ଝିଅର ଜନ୍ମଦିନ ପାଳିଲେ ଧର୍ମେନ୍ଦ୍ର-ହେମା

ମୁମ୍ବାଇ: ବଲିଉଡ ଡ୍ରିମ ଗର୍ଲ ହେମା ମାଳିନୀ ଓ ଅଭିନେତା ଧର୍ମେନ୍ଦ୍ର ଝିଅ ଆହାନାଙ୍କର ବାର୍ଥଡେ ନିଜ ପରିବାର ସହ ମୁମ୍ବାଇର ଜୁହୁ ସ୍ଥିତ ଏକ ହୋଟେଲରେ ସେଲିବ୍ରେଟ କରିଥିବା ଦେଖିବାକୁ ମିଳିଛି। ସେଲିବ୍ରେସନର କିଛି ଫଟୋକୁ ଇଶା ଦେଓଲ ସୋସିଆଲ ଆକାଉଣ୍ଟରେ ଶେୟାର କରିଥିବା ବେଳେ ଏବେ ଏହା ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ ଧର୍ମେନ୍ଦ୍ର, ହେମା ମାଳିନୀ, ଆହାନା ଓ ତାଙ୍କ ସ୍ବାମୀ ବୈଭବ ଏବଂ ଇଶା ତାଙ୍କ ସ୍ବାମୀ ତଖତାନି ଓ ପିଲାମାନଙ୍କ ସହ ନଜର ଆସିଛନ୍ତି। ଆହାନା ନିଜ ପୁଅ ସହ ମିଶି ବର୍ଥଡେ କେକ୍‌ କାଟୁଥିବା ବେଳେ ସମେସ୍ତ ବେଶ୍‌ ଖୁସି ଥିବା ଦେଖିବାକୁ ମିଳିଛି। ବହୁ ସମୟରେ ଧର୍ମେନ୍ଦ୍ରଙ୍କୁ ୨ଝିଅଙ୍କ ସହ ଦେଖିବାକୁ ମିଳୁଥିବା ବେଳେ ଏମାନଙ୍କ ଭିତରେ ଭଲ ସମ୍ପର୍କ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ

ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍‌ଏସ୍‌ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ…

ମାସେ ତଳେ ଫୁଲ ତୋଳିବାକୁ ଯାଉ ଆଉ ଫେରି ନ ଥିଲେ ସୁନ୍ଦରୀ: କେନାଲରୁ ମିଳିଲା…

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପା ପଞ୍ଚାୟତ ଗୁଡିପଦର ଗ୍ରାମ ନିକଟ ଏକ କେନାଲ ପାଖରୁ ଏକ ନରକଙ୍କାଳ ଉଦ୍ଧାର ହୋଇଛି। ଖବର…

ମମତାଙ୍କୁ ଆଉ ଏକ ବଡ଼ ଝଟ୍‌କା: TMCରୁ ଆଉ ଜଣେ ଏମ୍‌ପିଙ୍କ ଇସ୍ତଫା; ଜାଣନ୍ତୁ ଏବେ ଦିଦିଙ୍କ ସହ କେତେ ରହିଲେ ଏମ୍‌ପି-ବିଧାୟକ

କୋଲକାତା,୧୧।୫: ପଶ୍ଚିମବଙ୍ଗର ଶାସକ ଦଳ ତୃଣମୂଳ କଂଗ୍ରେସ (TMC) ମଧ୍ୟରେ ସବୁ କିଛି ଠିକ୍‌ ଚାଲିନାହିଁ ଏବଂ ଦଳରେ ଦଳବଦଳର ସ୍ଥିତି ସୃଷ୍ଟି ହୋଇଛି। ଦଳର ରାଜ୍ୟ…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବ୍ଲକ ମୁଖ୍ୟ ଉନ୍ନୟନ ଅଧିକାରୀ

ଲାଞ୍ଜିଗଡ଼,୧୧ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପରିଦର୍ଶନ କରି ପ୍ରଧାନମନ୍ତ୍ରୀ-ଜନମନ ଗୃହ ପ୍ରକଳ୍ପର ଅଗ୍ରଗତି ଓ ଅନ୍ୟାନ୍ୟ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ ମୁଖ୍ୟ…

ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ: ପିଏମ ମୋଦିଙ୍କୁ ‘ଡୋୟନ’ କହିଲା ରୁଷିଆ, ଏହାର ପ୍ରକୃତ ଅର୍ଥ ଜାଣିଲେ…

ନୂଆଦିଲ୍ଲୀ, ୧୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ସବୁଠାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସେବା ପ୍ରଦାନ କରି ଏକ ନୂଆ ରେକର୍ଡ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

୩୦୦ କିଲୋ ମାଛ, ୬,୦୦୦ କମଳା ଧରି ଫିଫା ବିଶ୍ୱକପ୍‌ରେ ପହଞ୍ଚିଲା ଏହି ଦେଶ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୬: ଫିଫା ବିଶ୍ୱକପ (FIFA ବିଶ୍ୱକପ ୨୦୨୬)ର ୨୩ତମ ସଂସ୍କରଣ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଘଣ୍ଟା ବାକି ଅଛି। ଏଥର ମୋଟ ୪୮ଟି ଦଳ…

ବର୍ଜ୍ୟବସ୍ତୁ ପରିଚାଳନା ଠପ୍‌, ସହର ପାଲଟିବ ଡମ୍ପିଂୟାର୍ଡ: ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀଙ୍କ କଥାରେ ନାହିଁ ତାଳମେଳ

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ):ସଫେଇ ଗାଡ଼ି ଅଛି, ସଫେଇ କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ସହରରୁ ନିଷ୍କାସିତ ମଇଲା, ଆବର୍ଜନା ପକାଇବା ପାଇଁ ସ୍ଥାୟୀ ଡମ୍ପିଂୟାର୍ଡ଼ କିମ୍ବା ଜାଗା ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri