ଝାରସୁଗୁଡ଼ାରୁ ଭୁବନେଶ୍ୱର, କୋଲକାତାକୁ ବିମାନ ସେବା ଆରମ୍ଭ

ଝାରସୁଗୁଡା ଅଫିସ,୧।୬: ଝାରସୁଗୁଡ଼ାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସୋମବାର ଠାରୁ ଭୁବନେଶ୍ୱର ଓ କୋଲକାତାକୁ ବିମାନ ଚଳାଚଳ ଆରମ୍ଭ ହୋଇଛି। ଗତ ମେ’ ୨୫ରୁ ଏଠାରେ ବିମାନ ସେବା ଆରମ୍ଭ ହୋଇଥିଲେ ସୁଦ୍ଧା କେବଳ ଦିଲ୍ଲୀ ଓ ହାଇଦ୍ରାବାଦକୁ ସ୍ପାଇସ ଜେଟ୍‌ ବିମାନ ସେବା ଆରମ୍ଭ କରିଥିଲା। ମାତ୍ର ଏଲାଏନ୍ସ ଏୟାର ପକ୍ଷରୁ କୌଣସି କାରଣରୁ ଝାରସୁଗୁଡା-ଭୁବନେଶ୍ୱର-କୋଲକାତାକୁ ଏହି ସେବା ଆରମ୍ଭ କରାଯାଇ ନ ଥିଲା। ତେବେ ସୋମବାରଠାରୁ ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଏଲାଏନ୍ସ ଏୟାର ପକ୍ଷରୁ ଭୁବନେଶ୍ୱର ଓ କୋଲକାତାକୁ ବିମାନ ସେବା ଆରମ୍ଭ ହୋଇଛି । ପ୍ରଥମ ଦିନରେ ଝାରସୁଗୁଡାରୁ ଭୁବନେଶ୍ୱର ପାଇଁ ୧୨ ଜଣ ଯାତ୍ରୀ ଯାତ୍ରା କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୁକାବିଲା: ସହଯୋଗ ପାଇଁ ହାତ ଯୋଡ଼ିଲା ଝାରସୁଗୁଡ଼ା ପୋଲିସ

ଝାରସୁଗୁଡ଼ା ଅଫିସ,୩।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ରାଜ୍ୟକୁ ଲାକ୍‌ଡାଉନ କରାଯାଇଥିଲେ ମଧ୍ୟ କିଛି ଲୋକ ଏହାକୁ ଉଲ୍ଲଂଘନ କରୁଛନ୍ତି। କାର୍ଯ୍ୟାନୁଷ୍ଠାନ ନେଲେ...

ରାସାୟନିକ ଦୁର୍ଘଟଣା ଓ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ବୈଠକ

ପୁରୀ ଅଫିସ,୩୧ା୧୨: ଜିଲାରେ ରାସାୟନିକ ଦୁର୍ଘଟଣା ଓ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ...

ପୂର୍ବତନ ଏସ୍‌ଇଓଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ

ଫୁଲବାଣୀ ଅଫିସ, ୬ା୩-ଏକ ଲାଞ୍ଚ ମାମଲାର ବିଚାର କରି ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ସତ୍ୟପୀର ମିଶ୍ର କ.ନୂଆଗାଁ ବ୍ଲକର ପୂର୍ବତନ ସାମାଜିକ ଶିକ୍ଷା ସଙ୍ଗଠକ...

ଶ୍ୱଶୁର ଘରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ଗଛରେ ଚଢ଼ି ଆତ୍ମହତ୍ୟା ଧମକ ଦେଲେ ସ୍ବାମୀ

ଧର୍ମଗଡ଼,୩୦।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୟପାଟଣା ଥାନା କପୁରମାଳ ଗ୍ରାମରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘରେ ଟାଙ୍ଗିଆରେ ହାଣି ସ୍ତ୍ରୀଙ୍କୁ ହତ୍ୟା...

କୃଷିରେ ମନୋନିବେଶ ଲାଗି ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୪। ୮(ବ୍ୟୁରୋ): ଗହ୍ମାପୂର୍ଣ୍ଣିମା ଏକ ଗଣପର୍ବ ରୂପେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣମୀ ତିଥିରେ ପାଳନ କରାଯାଏ। ଏହିଦିନ ଭଗବାନ ବଳରାମ ଜନ୍ମଗ୍ରହଣ କରିଥିଲେ। ଭାରତୀୟ...

‘ଅଧିକାଂଶ ନାରୀ ନିର୍ଯାତନା ପ୍ରସଙ୍ଗରେ ବିଜେଡି ନେତା ସାମିଲ’

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରେ ମହିଳାମାନେ ସୁରକ୍ଷିତ ନାହାନ୍ତି। ପ୍ରତିଦିନ ମହିଳାଙ୍କ ସହ ବଳାତ୍କାର, ଅସଦାଚରଣ ବୃଦ୍ଧି ପାଇବାରେ ଲାଗିଛି। ବିଶେଷଭାବେ ଶାସକ ଦଳ ନେତା ଓ କର୍ମୀମାନେ...

ଝାଡ଼ଖଣ୍ଡୀ ହାତୀପଲଙ୍କ ଉତ୍ପାତ ଜାରି : ଭାଙ୍ଗିଲା ୬ ଘର, ୧ ଗାଈ ମୃତ

ସଜନାଗଡ଼, ୧୫ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ୪ଦିନ ହେଲା ଝାଡ଼ଖଣ୍ଡ ହାତୀପଲ ଉତ୍ପାତ ଚଳାଇଛନ୍ତି। ଏହି ପଲରେ ୨୮ଟି ହାତୀ ରହିଛନ୍ତି।...

ପରିସ୍ଥିତିରେ ପେଷା ପରିବର୍ତ୍ତନ

ସମ୍ବଲପୁର,୧।୪(ବ୍ୟୁରୋ)-କରୋନା କଟକଣା ଓ ପରେ ଲକ୍‌ ଡାଉନ ଘୋଷଣା ହେବାପରେ ସମଗ୍ର ଦୋକାନ, ବଜାର ବନ୍ଦ ହୋଇଯାଇଛି । ଔଷଧ, ପନିପରିବା, ମାଂସ, ମାଛ, ଅଣ୍ଡା,...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *