ଝାରସୁଗୁଡାରେ କୋଭିଡ ମୁକାବିଲା କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ, ଉନ୍ନୟନ କମିଶନର

ଝାରସୁଗୁଡ଼ା ଅଫିସ,୧।୫: ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭି.କେ ପଣ୍ଡିଆନ ଶୁକ୍ରବାର ଦିନିକିଆ ଝାରସୁଗୁଡା ଜିଲା ଗସ୍ତ କରିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରୁ ଯାଇ ଝାରସୁଗୁଡା ବିମାନବନ୍ଦରରେ ଓହ୍ଲାଇଥିଲେ। ପରେ ଗାଡ଼ି ଯୋଗେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଜିଲା ପ୍ରଶାସନ ପକ୍ଷରୁ ହେଉଥିବା କୋଭିଡ ମୁକାବିଲା କାର୍ଯ୍ୟର ସମୀକ୍ଷା କରିଥିଲେ। ପରେ ସେଠାରୁ ସୁନ୍ଦରଗଡ ଅଭିମୁଖେ ବାହାରିଥିଲେ। ତାଙ୍କ ସହ ଡିଆଇଜି ହିମାଂଶୁ ଲାଲ, ଝାରସୁଗୁଡ଼ା ଜିଲାପାଳ ସରୋଜ କୁମାର ସାମଲ, ଏସ୍‌ପି ରାହୁର ପିଆର, ସିଡିଏମ୍‌ଓ ଡା.ଜଗଦୀଶ ଚନ୍ଦ୍ର ବାରିକ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୮୦ ପ୍ରତିଶତ କରୋନା ସଂକ୍ରମିତଙ୍କ ଠାରେ କୌଣସି ଲକ୍ଷଣ ନ ଥିଲା: ବାଗ୍‌ଚୀ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଛି। ତେବେ ଆକ୍ରାନ୍ତ ୧୧୦ ଜଣଙ୍କ ମଧ୍ୟରୁ ୮୦ ପ୍ରତିଶତଙ୍କଠାରୁ କୌଣସି...

ମାସ୍କ ପିନ୍ଧିବାକୁ ବ୍ୟବସାୟୀ ସଂଘ ପକ୍ଷରୁ ଲୋକଙ୍କୁ କରାଯାଉଛି ସଚେତନ

ହିଳିକାଟୁ,୧୦ା୪(ଡି.ଏନ୍‌.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇଁ ଲୋକଙ୍କୁ ମୁହଁ ଓ ନାକକୁ ମାସ୍କ କିମ୍ବା କପଡ଼ାରେ ଘୋଡ଼ାଇବା ପାଇଁ ବାଧ୍ୟତାମୂଳକ କରାଯାଇଛି। ବାହାରେ ମାସ୍କ ନ...

ଫନିପାଲ ବିଦ୍ୟାଳୟର ନାମ ପରିବର୍ତ୍ତନକୁ ବିରୋଧ

ଯାଜପୁର ରୋଡ,୧୦।୮(ନି.ପ୍ର.): କ୍ରାନ୍ତି ଦିବସ ଅବସରରେ ଶୁକ୍ରବାର ସ୍ମୃତି ସଂସଦ କମିଟିର ଆବାହକ ମଦନ ମୋହନ ଜେନାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଡ. ଫନିପାଲ ବିଦ୍ୟାଳୟ ପରିସରରେ...

ନିର୍ମାଣ ସ୍ଥଳ ଦେଖିଲେ ବିଧାୟକ

କଣିହାଁ,୧୭ା୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ କରଡେଇ-ବୁରୁବାହାଳ ଗ୍ରାମ ଏରିଆରେ ଟିକିରା ନଦୀରେ ପୋଲ ନିର୍ମାଣ କାର୍ଯ୍ୟରେ ବିଳମ୍ବ ହେଉଥିବା ନେଇ ଅଭିଯୋଗ ହୋଇଛି। ଧାର୍ଯ୍ୟ ସମୟ...

ଉଛୁଳିଲା ଭାର୍ଗବୀ, ତଳିଆ ଅଞ୍ଚଳରେ ପାଣି

ପୁରୀ ଅଫିସ,୨୪ା୮: ହୀରାକୁଦ ଗେଟ୍‌ ଖୋଲାଯିବା ପରେ ମହାନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ଏହାର ଶାଖା ନଦୀଗୁଡ଼ିକ ମଧ୍ୟ ଫୁଲିବାରେ ଲାଗିଛି। ପୁରୀ ଜିଲାର...

ବଢ଼ିଲା ଥାଲାସେମିଆ, କ୍ୟାନ୍ସର ରୋଗୀଙ୍କ ଚିକିତ୍ସା ଚିନ୍ତା

ଭୁବନେଶ୍ୱର, ୬।୪ (ବ୍ୟୁରୋ): କରୋନା ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ ଜାରି ହୋଇଥିବା ବେଳେ ଥାଲାସେମିଆ ଓ କ୍ୟାନ୍ସର ରୋଗୀଙ୍କ ଚିକିତ୍ସା ଯୋଗାଇବା ଏବେ କଷ୍ଟକର...

ଡାକ୍ତର କହି ବିବାହ ମହଙ୍ଗା ପଡ଼ିଲା: ମହିଳା ଡାକ୍ତରଙ୍କ ଅଭିଯୋଗ ପରେ ସ୍ବାମୀ ଗିରଫ

ଭୁବନେଶ୍ୱର, ୧୫-୧(ବ୍ୟୁରୋ): ଯୁକ୍ତ୨ ଫେଲ୍‌, ହେଲେ କହିଥିଲେ ଡାକ୍ତରୀ ପାସ୍‌। ଏପରି ମିଛ କହି ଜଣେ ମହିଳା ଡାକ୍ତରଙ୍କୁ ମଧ୍ୟ ବିବାହ କରିବା ଏବେ ଜଣେ...

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ୪୯ ହଜାର

ନୂଆଦିଲ୍ଲୀ,୬।୫: ଭାରତରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ଇତିମଧ୍ୟରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪୯...

Coronavirus Update


Archives

Model This Week

Why Dharitri