ଝାରସୁଗୁଡାରେ ଦମ୍ପତିଙ୍କୁ କରୋନା

ଝାରସୁଗୁଡା ଅଫିସ,୧୧ା୬-ଝାରସୁଗୁଡା ଜିଲା ବ୍ରଜରାଜନଗର ଅଞ୍ଚଳରୁ ଗୁରୁବାର ଆଉ ୨ କରୋନା ରୋଗୀ (ଦମ୍ପତି) ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି। ଜିଲାପାଳଙ୍କ ଦାୟିତ୍ୱରେ ଥିବା ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ତପିରାମ ମାଝୀଙ୍କ ସୂଚନା ମୁତାବକ ୫ତାରିଖ ଦିନ ଏହି ଦମ୍ପତି ମୁମ୍ବାଇରୁ ଆସିବା ପରେ ସେମାନଙ୍କୁ ବ୍ରଜରାଜନଗର ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ରଖାଯାଇଥିଲା। ସେମାନଙ୍କ ସ୍ବାବ ନମୁନା ପଜିଟିଭ ଆସିବା ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନଭାବେ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ ମୁଖ୍ୟମନ୍ତ୍ରୀଙ୍କ ୨ ଦିନିଆ ବେଙ୍ଗାଲୁରୁ ଗସ୍ତ

ଭୁବନେଶ୍ବର,୨୨ା୯(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୮ ତାରିଖରୁ ୨ ଦିନିଆ ବେଙ୍ଗାଲୁରୁ ଗସ୍ତରେ ଯିବେ। ସେଠାରେ ଆୟୋଜିତ ‘ଓଡିଶା ଇନଭେଷ୍ଟର୍ସ ମିଟ୍‌’ରେ ସେ ଯୋଗଦେବେ ବୋଲି...

ଛାତ୍ରୀଙ୍କୁ ଅସଦାଚରଣ ମାମଲା: ବଦଳିଲେ ସହକାରୀ ପରିଚାଳିକା, ମାଟ୍ରନ

କେନ୍ଦୁଝର,୨୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ବଣାପଳାସପାଳ ବାଳିକା ଉଚ୍ଚ ବିଦ୍ୟାଳୟରେ ଦୁଇ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ ଘଟଣାରେ ସହକାରୀ ପରିଚାଳିକାଙ୍କୁ ବଦଳି...

ଖପୁରିଆ ଆଇଟିଆଇରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ ଇନୋଭେଶନ ସେଣ୍ଟର

କଟକ ଅଫିସ, ୨୨ା୧୦: ଖପୁରିଆସ୍ଥିତ ସରକାରୀ ଆଇଟିଆଇରେ ପ୍ରତିଷ୍ଠା ହେବ ଫିଜିକାଲ ଏବଂ ଭର୍ଚ୍ଚୁଆଲ ଅତ୍ୟାଧୁନିକ ଇନୋଭେସନ ସେଣ୍ଟର। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ରୋବୋଟିକ୍ସ, ଇଲେକ୍ଟ୍ରୋନିକ୍ସ ଏବଂ...

ପୋଲିସକର୍ମୀଙ୍କୁ ଆକ୍ରମଣ କଲେ ଆକ୍ରମଣକାରୀଙ୍କ ଉପରେ ଲାଗିବ ଏନ୍‌ଏସ୍‌ଏ: ଯୋଗୀ

ଲକ୍ଷ୍ନୌ,୩।୪: କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ କେତେକ ସ୍ଥାନରେ ପୋଲିସକର୍ମୀ ଓ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ଆକ୍ରମଣ...

ମହଙ୍ଗା ପଡ଼ିଲା ଦ୍ୱିତୀୟ ବିବାହ: ବାହାବେଦିରୁ ଥାନାକୁ ଗଲେ ବର

କଟକ ଅଫିସ,୨୭ା୨: ୩ ବର୍ଷ ତଳେ ପାଠ ପଢାଉଥିବାବେଳେ ନିଜ ଛାତ୍ରୀଙ୍କ ପ୍ରେମରେ ପଡ଼ିଥିଲେ। ପରେ ତାଙ୍କୁ କୋର୍ଟରେ ବିବାହ କରିଥିଲେ। ଉଭୟଙ୍କୁ ସ୍ବାମୀ-ସ୍ତ୍ରୀ ଭାବେ...

ଭିଜିଲାନ୍ସ ଜାଲରେ ମୁଖ୍ୟ କିରାଣୀ

ସୋନପୁର,୯।୫(ନି.ପ୍ର): ସୁବର୍ଣ୍ଣପୁର ଜିଲା ତରଭା ସବରେଜିଷ୍ଟ୍ରି ଅଫିସର ମୁଖ୍ୟ କିରାଣୀ ଶିବ ପ୍ରସାଦ ଗୁରୁଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଶିବ ପ୍ରସାଦ ଗୁରୁ...

ମାହାଙ୍ଗା ଗଣହତ୍ୟା ମାମଲା: ଆସିଲା ବ୍ୟବଚ୍ଛେଦ ରିପୋର୍ଟ

ମାହାଙ୍ଗା,୧୯।୪(ସ୍ବ.ପ୍ର.): ମାହାଙ୍ଗା ଗଣହତ୍ୟା ମାମଲାରେ ମଙ୍ଗଳବାର ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶରୀର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି। ତେବେ ରିପୋର୍ଟରେ ବିଷକ୍ରିୟା ନେଇ...

ଅଟେଇ ଜଙ୍ଗଲରେ ମହାବଳ ପାଦ ଚିହ୍ନ

ପାଟଣା,୫।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡ ବିଟ୍‌ ରୋହଣୀଦୁମା ବଣ ମହୁଲଡ଼ିହା ମଝିରେ ଥିବା ଅଟେଇ ସଂରକ୍ଷିତ ଶାଳ ଜଙ୍ଗଲରେ ମହାବଳ ବାଘର ସନ୍ଧାନ...

Advertisement
Archives

Model This Week