Posted inଜାତୀୟ

ଝିଅଙ୍କ ବିବାହ ବୟସସୀମା ୧୮ ପରିବର୍ତ୍ତେ ୨୧ କରାଯାଉ,ସୁପ୍ରିମକୋର୍ଟ ଗଲେ ଭାଜପା ନେତା

ନୂଆଦିଲ୍ଲୀ, ୧୪।୮: ଝିଅଙ୍କ ବିବାହ ବୟସସୀମା ୧୮ ପରିବର୍ତ୍ତେ ୨୧ କରାଯାଉ ବୋଲି ଦାବି କରିଛନ୍ତି ଭାଜପା ନେତା ଅଶ୍ୱିନୀ ଉପାଧ୍ୟାୟ। ଏନେଇ ସେ ସୁପ୍ରିମକୋର୍ଟରେ ଏକ ମାମଲା ଦାଏର କରିଛନ୍ତି। ଭାରତରେ ପୁରୁଷଙ୍କ ବିବାହ ବୟସସୀମା ୨୧ ହୋଇଥିଲାବେଳେ ଝିଅଙ୍କ ବୟସସୀମା ୧୮ ରହିଛି। ଏହାଦ୍ୱାରା ସମ୍ବିଧାନ ଧାରା ୧୪, ୧୫ ଏବଂ ୨୧ର ଉଲ୍ଲଂଘନ ହେଉଛି। ଯୁବତୀଙ୍କ ଆତ୍ମନିର୍ଭରଶୀଳ ହେବା ପଥରେ ଏହା ବାଧକ ସୃଷ୍ଟି କରୁଛି। ତେଣୁ ଏହାକୁ ୧୮ ପରିବର୍ତ୍ତେ ୨୧ କରାଯାଉ ବୋଲି ଅଶ୍ୱିନୀ ଯୁକ୍ତି ବାଢିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂକ୍ରମଣ ପୁଣି ବଢ଼ିବା ଆଶଙ୍କା

ନୂଆଦିଲ୍ଲୀ, ୨ା୬: କୋଭିଡ୍‌ ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ସୁଫଳ ଦେଖିବାକୁ ମିଳିଛି। ୨୪ ଘଣ୍ଟାରେ ଦେଶରେ ୧,୨୭,୫୧୦ ଜଣ କରୋନା...

ଗୁଜରାଟ କ୍ୟାବିନେଟର ସମ୍ପ୍ରସାରଣ: କାନୁଭାଇଙ୍କୁ ଅର୍ଥ, ହର୍ଷ ସାଙ୍ଗଭିିଙ୍କୁ ମିଳିଲା ଗୃହ ମନ୍ତ୍ରଣାଳୟ

ଅହମ୍ମଦାବାଦ,୧୨।୧୨: ଗୁଜୁରାଟରେ ଭାଜପାର ଐତିହାସିକ ବିଜୟ ପରେ ସୋମବାର ଭୂପେନ୍ଦ୍ର ପଟେଲ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଗାନ୍ଧି ନଗରର ହେଲିପ୍ୟାଡ ଗ୍ରାଉଣ୍ଡରେ ରାଜ୍ୟର...

ମଝି ସମୁଦ୍ରରେ ଦୁର୍ଘଟଣା: ଅଳ୍ପକେ ବର୍ତ୍ତିଲେ କୋଷ୍ଟ ଗାର୍ଡ

ଗାନ୍ଧିନଗର,୨୭ ।୧୧: ଗୁଜରାଟ କଚ୍ଛର ସମୁଦ୍ର କୂଳରେ ଶୁକ୍ରବାର ରାତିରେ ଏକ ବଡ ଘଟଣା ଘଟିଛି । ଏଠାରେ ଦୁଇ ପାଣି ଜାହାଜ ପରସ୍ପର ମଧ୍ୟରେ...

ୟୁପି ଜେଲ୍‌ରେ ଗ୍ୟାଙ୍ଗଷ୍ଟରଙ୍କୁ ହତ୍ୟା

ଚିତ୍ରକୂଟ,୧୪।୫: ଉତ୍ତରପ୍ରଦେଶର ଚିତ୍ରକୂଟ ଜେଲ୍‌ରେ ଶୁକ୍ରବାର ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୩ ଜଣ ବିଚାରାଧୀନ କଏଦୀ ପ୍ରାଣ ହରାଇଛନ୍ତି। ଅନଶୁଲ୍‌ ଦୀକ୍ଷିତ ନାମକ କଏଦୀ...

ଆସ୍ଥା ଭୋଟ ଜିତିଲେ ମାନ୍‌

ଚଣ୍ଡିଗଡ଼,୩।୧୦: ପଞ୍ଜାବ ବିଧାନସଭାରେ କଂଗ୍ରେସ ବିଧାୟକମାନଙ୍କ କକ୍ଷତ୍ୟାଗ ସତ୍ତ୍ୱେ ଆମ୍‌ ଆଦ୍‌ମୀ ପାର୍ଟି ସରକାର ସୋମବାର ଆସ୍ଥା ଭୋଟ ଜିତିଯାଇଛନ୍ତି। ରାଜ୍ୟରେ ଭାଜପାର ଅପରେଶନ ଲୋଟସ୍‌...

ଏକକ ଭୋଟର ତାଲିକା ପାଇଁ କେନ୍ଦ୍ରର ବିଚାର

ନୂଆଦିଲ୍ଲୀ, ୩୦।୮(ପି.ଟି.): ଲୋକ ସଭା, ରାଜ୍ୟ ବିଧାନସଭା ଏବଂ ମ୍ୟୁନିସିପାଲିଟି ତଥା ପଞ୍ଚାୟତ ନିର୍ବାଚନ ପାଇଁ ଗୋଟିଏ ଭୋଟର ତାଲିକା ପ୍ରଚଳନର ସମ୍ଭାବ୍ୟତାକୁ ନେଇ ସରକାର...

କଲାମଙ୍କ ବାୟୋପିକର ପ୍ରଥମ ପୋଷ୍ଟର ରିଲିଜ୍‌

ନୂଆଦିଲ୍ଲୀ,୯।୨: ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବଦୁଲ କଲାମଙ୍କ ବାୟୋପିକର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି। କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡକରଙ୍କ ଦ୍ୱାରା ରବିବାର ଫାଷ୍ଟ ଲୁକ୍‌ର ପୋଷ୍ଟର...

ସୁପ୍ରିମକୋର୍ଟରେ କରୋନା କଟକଣା

ନୂଆଦିଲ୍ଲୀ,୨୪ା୩(ପି.ଟି.): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିରାପତ୍ତା ପଦକ୍ଷେପ ସ୍ବରୂପ ସର୍ବୋଚ୍ଚ ଅଦାଲତ ଓକିଲାମାନଙ୍କ ଚାମ୍ବରଗୁଡ଼ିକୁ ବନ୍ଦ କରିବା ଲାଗି ସୋମବାର ନିଷ୍ପତ୍ତି ନେଇଛନ୍ତି। କେବଳ...

Advertisement
Archives

Model This Week