ଝାରସୁଗୁଡ଼ା ରେଲଷ୍ଟେଶନ ଟ୍ରେନ ବଗିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପରିଚୟ ଅସ୍ପଷ୍ଟ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୦।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ରେଳଷ୍ଟେଶନରେ ସଫେଇ ପାଇଁ ଛିଡ଼ା ହୋଇଥିବା ହଟିଆ ପାସେଞ୍ଜର ଟ୍ରେନ ବଗିରୁ ଗୁରୁବାର ଏକ ମୃତଦେହ ଜିଆର୍‌ପି ପୋଲିସ ଉଦ୍ଧାର କରିଛି। ମୃତଦେହର ପରିଚୟ ମିଳିପାରି ନାହିଁ।
ସୂଚନାଯୋଗ୍ୟ, ହଟିଆ ପାସେଞ୍ଜର ଟ୍ରେନ ବୁଧବାର ରାତିରେ ହଟିଆରୁ ଆସି ଝାରସୁଗୁଡ଼ା ରେଳଷ୍ଟେଶନରେ ରହିଥିଲା। ପ୍ରତିଦିନ ଭଳି ଗୁରୁବାର ସକାଳେ ସଫେଇ କମଚାରୀମାନେ ଟ୍ରେନ ବଗି ଭିତର ସଫା କରୁଥିବା ବେଳେ ଏକ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏ ସମ୍ପର୍କରେ ସଫେଇ କର୍ମଚାରୀମାନେ ଷ୍ଟେଶନ ମାଷ୍ଟରଙ୍କୁ ଜଣାଇଥିଲେ। ଷ୍ଟେଶନମାଷ୍ଟର ଜିଆର୍‌ପି ଥାନା ଇନ୍ସପେକ୍ଟରଙ୍କୁ ଜଣାଇବା ପରେ ଜିଆର୍‌ପି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରିଛି । ମୃତ ଯୁବକଙ୍କ ବୟସ ୪୦ରୁ ୪୫ବର୍ଷ ହେବ ବୋଲି ପୋଲିସ ଅନୁମାନ କରୁଛି । ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ଏ ନେଇ ରେଳବାଇ ପୋଲିସ ଝାରସୁଗୁଡ଼ା ଜିଆର୍‌ପି ଥାନାରେ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

୧୫ ମୃତଦେହକୁ ଭାରତ ଆଣିବା ପ୍ରକ୍ରିୟା ଆରମ୍ଭ

ଭିଏଟନାମ, ୧୩ା୭: ଭିଏଟନାମ ‘ଫୁ କ୍ୱାକ୍‌’ ଦ୍ୱୀପ ନିକଟରେ ଗତକାଲି ଘଟିଥିବା ଦୁଖଦ ସ୍ପିଡ୍‌ବୋଟ୍‌ ଦୁର୍ଘଟଣା ପରେ ଆଜି ପରବର୍ତ୍ତୀ ପ୍ରକ୍ରିୟାକୁ ଜୋରଦାର କରିଦିଆଯାଇଛି। ଭାରତୀୟ ଦୂତାବାସର ସୂଚନା…

ବାଂଲାଦେଶରେ ପ୍ରଳୟଙ୍କରୀ ବନ୍ୟା : ୪୪ ମୃତ

ଢାକା, ୧୩ା୭:ବାଂଲାଦେଶରେ ମୌସୁମୀଜନିତ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଗତ ଏକ ସପ୍ତାହ ମଧ୍ୟରେ ବନ୍ୟା ଓ ଭୂସ୍ଖଳନଜନିତ ବିଭିନ୍ନ ଦୁର୍ଘଟଣାରେ…

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ…

ନେପାଳରେ ପୁଣି ଜେନ୍‌ ଜି ବିକ୍ଷୋଭ

କାଠମାଣ୍ଡୁ,୧୩ା୭: ନେପାଳ ସରକାର କୌଣସି ଥଇଥାନ ଯୋଜନା ନ କରି ଜବରଦଖଲକାରୀଙ୍କୁ ଉଚ୍ଛେଦ କରୁଥିବାରୁ ଏହାର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁରେ ରବିବାର ଜୋର୍‌ଦାର ବିକ୍ଷୋଭ ହୋଇଛି। ଶତାଧିକ…

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri