ଝାଡେଶ୍ୱର ମହେଶଙ୍କ ପୀଠରେ ବୋଲ୍‌ବମ୍‌ ଭକ୍ତଙ୍କ ଭିଡ଼

ଆନନ୍ଦପୁର,୫। ୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଝାଡ଼େଶ୍ୱର ମନ୍ଦିର ପରିସରରେ ବୋଲଭମ୍‌ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଶ୍ରାବଣ ମାସର ତୃତୀୟ ସୋମବାର କାଉଡ଼ିଆମାନେ ଝାଡ଼େଶ୍ୱର ମହେଶଙ୍କ ନିକଟରେ ଜଳଲାଗି କରିଥିଲେ। ନିଜର ମାନସିକ ପୂରଣ ପାଇଁ କାଉଡ଼ିଆମାନେ ବହୁ ଦୂର ଦୂରାନ୍ତରୁ ଚାଲି ଚାଲି ଆସି ଝାଡ଼େଶ୍ୱରଙ୍କ ପୀଠରେ ପୂଜାର୍ଚ୍ଚନାକରି ଜଳଲାଗି କରିଛନ୍ତି। ମନ୍ଦିର କମିଟି ପକ୍ଷରୁ ଶୃଙ୍ଖଳିତ ଭାବରେ ଜଳଲାଗି କରିବା ପାଇଁ କାଉଡ଼ିଆଙ୍କ ନିମନ୍ତେ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬୨ କେଜି ଗଞ୍ଜେଇ ଜବତ: ୩ ଅଭିଯୁକ୍ତ କୋର୍ଟଚାଲାଣ

ରାଇକିଆ,୨୮।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ରାଇକିଆ ପୋଲିସ ସୋମବାର ଗଞ୍ଜେଇ ଚାଲାଣ ଅଭିଯୋଗରେ ଜଣେ ଡ୍ରାଇଭରଙ୍କ ସମେତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି...

ନାହାନ୍ତି ବିଶେଷଜ୍ଞ ଡାକ୍ତର

ବଅଁରପାଳ, ୨୬ା୨(ଡି.ଏନ.ଏ.) – ସ୍ବାସ୍ଥ୍ୟକେନ୍ଦ୍ର ଥିଲେ ବି ଉପଯୁକ୍ତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି ଅନୁଗୋଳ ଜିଲା ବଅଁରପାଳ ଅଞ୍ଚଳବାସୀ। ଡାକ୍ତର ଅଭାବ ସହ...

ଲକ୍ଷ୍ମୀ ହତ୍ୟା ଘଟଣା, ଅଭିଯୁକ୍ତ ସମ୍ପର୍କୀୟ ଦିଅର ଗିରଫ

ଖଲ୍ଲିକୋଟ,୧୩ା୬(ଡି.ଏନ.ଏ.)-ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ଜଙ୍ଗଲରୁ ମେ ୧୧ ତାରିଖରେ ଗୋଳନ୍ଥରା ଥାନା ଅଞ୍ଚଳର ଲକ୍ଷ୍ମୀ ସାହୁଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର...

ସରକାରୀ ନିର୍ଦ୍ଦେଶକୁ ଫୁ’: ଶ୍ରମିକଙ୍କ ବଦଳରେ ଜେସିବିରେ ଚାଲିଛି ପୋଖରୀ ଖୋଳା

ଓଡ଼ଗାଁ, ୧।୫(ସ୍ବ. ପ୍ର. ): ନୟାଗଡ଼ ଜିଲା ଓଡ଼ଗାଁରେ ଶ୍ରମିକ ଦିବସ ଅର୍ଥାତ୍‌ ମେ’ ୧ରେ ଶ୍ରମିକଙ୍କ ବଦଳରେ ଜେସିବି ଦ୍ୱାରା ପୋଖରୀ ଖୋଳା ଚାଲିଥିବା...

ବଡ଼ଦାଣ୍ଡରେ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରା

ପୁରୀ ଅଫିସ,୩୧ା୧୨: ସ୍ଥାନୀୟ ଭୋଳାନାଥ ବିଦ୍ୟାପୀଠ ପରିସରରେ ଶ୍ରୀରାମ ସୁନ୍ଦର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ରାଷ୍ଟ୍ରୀୟ ଶ୍ରୀଜଗନ୍ନାଥ ରସ ମହୋତ୍ସବ ଚାଲିଛି। ସୋମବାର ପଞ୍ଚମ ଦିବସରେ...

ଟାୱାର ବସାଇବା ନଁ।ରେ ମାଗୁଥିଲେ ଟଙ୍କା: ଜଣଙ୍କୁ ଧରି ପୋଲିସ ଜିମା

ତିହିଡ଼ି,୨୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଭାଟପଡ଼ା ପଞ୍ଚାୟତ ଅଧୀନ ମିର୍ଜାପୁର ଗ୍ରାମରେ ବୁଧବାର ମୋବାଇଲ ଟାୱାର ବସାଇବା ନଁ।ରେ ଜଣେ ବ୍ୟକ୍ତି ଟଙ୍କା ଆଦାୟ ପାଇଁ...

ପ୍ରତିଶ୍ରୁତି ରଖିଲାନି ବନ ବିଭାଗ: କର୍ମଚାରୀ ୮ ଘଣ୍ଟା ଅଟକ

ପରଜଙ୍ଗ, ୨୧।୧୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ହାତୀପଲ ଆତଙ୍କ ଥମୁନାହିଁ। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ପୁଞ୍ଜୀଭୂତ ଅସନ୍ତୋଷ...

ଜମି ବିବାଦରୁ ହତ୍ୟା: ବଡ଼ଭାଇ ଖଣ୍ଡା ଚୋଟରେ ସାନଭାଇର ଜୀବନ ଗଲା

ସିମୁଳିଆ, ୧୫।୧୦(ଡି.ଏନ.ଏ.)-ଜମିବାଡ଼ି ବିବାଦକୁ କେନ୍ଦ୍ର କରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ବିଷ୍ଣୁପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ଭାଇ କୈଳାସ...

Coronavirus Update

Archives

Model This Week

Why Dharitri