରାଞ୍ଚି,୨୦।୧୨:ଝାଡ଼ଖଣ୍ଡ ବିଧାନସଭାର ଚୂଡ଼ାନ୍ତ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ରୁ ଭୋଟିଂ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏହା ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏହି ପର୍ଯ୍ୟାୟରେ ୧୬ଟି ଆସନ ଲାଗି ୨୩୭ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେମନ୍ତ ସୋରେନ, ୩ ମନ୍ତ୍ରୀ ରାଜ ପଲିଓ୍ବାର, ଲୋଇସ ମାରାଣ୍ଡି, ରଣଧୀର ସିଂ ପ୍ରମୁଖ ପ୍ରାର୍ଥୀ ଏହି ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଭୋଟ ଲାଗି ପ୍ରଶାସନ ପକ୍ଷରୁ ୪୦ ହଜାରରୁ ଊର୍ଦ୍ଧ୍ୱ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ସୂଚନାଯୋଗ୍ୟ, ପାଞ୍ଚ ପର୍ଯ୍ୟାୟ ବିଶିଷ୍ଟ ରାଜ୍ୟ ବିଧାନସଭା ଭୋଟ ଶେଷହେବା ପରେ ୨୩ରେ ଭୋଟଗଣତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କା ସଙ୍କଟ: କେନ୍ଦ୍ର ଡାକିଲା ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୮ା୭: ଶ୍ରୀଲଙ୍କାରେ ଉପୁଜିଥିବା ରାଜନୈତିକ ଓ ଅର୍ଥନୈତିକ ସଙ୍କଟ ଉପରେ ଆଲୋଚନା ପାଇଁ କେନ୍ଦ୍ର ସରକାର ମଙ୍ଗଳବାର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏନେଇ ସଂସଦୀୟ...

ଭାରତକୁ ସଫଳତା: ଉହାନରେ କରୋନା ସଂକ୍ରମଣ କରିଥିବା ଭୂତାଣୁର ମିଳିଲା ସନ୍ଧାନ

ନୂଆଦିଲ୍ଲୀ,୨୯।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହାକୁ ରୋକିବା ପାଇଁ ବହୁରାଷ୍ଟ୍ରର ବୈଜ୍ଞାନିକ ନାନା ପ୍ରକାର ଗବେଷଣା ଜାରି ରଖିଛନ୍ତି। ଏପରିସ୍ଥଳେ...

କଂଗ୍ରେସକୁ ଝଟ୍‌କା ଦେଲେ ମମତା

କୋଲକାତା,୯।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଂଗ୍ରେସ ସମେତ ସମସ୍ତ ବିରୋଧୀ ଦଳଙ୍କୁ ଝଟ୍‌କା ଦେଇଛନ୍ତି। ରାଜଧାନୀ ଦିଲ୍ଲୀରେ ଜାନୁୟାରୀ ୧୩ରେ ଆୟୋଜିତ ବିରୋଧୀ ଦଳ...

ବାୟୁସେନାରେ ସାମିଲ୍‌ ହେବ ‘ଅସ୍ତ୍ର’ କ୍ଷେପଣାସ୍ତ୍ର: ଚାଇନା-ପାକିସ୍ତାନର ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ,୨୯।୯: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଅସ୍ତ୍ର କ୍ଷେପଣାସ୍ତ୍ର ଖୁବ୍‌ ଶୀଘ୍ର ଭାରତୀୟ ବାୟୁସେନାରେ ସାମିଲ୍‌ ହେବାକୁ ଯାଉଛି। ଆକାଶରୁ ଆକାଶ ଲକ୍ଷ୍ୟଭେଦ କରୁଥିବା ‘ଅସ୍ତ୍ର’ କ୍ଷେପଣାସ୍ତ୍ରକୁ...

ଭାଜପା ଏମ୍‌ପି ଖେଳୁଛନ୍ତି ବାସ୍କେଟ୍‌ବଲ୍‌, ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ଭୋପାଳ,୩।୭: ଏବେ ଜଣେ ଭାଜପା ଏମ୍‌ପିଙ୍କର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସେ ହେଉଛନ୍ତି ପ୍ରଗ୍ୟା ଠାକୁର। ପ୍ରଗ୍ୟା ଭୋପାଳରେ...

ସମସ୍ତ ଅର୍ଦ୍ଧସୈନିକ ବଳଙ୍କ କାର୍ଯ୍ୟ ସମୀକ୍ଷା କରିବେ ସ୍ବରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୭: ଦେଶର ସମସ୍ତ ଅର୍ଦ୍ଧସୈନିକ ବଳଙ୍କ କାର୍ଯ୍ୟ ଏଣିକି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମୀକ୍ଷା କରିବେ। ଏହା ଅନ୍ତର୍ଗତ ଆଇଟିବିପି, ବିଏସ୍‌ଏଫ୍‌, ଏସ୍‌ଏସ୍‌ବି, ଏନ୍‌ଏସ୍‌ଜି...

ଲକ୍‌ଡାଉନ ୩.୦: ଉତ୍ତରପ୍ରଦେଶରେ ମଦ ଦୋକାନ ଖୋଲିବା ନେଇ ଯୋଗୀ ନେବେ ଅନ୍ତିମ ନିଷ୍ପତ୍ତି

ଲକ୍ଷ୍ନୌ,୨।୫: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ୪ରୁ ୧୭ଯାଏଁ ଆହୁରି ୨ସପ୍ତାହ ପର୍ଯ୍ୟନ୍ତ ଲକ୍‌ଡାଉନ ବୃଦ୍ଧି...

ଦୁର୍ଗାଙ୍କୁ କେହି ଜାଣନ୍ତି ନାହିଁ

କୋଲକାତା, ୧୪ା୨: ପଶ୍ଚିମବଙ୍ଗ ନିର୍ବାଚନୀ ପ୍ରଚାର ଭଗବାନ ରାମଙ୍କଠାରୁ ଆରମ୍ଭ ହୋଇ ଦେବୀ ଦୁର୍ଗା ଓ ମହିଷାସୁର ପ୍ରସଙ୍ଗରେ ପହଞ୍ଚିଛି। ଏ ନେଇ ମୁଖ୍ୟମନ୍ତ୍ରୀ ମମତା...

Advertisement
Archives

Model This Week