ଝାରସୁଗୁଡ଼ାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଲା

ଝାରସୁଗୁଡା ଅଫିସ,୨୬।୫: ଝାରସୁଗୁଡ଼ା ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ବେଲପାହାଡ଼ ଅଞ୍ଚଳର ହୋଇଥିବା ବେଳେ ଗତ ୨୧ ତାରିଖରେ ମୁମ୍ବାଇରୁ ଫେରିଥିଲେ। ତାଙ୍କ ନିକଟରେ ଥଣ୍ଡା, କାଶ ଭଳି ଲକ୍ଷଣ ଦେଖାଯିବାରୁ ତାଙ୍କୁ ସ୍ଥାନୀୟ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଥିଲା। ୨୨ ତାରିଖରେ ତାଙ୍କ ସ୍ବାବ ସଂଗ୍ରହ କରସ୍‌ାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ତେବେ ମଙ୍ଗଳବାର ତାଙ୍କ ସ୍ବାବ୍‌ ରିପୋର୍ଟ ପଜିଟିଭ ଆସିଛି। ଏହା ପରେ ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଓ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କ ସ୍ବାବ୍‌ ଟେଷ୍ଟ କରାଯିବା ନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ପଦକ୍ଷେପ ନିଆଯାଇଛି। ତେବେ ଏହି ନୂଆ କରୋନା ପଜିଟିଭଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି।
ସେମାନଙ୍କ ମଧ୍ୟରୁ ୨ ଜଣ ସୁସ୍ଥହୋଇ ଘରକୁ ଫେରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri