ଝାରସୁଗୁଡ଼ାରେ ୫ ବର୍ଷର ଶିଶୁ କରୋନା ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ,୨୨।୫-ଝାରସୁଗୁଡ଼ା ଜିଲାକୁ ପୁଣି ଥରେ କରୋନା ଫେରିଛି । ପୂର୍ବରୁ ବ୍ରଜରାଜନଗର ଓ ଲଖନପୁର ଅଞ୍ଚଳରେ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏବେ ସେମାନେ ସୁସ୍ଥ ହୋଇସାରଛନ୍ତି। ଶୁକ୍ରବାର କିନ୍ତୁ ଝାରସୁଗୁଡା ସହର ମଙ୍ଗଳବଜାର ଅଞ୍ଚଳର ଜଣେ ୫ ବର୍ଷରଶିଶୁ କରୋନା ଆକ୍ରାନ୍ତ ବୋଲି ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲାପାଳ ସରୋଜ କୁମାର ସାମଲ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତେବେ ଏହି ଶିଶୁ ତାଙ୍କ ପରିବାର ସହ ଆଗ୍ରାରୁ ଫେରି ଗତ ୧୬ ତାରିଖରୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ଏଣୁ କୌଣସି ଚିନ୍ତାର ଆବଶ୍ୟକ ନାହିଁ ବୋଲି ଜିଲାପାଳ କହିଛନ୍ତି। ଉକ୍ତ ଶିଶୁଙ୍କୁ ତୁରନ୍ତ ଝାରସୁଗୁଡ଼ା କୋଭିଡ-୧୯ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଟ୍ରାଭେଲ ହିଷ୍ଟ୍ରି ସହ ତାଙ୍କ ସଂସ୍ପର୍ଶରେ କିଏ କିଏ ଆସିଥିଲେ ତାହାକୁ ନେଇ ଜିଲା ପ୍ରଶାସନ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ତାଲା ଖୋଲି ଦାନବାକ୍ସ ନେଇଗଲେ, ପୋଲିସର ତଦନ୍ତ ଆରମ୍ଭ

ଅମରପାଲି,୨୬।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ସହରର ତ୍ରିବେଣୀ ଛକ ସ୍ଥିତ ଦୁର୍ଗା ମନ୍ଦିରରୁ ଦାନବାକ୍ସ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମନ୍ଦିର କମିଟି ପକ୍ଷରୁ…

ବାତ୍ୟାକୁ ନେଇ IMD ଡିଜିଙ୍କ ବଡ଼ ସୂଚନା, ଦକ୍ଷିଣ ଓଡ଼ିଶାରେ ୬୦ରୁ ୮୦କିମି ବେଗରେ ବହିବ ପବନ

ଭୁବନେଶ୍ୱର,୨୬।୧୦: ବଙ୍ଗୋପସାଗରରେ ବଳ ଗୋଟାଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’। ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୬୦ରୁ ୮୦ କିମି ବେଗରେ ପବନ ବହିବ…

ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ: ନିର୍ଜନ ଦ୍ୱୀପରେ ଆଶ୍ରୟ ନେଇଛନ୍ତି ୨୦ରୁ ଅଧିକ କଙ୍କଡ଼ା ଧରାଳି, ପହଞ୍ଚିନି ସଚେତନତା ବାର୍ତ୍ତା

ମହାକାଳପଡ଼ା,୨୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅର୍ଣ୍ଣବ’ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସ୍ଥଳଭାଗ ମୁହାଁ ହେଉଛି। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର (IMD)ର ସୂଚନା ଅନୁଯାୟୀ,…

ମାଡ଼ି ଆସୁଛି ବାତ୍ୟା: ଗୋପାଳପୁରରୁ ୫୮୦କି.ମି ଦୂରରେ ଅର୍ଣ୍ଣବ

ଭୁବନେଶ୍ୱର,୨୬।୧୦: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ‘ଅର୍ଣ୍ଣବ’। ଆଜି ମଧ୍ୟରାତି ସୁଦ୍ଧା ବାତ୍ୟା ଭୀଷଣ ରୂପ ନେବ। ଆସନ୍ତାକାଲି ବାତ୍ୟା ଅତି ଭୀଷଣ ରୂପ ନେବାର ସମ୍ଭାବନା…

ବିଦ୍ୟୁତ୍‌ ଠିକା କର୍ମଚାରୀଙ୍କୁ ଛଟେଇ ନେଇ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କୁ ଦୁଃଖ ଜଣାଇବାକୁ ଦଣ୍ଡ ପ୍ରଣାମ ମାରିମାରି…

ଖୋର୍ଦ୍ଧା,୨୬ା୧୦(ପ୍ରଭାତ ପାଣିଗ୍ରାହୀ): ‘ଟାଟା ହଟାଅ, ଓଡ଼ିଶା ବଞ୍ଚାଅ’ ନାରାରେ ଖୋର୍ଦ୍ଧାରେ ତେଜିଛି ବିଦ୍ୟୁତ୍‌ ଠିକା କର୍ମଚାରୀଙ୍କ ଆନ୍ଦୋଳନ। ଖୋର୍ଦ୍ଧା ବିଦ୍ୟୁତ୍‌ ଡିଭିଜନ ଅଧୀନ ୧୮ଟି ସେକ୍ସନରେ କାର୍ଯ୍ୟରତ…

ବିବାଦ ଘେରରେ କଟକ ଜିଲାପାଳଙ୍କ ନିର୍ଦ୍ଦେଶନାମା: ତହସିଲଦାରଙ୍କୁ ରାଜସ୍ବ କ୍ଷମତା ହସ୍ତାନ୍ତରକୁ ନେଇ ଉଠିଲା ପ୍ରଶ୍ନ

କଟକ ସଦର,୨୬ା୧୦(ସୁଶାନ୍ତ କୁମାର ଜେନା): ୨୦୨୫ରେ କଟକ ଜିଲାପାଳ ଏକ ନିର୍ଦ୍ଦେଶନାମା ଜାରି କରି ସରକାରୀ ଜମିର ହସ୍ତାନ୍ତର କରିବାର କ୍ଷମତା ଜିଲାର ସମସ୍ତ ତହସିଲଦାରଙ୍କୁ ପ୍ରଦାନ…

ଅଜଣା ଗାଡ଼ି ଧକ୍କାରେ ୨ ଯୁବକଙ୍କ ଜୀବନ ଗଲା, ଜଣେ ଗୁରୁତର

ଢେଙ୍କାନାଳ,୨୬ା୧୦(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ପୁରୁଣା କଟକ-ସମ୍ବଲପୁର ରାସ୍ତାର କୋତ୍ତମଠାରେ ରବିବାର ବିଳମ୍ବିତ ରାତିରେ ଏକ ପିକଅପ୍‌ ଧକ୍କାରେ ବିପରୀତ ଦିଗରୁ…

ଜଙ୍ଗଲରୁ ମିଳିଲା କବିରାଜଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇ…

ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ଖେଜୁରୀ ଓ କାକୁଡ଼ିରୁମା ଜଙ୍ଗଲ ମଧ୍ୟବର୍ତ୍ତୀ ଅଞ୍ଚଳରୁ ଜଣେ କବିରାଜଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?