ଝାରଖଣ୍ଡର ୧୧ ଶ୍ରମିକଙ୍କୁ ଘରକୁ ପଠାଇଥିଲେ ଗଞ୍ଜାମ ଏସ୍‌ପି: ପହଞ୍ଚିବା ପରେ ଧନ୍ୟବାଦ ମେସେଜ ପଠାଇଲେ

ଛତ୍ରପୁର, ୧୨।୫(ଡି.ଏନ୍‌.ଏ.): ଗତ କିଛି ଦିନ ପୂର୍ବେ ଗଞ୍ଜାମ ଜ଼ିଲାଦେଇ ଜାତୀୟ ରାଜପଥରେ ୧୧ ଶ୍ରମିକ ପ୍ରଚଣ୍ଡ ରୌଦ୍ରତାପରେ ଚାଲି ଚାଲି ଝାରଖଣ୍ଡ ଯାଉଥିଲେ। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ସେହି ରାସ୍ତା ଦେଇ ଯାଉଥିବା ବେଳେ ଏହା ଦେଖିଥିଲେ। ପରେ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ରମ୍ଭା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ଶ୍ରମିକଙ୍କୁ ଉଦ୍ଧାର କରିଥିଲେ। ସେମାନେ ଆନ୍ଧ୍ରପ୍ରଦେଶରେ କାମ କରୁଥିବା ବେଳେ ଲକ୍‌ଡାଉନ ଯୋଗୁ ସେଠାରେ ଫସି ରହିଥିଲେ। ପରେ କୌଣସି ଉପାୟ ନ ପାଇ ଚାଲି ଚାଲି ଝାରଖଣ୍ଡର ଗଡ଼ବା ଜିଲାକୁ ନିଜ ଘରକୁ ଯାଉଥିଲେ। ଏହା ଜାଣିବା ପରେ ପୋଲିସ ସେମାନଙ୍କୁ ଉଦ୍ଧାରକରି ଘରକୁ ପଠାଇଥିଲା। ସେମାନେ ଘରେ ପହଞ୍ଚିବା ପରେ ଶ୍ରମିକ ଓ ତାଙ୍କ ପରିବାର ପକ୍ଷରୁ ଏକ ଧନ୍ୟବାଦ ମେସେଜ ଗଞ୍ଜାମ ଏସ୍‌ପିଙ୍କ ନିକଟକୁ ଆସିଛି। ଏ ନେଇ ଏସ୍‌ପି ଟୁଇଟ କରି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri