ଝାରସୁଗୁଡ଼ା ଜିଲା ସ୍ବାସ୍ଥ୍ୟ ସମିତି ବୈଠକ: କରୋନା ମୁକାବିଲା ଲାଗି ଆଲୋଚନା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୪।୩: ଝାରସୁଗୁଡ଼ା ଜିଲା ସ୍ବାସ୍ଥ୍ୟ ସମିତି ବୈଠକ ସ୍ଥାନୀୟ ସର୍କିଟ ହାଉସଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସ ଯୋଗଦେଇ ଜିଲାର ସ୍ବାସ୍ଥ୍ୟ ସେବାର ସମୀକ୍ଷା କରିଛନ୍ତି। ଜିଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସମେତ ସ୍ବାସ୍ଥ୍ୟ ବିଭାଗର ବାରିଷ୍ଠ ଅଧିକାରୀ ଓ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନା କରିଛନ୍ତି। ବିଶେଷ ଭାବେ ଏହି ବୈଠକରେ କରୋନା ମୁକାବିଲା ଲାଗି ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଆକର୍ଷିତ କରୁଛି ପାର୍କ

ଡେରାବିଶ,୧୩ା୧୧(ସ୍ବ.ପ୍ର.): ସହରାଞ୍ଚଳର ଲୋକେ ଚିତ୍ତ ବିନୋଦନ ଓ ବ୍ୟାୟାମ ଲାଗି ପାର୍କକୁ ବାଛି ନେଇଛନ୍ତି। ହେଲେ ଗଁା ଗହଳିରେ ଆଗ ଭଳି ଆଉ ତୋଟା ନ...

୨ ହାତୀ ମୃତଦେହ ଜବତ, ବିଷକ୍ରିୟା ସନ୍ଦେହ

ସମ୍ବଲପୁର/ଜମନକିରା,୭ା୧୦(ବ୍ୟୁରୋ/ଡି.ଏନ.ଏ.):ସମ୍ବଲପୁର ଜିଲା ବାମରା ବନଖଣ୍ଡ ଭୁତେଲ ରେଞ୍ଜ ତିଲେଇମାଲ ଗ୍ରାମ ନିକଟରୁ ଗୁରୁବାର ସକାଳେ ଗୋଟିଏ ଦନ୍ତା ଓ ଗୋଟିଏ ମାଈ ହାତୀର ମୃତଦେହ ଜବତ...

ସରକାରୀ ଯୋଜନାରେ ମିଳୁନି ପକ୍କାଘର: ବ୍ଲକ କାର୍ଯ୍ୟାଳୟ ଘେରିଲେ ଲୋକେ

ସୁକିନ୍ଦା,୧୬ା୧୦(ଡି.ଏନ୍‌.ଏ)- ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କନ୍ତିରା, ବାହାବଳପୁର, ବର୍ତ୍ତଣ୍ଡା ଗ୍ରାମ ସହ ୨୫ ପଞ୍ଚାୟତର ବହୁ ଲୋକ ସରକାରୀ ଯୋଜନାରେ ପକ୍କାଘର ପାଇବାରୁ...

ପେଟ୍ରୋଲ ପମ୍ପରେ ଷ୍ଟାଫ୍‌, ଭାରୀଯାନ ଚାଳକଙ୍କ ସ୍କ୍ରିନିଂ ବାଧ୍ୟତାମୂଳକ; ବିନା ମାସ୍କରେ ପକାଇ ପାରିବେନି ତେଲ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୨୩।୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ପ୍ରତିହତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ଥିବା ସମସ୍ତ ପେଟ୍ରୋଲ ପମ୍ପ ପାଇଁ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ନୂତନ...

ବଢ଼ୁଛି ବିଜୟ ବିଶ୍ୱାସ

ବଇଣ୍ଡା,୧୩।୧:  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଉଷ୍ମ ହେଲାଣି ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀ। ପୂର୍ବରୁ ଆସନ ସଂରକ୍ଷଣ ସରିଥିବା ବେଳେ ଇତିମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ ଓ ଭୋଟଗ୍ରହଣ...

ପାଚେରି ଡେଇଁ ୩ ଦିନ ହେଲା କଏଦୀ ଚମ୍ପଟ

ବଡବିଲ,୧୭।୮ (ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡବିଲସ୍ଥିତ ସବ୍‌ଜେଲର ପାଚେରି ଡେଇଁ ଗତ ୧୩ ତାରିଖ ରାତିରେ ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଥିବାରୁ ତାଙ୍କୁ ଧରିବା...

ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୨୩ା୯: ଉପରମୁଣ୍ଡରେ ବର୍ଷା ହେଉଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଡ୍ୟାମର ଜଳଧାରଣ କ୍ଷମତା ୬୩୦ଫୁଟ ଥିବା ବେଳେ ଏବେ ଜଳସ୍ତର ରହିଛି...

ଗ୍ରାମାଞ୍ଚଳରେ ଅପରାଧ ରୋକିବାକୁ ଏସ୍‌ପିଙ୍କ ପ୍ରୟାସ

ପୁରୁଷୋତ୍ତମପୁର, ୨୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଆପରାଧିକ କାର୍ଯ୍ୟକଳାପ ନିୟନ୍ତ୍ରଣ ଲାଗି ପୋଲିସ ପକ୍ଷରୁ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

Advertisement
Archives

Model This Week