Posted inଜାତୀୟ

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଭୋଟ ଗଣତି: କଂଗ୍ରେସ ମେଣ୍ଟ ଆଗୁଆ

ରାଞ୍ଚି,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଭୋଟ ଗଣତି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସୋମବାର ସକାଳ ୮ଟାରୁ ୨୪ ଜିଲା ମୁଖ୍ୟାଳୟରେ ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟ ଭୋଟ ଗଣତିରେ କଂଗ୍ରେସ ମେଣ୍ଟ ଆଗୁଆ ରହିଛି। ୮୧ ବିଧାନସଭା ଆସନ ମଧ୍ୟରୁ କଂଗ୍ରେସ ମେଣ୍ଟ ୩୩ରୁ ଅଧିକ ଆସନରେ ଆଗୁଆଥିବାବେଳେ ଭାଜପା ୩୩ ଏବଂ ଅନ୍ୟ ଦଳ ୭ରେ ଆଗୁଆ ରହିଛନ୍ତି। ବିଧାନସଭାରେ ବହୁମତ ହାସଲ ପାଇଁ ୪୧ ବିଧାୟକଙ୍କ ସମର୍ଥନ ଆବଶ୍ୟକ। ତେବେ କଂଗ୍ରେସ ମେଣ୍ଟ ସହଜରେ ମ୍ୟାଜିକ୍‌ ନମ୍ବର ହାତେଇବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମରୁ ଉଠାଇପାରିଲେନି ୪୦୦ଟଙ୍କା, SBI କୁ ଦେବାକୁ ପଡିଲା ୫୮,୭୦୦ ଟଙ୍କାର ଜରିମାନା, ଘଟଣା ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୭।୫: ମାତ୍ର ୪୦୦ ଟଙ୍କାର ଏକ ବିବାଦ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ପାଇଁ ବଡ଼ ଅସୁବିଧା ସୃଷ୍ଟି କରିଛି। ଗ୍ରାହକଙ୍କ ଅଭିଯୋଗକୁ ବର୍ଷ ବର୍ଷ…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି…

ଭାରତରେ କରୋନାଠାରୁ ବିପଜ୍ଜନକ ‘ଇବୋଲା’ ଭାଇରସର ଏଣ୍ଟ୍ରି! ଆଫ୍ରିକାରୁ ଫେରିଥିବା ୨୮ ବର୍ଷୀୟ ମହିଳା ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୭।୫: ଆଫ୍ରିକାରେ ବ୍ୟାପିବା ପରେ ଏବେ ଭାରତରେ ଇବୋଲା ଭାଇରସ ମାମଲା ଦେଖାଯାଇଛି। ଉଗାଣ୍ଡାରୁ ଫେରିଥିବା ଜଣେ ମହିଳାଙ୍କଠାରେ ଇବୋଲା ଭାଇରସ ଲକ୍ଷଣ। ଏନେଇ କେନ୍ଦ୍ର…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ! ଧର୍ମଘଟ ଘୋଷଣା କଲେ…

ନୂଆଦିଲ୍ଲୀ, ୨୭।୫: ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ । ରାଜସ୍ଥାନର ପେଟ୍ରୋଲ ପମ୍ପ ଅପରେଟରମାନେ ଜୁନ ୧ ତାରିଖରେ ରାଜ୍ୟବ୍ୟାପୀ ଧର୍ମଘଟ ଘୋଷଣା କରିଛନ୍ତି। ପେଟ୍ରୋଲିୟମ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri