ଝିଅକୁ ହରାଇଥିବା ହୋମଗାର୍ଡଙ୍କୁ ସହାୟତା

ପିପିଲି,୩୦।୪(ଡି.ଏନ.ଏ.): ଝିଅକୁ ହରାଇବା ସତ୍ତ୍ୱେ କର୍ତ୍ତବ୍ୟକୁ ଅବହେଳା ନ କରି କାର୍ଯ୍ୟରେ ରହିଥିବା ପିପିଲି ଥାନା ଅଞ୍ଚଳରେ କାର୍ଯ୍ୟରତ ହୋମଗାର୍ଡ ଗୌରୀ ବେହେରାଙ୍କୁ ସହାୟତାର ସୁଅ ଛୁଟିଛି। ତାଙ୍କର ଏହି କାର୍ଯ୍ୟକୁ ଦେଖି ସମସ୍ତେ ପ୍ରଶଂସା କରିବା ସହ ପିପିଲି ଥାନାଧିକାରୀ ଶରତ କୁମାର ସାହୁ ୫ହଜାର ଟଙ୍କା ଓ ସମ୍ପୂର ଗ୍ରାମର ସରପଞ୍ଚ ଲକ୍ଷ୍ମଣ ମାଲିକ ୫ହଜାର ଟଙ୍କାର ଆର୍ଥତ୍କ ସହାୟତା ଦେଇଛନ୍ତି। ସୂଚନାଯୋଗ୍ୟ, ଗୌରୀଙ୍କ ୧୩ବର୍ଷର ଝିଅ କର୍କଟ ରୋଗରେ ପୀଡ଼ିତ ଥିଲେ। ଗତ ସୋମବାର ଝିଅର ମୃତ୍ୟୁ ହୋଇଯାଇଥିବା ଖବର ଜାଣିବା ପରେ ମଧ୍ୟ ନିଜ କର୍ତ୍ତବ୍ୟକୁ ଗୁରୁତ୍ୱ ଦେଇ କାର୍ଯ୍ୟରେ ଉପସ୍ଥିତ ରହିଥିଲେ। କରୋନା ସମୟରେ ନିଜ କାର୍ଯ୍ୟକୁ ପ୍ରଥମ ଦେଖିଥିବାରୁ ସମସ୍ତ ଅଞ୍ଚଳବାସୀ ମଧ୍ୟ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ଚନ୍ଦନଯାତ୍ରା,ମୁତୟନ ହେବେ ୫ପ୍ଲାଟୁନ ଫୋର୍ସ

ପୁରୀ ଅଫିସ, ୨।୫: ମହାପ୍ରଭୁଙ୍କ ଚନ୍ଦନଯାତ୍ରା ମଙ୍ଗଳବାରଠୁ ଆରମ୍ଭ ହେବ। ତେବେ ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତ କରାଯାଇଛି।...

ଦୃଷ୍ଟିହୀନ ମହିଳାଙ୍କୁ ନୂଆଘର କରି ଚାବି : ହସ୍ତାନ୍ତର କଲା ପ୍ରଶାସନ

ବଲାଙ୍ଗୀର ଅଫିସ, ୮ା୩ ମହିଳା ଦିବସ ଅବ୍ୟବହତି ପୂର୍ବରୁ ବଲାଙ୍ଗୀର ଜିଲା ପ୍ରଶାସନ ଜଣେ ଗରିବ ଦୃଷ୍ଟିହୀନ ମହିଳାଙ୍କୁ ନୂଆ ଘର ତିଆରି କରି ହସ୍ତାନ୍ତର...

୨୬ରେ ସୂର୍ଯ୍ୟୋପରାଗ ଖାଲିଆଖିରେ ନ ଦେଖିବାକୁ ପରାମର୍ଶ:ପଠାଣି ସାମନ୍ତ ପ୍ଲାନେଟାରିୟମରେ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ଆସନ୍ତା ୨୬ତାରିଖ ସକାଳେ ଏକ ବିରଳ ସୂର୍ଯ୍ୟୋପରାଗ ସଂଘଠିତ ହେବ। ଏହା ଦକ୍ଷିଣ-ଭାରତର କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବେ ଦେଖାଯିବାକୁ ଥିବାବେଳେ ଓଡ଼ିଶାରେ...

ହାଇଦର ଏନ୍‌କାଉଣ୍ଟର ଘଟଣା: ରିପୋର୍ଟ ତଲବ କଲେ ମାନବ ଅଧିକାର ଆୟୋଗ

ବାଲେଶ୍ୱର ଅଫିସ,୨୬।୭: ହାଇଦର ଏନକାଉଣ୍ଟର ଘଟଣାରେ ରିପୋର୍ଟ ତଲବ କଲେ ଓଡ଼ିଶା ମାନବ ଅଧିକାର ଆୟୋଗ। ୪ ସପ୍ତାହ ଭିତରେ ରିପୋର୍ଟ ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ...

ଆଜି ବିଶ୍ୱ ପରିବେଶ ଦିବସ: ବିକାଶ ନାମରେ ନଷ୍ଟ ହେଉଛି ପରିବେଶ

କେନ୍ଦୁଝର, ୫ା୬ (ସ୍ବ.ପ୍ର.)-ଆଜି ବିଶ୍ୱ ପରିବେଶ ଦିବସ। ଏହି ଦିବସକୁ ପାଳନ ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ବ୍ୟାପକ ପ୍ରସ୍ତୁତ ଚାଲିିଛି କିନ୍ତୁ କାହାରି...

ବନ୍ଧୁକ ଦେଖାଇ ଲୁଟିନେଲେ ବାଇକ୍‌

ରେଙ୍ଗାଲି,୩୧ା୩: ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅଧୀନ ରେଙ୍ଗାଲି-ସପନେ ରାସ୍ତାର ସାଲଡ ଗ୍ରାମ ନିକଟରେ ବୁଧବାର ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ଜଣେ ଯୁବକଙ୍କ ବାଇକ୍‌ ଲୁଟି...

ବିନା ଧାଡ଼ିରେ ଶ୍ରଦ୍ଧାଳୁଙ୍କ ଶ୍ରୀମନ୍ଦିର ପ୍ରବେଶ

ପୁରୀ ଅଫିସ,୧୨।୧୨: ଶ୍ରୀମନ୍ଦିର ଧାଡ଼ି ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କୁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଥିବା ବେଳେ କେତେଜଣ ସେବାୟତ ଶ୍ରଦ୍ଧାଳୁଙ୍କୁ ବିନା ଧାଡ଼ିରେ ଶ୍ରୀମନ୍ଦିରରେ...

୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ୱର,୨୮ା୪(ବ୍ୟୁରୋ):ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଗ୍ରୀଷ୍ମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଗତ କିଛିଦିନ ହେବ ପ୍ରବଳ ଖରା ସମଗ୍ର ରାଜ୍ୟକୁ ଉତ୍ତପ୍ତ...

Advertisement
Archives

Model This Week