ଝାରସୁଗୁଡ଼ାରୁ ବାରାଣସୀକୁ ଉଡ଼ିଲା ପ୍ରଥମ ବିମାନ

ଝାରସୁଗୁଡ଼ା ଅଫିସ/ଲଖନପୁର,୩୧।୧(ଡି.ଏନ୍‌.ଏ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଶୁକ୍ରବାର ଏଲାୟନ୍ସ ଏୟାର୍‌ ଏଟିଆର୍‌ ୭୨ ବିମାନ ଭାୟା ଭୁବନେଶ୍ବର ଦେଇ ବାରାଣସୀକୁ ପ୍ରଥମ କରି ଉଡ଼ାଣ କରିଛି । ଏହି ବିମାନ ଝାରସୁଗୁଡ଼ା ଭିଏସ୍‌ଏସ୍‌ ବିମାନ ବନ୍ଦରରୁ ୧୦ଟା ୪୫ ମିନିଟ୍‌ରେ ଉଡାଣ କରି ୧୧ଟା ୩୦ ମିନିଟ୍‌ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲା।
ପୁଣି ଭୁବନେଶ୍ବରରୁ ୧୨ଟା ୧୫ରେ ବାରାଣସୀ ଅଭିମୁଖେ ଉଡାଣ କରିଥିଲା । ପ୍ରଥମ ଦିନରେ ଝାରସୁଗୁଡ଼ା ବିମାନ ବନ୍ଦରରୁ ସିଧାସଳଖ ବାରାଣସୀକୁ କୌଣସି ଯାତ୍ରୀ ଯାଇ ନ ଥିଲେ । ମାତ୍ର ଭୁବନେଶ୍ବରରୁ ବାରାଣସୀକୁ ୩୬ ଜଣ ଯାତ୍ରୀ ବିମାନରେ ଯାତ୍ରା କରିଥିବା ଜଣାପଡ଼ିଛି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

୨୮ ବର୍ଷରେ ଅଧୁରା

ଢେଙ୍କାନାଳ ଅଫିସ, ୨୮ା୪(ରତନ ନାୟାର): ଅନୁଗୋଳ ଜିଲା ବ୍ରାହ୍ମଣୀ ନଦୀରେ ୧୯୯୫ରେ ସମଲ ବ୍ୟାରେଜ ନିର୍ମାଣ ପରେ ଅନୁଗୋଳ, ଢେଙ୍କାନାଳ, ଯାଜପୁର ଓ କଟକ ଜିଲାର...

ଗଞ୍ଜାମ ସହରରେ ୮ କରୋନା ଆକ୍ରାନ୍ତ, ୪ ସୁସ୍ଥ

ଗଞ୍ଜାମ,୧୦।୭(ଡି.ଏନ୍‌.ଏ.): ମହାମାରୀ କରୋନା ଦୀର୍ଘ ପାଞ୍ଚ ମାସରୁ ଊର୍ଦ୍ଧ୍ୱ ସମୟ ସାରା ରାଜ୍ୟ ଆତଙ୍କ ସୃଷ୍ଟି କରିଛି। ବିଶେଷ ଭାବେ ଗଞ୍ଜାମ ଜିଲାକୁ ଅତ୍ୟଧିକ ପ୍ରବାସୀ...

ଇଚ୍ଛାମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପରେ ଚିକିତ୍ସା ଦାୟିତ୍ୱ ନେଲା ପ୍ରଶାସନ

ମାଲକାନଗିରି,୧୯।୧୦(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ସର୍ଗିଗୁଡ଼ା ଗ୍ରାମର ଜଣେ ଗରିବ ଆଦିବାସୀ ଝିଅ ଚମ୍ପା କାଲାକୁରା ଇଚ୍ଛାମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀ ନବୀନ...

ଅନ୍ୟ ମହିଳାଙ୍କ ସହ ସମ୍ପର୍କ ରଖିବାରୁ…

ବାଙ୍ଗିରିପୋଷି,୨୮।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଶିମିଳାରେ ଏକ ହତ୍ୟାକାଣ୍ଡ ଘଟିଛି। ପରକୀୟା ପ୍ରୀତି ପାଇଁ ବଚସାକୁ କେନ୍ଦ୍ରକରି ନିଜ କକାଙ୍କୁ ହାଣି ହତ୍ୟା...

ସୁପ୍ରିମକୋର୍ଟରେ ଦଶମ, ଦ୍ୱାଦଶ ପରୀକ୍ଷା ଶୁଣାଣି ଆଜି

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଅନ୍‌ଲାଇନ୍‌ ନା ଅଫ୍‌ଲାଇନ୍‌ରେ ହେବ, ଏନେଇ ଦ୍ୱନ୍ଦ୍ୱ ଲାଗି ରହିଥିବାବେଳେ ବୁଧବାର ଏହି ମାମଲାର...

ମୁକ୍ତା ଯୋଜନା,ଜାଗା ମିଶନରେ ବ୍ୟାପକ ଦୁର୍ନୀତି ହେଉଛି:ବିରୋଧୀ

ଭୁବନେଶ୍ବର,୨୯ା୩(ବ୍ୟୁରୋ: ବିଧାନସଭାରେ ମଙ୍ଗଳବାର ଗୃହ ନିର୍ମାଣ ଓ ପୌର ଉନ୍ନୟନ ବିଭାଗ ଖର୍ଚ୍ଚଦାବି ଗୃହୀତ ହୋଇଛି। ଖର୍ଚ୍ଚଦାବି ଆଲୋଚନାରେ ଭାଗନେଇ ବିରୋଧୀ ସଦସ୍ୟମାନେ ସରକାରଙ୍କ ଉପରେ...

ଘରୁ ବାହାରିଲା ୩୫ ନାଗଛୁଆ

ଧାମନଗର, ୨୭।୬ (ଡି.ଏନ.ଏ.) – ଧାମନଗର ଗୋଖାଦିକି ସାହିର ଲକ୍ଷ୍ମୀଧର ମଳିକଙ୍କ ମାଟିଘରୁ ବୁଧବାର ୩୫ଟି ନାଗ ଛୁଆ ଉଦ୍ଧାର କରାଯାଇଛି। ଦୁଇ ତିନିଦିନ ଧରି...

‘କାପୁରୁଷ ହେବା ନାହିଁ’

ସମଗ୍ର ପୃଥିବୀରେ କୋଭିଡ୍‌-୧୯ (କରୋନା ଭାଇରସ୍‌)ର ଭୟ ନାଗରିକଙ୍କ ମନରେ ଭର୍ତ୍ତି ହୋଇରହିଛି। ବିଶ୍ୱର ୧୯୩ ଦେଶରେ ଏହି ରୋଗ ଠାବ ହୋଇଥିବା ବେଳେ ଭାରତରେ...

Advertisement
Archives

Model This Week