ଝାରଖଣ୍ଡର ୧୧ ଶ୍ରମିକଙ୍କୁ ଘରକୁ ପଠାଇଥିଲେ ଗଞ୍ଜାମ ଏସ୍‌ପି: ପହଞ୍ଚିବା ପରେ ଧନ୍ୟବାଦ ମେସେଜ ପଠାଇଲେ

ଛତ୍ରପୁର, ୧୨।୫(ଡି.ଏନ୍‌.ଏ.): ଗତ କିଛି ଦିନ ପୂର୍ବେ ଗଞ୍ଜାମ ଜ଼ିଲାଦେଇ ଜାତୀୟ ରାଜପଥରେ ୧୧ ଶ୍ରମିକ ପ୍ରଚଣ୍ଡ ରୌଦ୍ରତାପରେ ଚାଲି ଚାଲି ଝାରଖଣ୍ଡ ଯାଉଥିଲେ। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ସେହି ରାସ୍ତା ଦେଇ ଯାଉଥିବା ବେଳେ ଏହା ଦେଖିଥିଲେ। ପରେ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ରମ୍ଭା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ଶ୍ରମିକଙ୍କୁ ଉଦ୍ଧାର କରିଥିଲେ। ସେମାନେ ଆନ୍ଧ୍ରପ୍ରଦେଶରେ କାମ କରୁଥିବା ବେଳେ ଲକ୍‌ଡାଉନ ଯୋଗୁ ସେଠାରେ ଫସି ରହିଥିଲେ। ପରେ କୌଣସି ଉପାୟ ନ ପାଇ ଚାଲି ଚାଲି ଝାରଖଣ୍ଡର ଗଡ଼ବା ଜିଲାକୁ ନିଜ ଘରକୁ ଯାଉଥିଲେ। ଏହା ଜାଣିବା ପରେ ପୋଲିସ ସେମାନଙ୍କୁ ଉଦ୍ଧାରକରି ଘରକୁ ପଠାଇଥିଲା। ସେମାନେ ଘରେ ପହଞ୍ଚିବା ପରେ ଶ୍ରମିକ ଓ ତାଙ୍କ ପରିବାର ପକ୍ଷରୁ ଏକ ଧନ୍ୟବାଦ ମେସେଜ ଗଞ୍ଜାମ ଏସ୍‌ପିଙ୍କ ନିକଟକୁ ଆସିଛି। ଏ ନେଇ ଏସ୍‌ପି ଟୁଇଟ କରି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ ଦୂରତା ନିୟମ କଡ଼ାକଡ଼ି

ଢେଙ୍କାନାଳ ଅଫିସ, ୮।୪ – ସାମାଜିକ ଦୂରତ୍ୱ ନିୟମକୁ ଅଧିକ କଡ଼ାକଡ଼ି କରିଛି ଢେଙ୍କାନାଳ ଜିଲା ପ୍ରଶାସନ। ଏଣିକି ସହରରେ କେବଳ ସକାଳ ବେଳା ଅତ୍ୟାବଶ୍ୟକ...

‘ରାଉରାକେଲା ବିମାନ ବନ୍ଦର ସମ୍ପ୍ରସାରଣ କାର୍ଯ୍ୟ କେନ୍ଦ୍ର ସରକାର କରନ୍ତୁ’

ରାଉରକେଲା ଅଫିସ, ୭।୨: ରାଉରକେଲା ବିମାନ ବନ୍ଦର ସମ୍ପ୍ରସାରଣ ପାଇଁ ଜମି ନାହିଁ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କ ବକ୍ତବ୍ୟକୁ ସୋମବାର ଏକ ଖବରଦାତା...

ମହୁମାଛି ଆକ୍ରମଣରେ ବିଧାୟକ ଆହତ

ଆନନ୍ଦପୁର,୪।୨(ଡି.ଏନ୍‌.ଏ): ମହୁମାଛି ଆକ୍ରମଣରେ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ବିଧାୟକ ଶନିବାର ଏକା ମର୍ନିଂ ଓ୍ବାକ୍‌ କରୁଥିବା ବେଳେ...

ଗଛ କାଟିଲେ ସରପଞ୍ଚ

ବରୀ,୧।୧୨(ଡି.ଏନ.ଏ.): ପରିବେଶ ସୁରକ୍ଷା ଓ ସନ୍ତୁଳନ ରକ୍ଷା ପାଇଁ ଗଛ ହିଁ ଏକମାତ୍ର ମାଧ୍ୟମ। ସେଥିପାଇଁ ବିଭିନ୍ନ ସ୍ଥାନରେ ଚାରା ରୋପଣ ଉପରେ ପରିବେଶବିତ୍‌ ଓ...

ଏୟାରଷ୍ଟ୍ରିପ୍‌ ପାଇଁ ଉଚ୍ଛେଦକୁ ବିରୋଧ

ପଦ୍ମପୁର, ୧୦।୧(ଡି.ଏନ.ଏ.)  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତରେ ହେବାକୁ ଥିବା ଏୟାରଷ୍ଟ୍ରିପ୍‌ ପାଇଁ ପ୍ରଶାସନ ପକ୍ଷରୁ ଅଧିଗ୍ରହଣ କରାଯାଇଥିବା ଜମିରେ ଦଖଲ ଉଚ୍ଛେଦ...

ବନ୍ୟା ପରେ ଷଣ୍ଢ ଉପଦ୍ରବ: ଚାଷୀ ଅସ୍ତବ୍ୟସ୍ତ

ବାଲିଆ,୫ା୯(ସ୍ବ.ପ୍ର.):ଗତ ୩ ସପ୍ତାହ ପୂର୍ବେ ଲଘୁଚାପଜନିତ ଲଗାଣ ବର୍ଷା ଓ ବନ୍ୟାପରେ ବିରିଡି ବ୍ଲକର ବିଭିନ୍ନ ଧାନ ଜମି ଜଳାର୍ଣ୍ଣବ ହୋଇଯାଇଥିଲା। ବହୁ ଚାଷୀଙ୍କ ରୁଆ...

ରୋଗୀ ଚିକିତ୍ସାରେ ଅବହେଳା: ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଉତ୍ତେଜନା

ରସୁଲପୁର,୨୬।୨(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ପ୍ରମୁଖ ଡାକ୍ତରଖାନା ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ରୋଗୀ ଚିକିତ୍ସାରେ ଅବହେଳା ଯୋଗୁ ରୋଗୀ ଅଭିଭାବକ ଓ ଡାକ୍ତର ମୁହାଁମୁହିଁ...

ବହ୍ଲାମରା, ବାଲିବସ୍ତା ପକାଇବାକୁ ନେଇ ଅସନ୍ତୋଷ

ଆରଡ଼ି,୨୩।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତ ସାଠିବାଙ୍କୁଡା ନିକଟରେ ଥିବା ବୈତରଣୀ ନଦୀବନ୍ଧରେ ୭ ଦିନ ହେଲା ବହ୍ଲାମରା କାର୍ଯ୍ୟ ଚାଲିଛି...

Advertisement
Archives

Model This Week