Posted inଖେଳ

ଝିଅକୁ ଦେଖି ଖୁସିରେ ଆତ୍ମହରା କୋହଲି: ପଡିଆରୁ ହାତ….

ସେଞ୍ଚୁରିୟନ,୩୧।୧୨: ସେଞ୍ଚୁରିୟନରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୧୧୩ ରନ୍‌ରେ ପରାସ୍ତ କରିଛି ଭାରତ। ବିରାଟ କୋହଲିଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ସେଞ୍ଚୁରିୟନରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ମ୍ୟାଚ ଜିତିବାରେ ଟିମ ଇଣ୍ଡିଆ ଏସିଆର ପ୍ରଥମ ଦଳ ହୋଇପାରିଛି। ଟିମ ଇଣ୍ଡିଆର ଏହି ବିଜୟ ପରେ ଅଧିନାୟକ ବିରାଟ କୋହଲି ତାଙ୍କ ଝିଅ ସହିତ ଖୁସି ବାଣ୍ଟୁଥିବା ଦେଖିବାକୁ ମିଳିଥିଲା
ବିଜୟ ପରେ କୋହଲି ଷ୍ଟାଡିୟମରେ ଉପସ୍ଥିତ ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଏବଂ ଝିଅ ଭାମିକାଙ୍କୁ ଦେଖିବା ପରେ ବିରାଟ କୋହଲି ଯେପରି ଖୁସିରେ ହାତ ଠାରି ଡାକିଥିଲେ। ଏହା କରିବାବେଳେ ବିରାଟ କୋହଲିଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ବିରାଟ କୋହଲି ଜିତିବା ପରେ ପଡ଼ିଆରୁ ଫେରୁଥିବାବେଳେ ସେ ତାଙ୍କ ଝିଅ ଏବଂ ସ୍ତ୍ରୀଙ୍କ ଆଡକୁ ହାତ ବୁଲାଇ ଉତ୍ସାହରେ ଡାକିଥିଲେ।

ଏହି ବିଜୟ ସହିତ ବିରାଟ କୋହଲି ଭାରତର ଏକମାତ୍ର ଅଧିନାୟକ ଭାବେ ଦକ୍ଷିଣ ଆଫ୍ରିକାରେ ଦୁଇଟି ଟେଷ୍ଟ ମ୍ୟାଚ ଜିତିଛନ୍ତି। ଏହାପୂର୍ବରୁ କୌଣସି ଭାରତୀୟ ଅଧିନାୟକ ଦକ୍ଷିଣ ଆଫ୍ରିକା ମାଟିରେ ଗୋଟିଏରୁ ଅଧିକ ଟେଷ୍ଟ ମ୍ୟାଚ ଜିତି ନ ଥିଲେ। କୋହଲିଙ୍କ ପୂର୍ବରୁ ଭାରତ ଦକ୍ଷିଣ ଆଫ୍ରିକାରେ ମହେନ୍ଦ୍ର ସିଂ ଧୋନୀ ଏବଂ ରାହୁଲ ଦ୍ରାବିଡଙ୍କ ଅଧିନାୟକତ୍ୱରେ ୧-୧ ଟେଷ୍ଟ ମ୍ୟାଚ ଜିତିଥିଲା। ସେଞ୍ଚୁରିୟନରେ ଏହା ଭାରତର ପ୍ରଥମ ଟେଷ୍ଟ ବିଜୟ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri