ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଡେରାବିଶ,୧୦।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଧୀନ ବଳଭଦ୍ରପୁରପାଟରେ ସୋମବାର ସକାଳେ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ କେଉଟ କଣ୍ଡିଆ ଗ୍ରାମର ଗୁନ ସେଠୀଙ୍କ ସ୍ତ୍ରୀ ରୀତା(୩୭)।
ପୋଲିସ ସୂଚନା ଅନୁଯାୟୀ, ଘରୋଇ କଳହକ କେନ୍ଦ୍ରକରି ରବିବାର ମଧ୍ୟାହ୍ନରେ ରାତା ଘରୁ କେଉଁଆଡ଼େ ପଳାଇଯାଇଥିଲେ। ତେବେ ସୋମବାର ସକାଳୁ ସ୍ଥାନୀୟ ଅଞ୍ଚଳର କେତେଜଣ ବ୍ୟକ୍ତି ବିଲରେ କାମ କରିବାକୁ ଯାଉଥିବା ବେଳେ ନିମ୍ବ ଗଛରେ ରୀତାଙ୍କ ମୃତଦେହ ଝୁଲୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ରୀତାଙ୍କ ବାପଘର ପକ୍ଷରୁ ତାଙ୍କ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶର ଶତ୍ରୁ ବେଆଇନ ଇଟାଭାଟି

କେନ୍ଦ୍ରାପଡ଼ା ଅଫିସ,୧୦ା୧୧: ନଭେମ୍ବର ଆରମ୍ଭରୁ କେନ୍ଦ୍ରାପଡ଼ା ଜିଲାରେ ମାଟି ଇଟାଭାଟି ବଢ଼ି ଚାଲିଛି। ନଦୀ ଶଯ୍ୟାର ୫୦୦ ମିଟର ମଧ୍ୟରେ ମାଟି ଓ ବାଲି ଉଠା...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଯୁବକଙ୍କ ଜୀବନ

କେନ୍ଦ୍ରାପଡ଼ା ଅଫିସ,୩୦ା୧୨: କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଜମଧରଠାରେ ଗୁରୁବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ୩...

କେନ୍ଦ୍ରାପଡ଼ା ମୁଖ୍ୟ କେନାଲ ବନ୍ଧରୁ ଅତଡ଼ା ଖସିଲା

ଡେରାବିଶ,୨୦ା୧(ସ୍ବ.ପ୍ର.):ଖରିଫ ଧାନ ଫସଲ ଅମଳ ପରେ କେନାଲ ଉପରେ ନିର୍ଭରଶୀଳ ଚାଷୀମାନେ ଜାନୁୟାରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ରବି ଫସଲ ଚାଷ କରିଥାନ୍ତି। ପ୍ରତ୍ୟେକ ବର୍ଷ...

ପ୍ଲାଷ୍ଟିକ୍‌ ଅଲିଭ ରିଡ୍‌ଲେଙ୍କ ପାଇଁ ବିପଦ ସାଜିଛି

କେନ୍ଦ୍ରାପଡା ଅଫିସ,୧୦ା୩:ରାଜନଗର ବ୍ଲକ ପେଣ୍ଠଠାରେ ସାଗରବେଳା ମହୋତ୍ସବ ଗତ ୩ ତାରିଖରୁ ୩ ଦିନ ଧରି ଅନୁଷ୍ଠିତ ହୋଇଥିଲା। ମହୋତ୍ସବ ସରିଯାଇଥିବା ବେଳେ ଏହି ପର୍ଯ୍ୟଟନ...

ରାଜ୍ୟ ବିଜେଡିର ସାଧରଣ ସମ୍ପାଦିକା ହେଲେ ଗୀତାଞ୍ଜଳି

ଡେରାବିଶ, ୨୧ା୦୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀ ଓ ଜିଲାର ବରିଷ୍ଠ ବିଜେଡି ନେତ୍ରୀ ଗୀତାଞ୍ଜଳି ସେଠୀଙ୍କୁ ବିଜୁ ଜନତା ଦଳ(ବିଜେଡି)ର ରାଜ୍ୟ ସାଧାରଣ ସମ୍ପାଦିକା...

ବାତ୍ୟା ଆଶ୍ରୟସ୍ଥଳକୁ ୭୭୫୪ ସ୍ଥାନାନ୍ତର

କେନ୍ଦ୍ରାପଡ଼ା ଅଫିସ,୨୫ା୫: ବାତ୍ୟା ୟାସ୍‌ ଅତି ଭୟଙ୍କର ଭାବେ ମାଡ଼ି ଆସୁଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରଭାବିତ ହେବ। ପାଣିପାଗ ବିଶେଷଜ୍ଞଙ୍କ ଏହି...

ପଟ୍ଟାମୁଣ୍ଡାଇରେ ନକଲି ଔଷଧ ବ୍ୟବସାୟ

ପଟ୍ଟାମୁଣ୍ଡାଇ୪।୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିମ୍ନମାନର ଔଷଧ ସାଙ୍ଗକୁ ମିସ୍‌ବ୍ରାଣ୍ଡଡେଡ୍‌ ଔଷଧ କାରବାର ବଢି ଚାଲିଛି ା ଏନେଇ ଜିଲା ଭେଷଜ ବିଭାଗ ଚୁପ୍‌...

ସ୍ବାମୀଙ୍କ ମୃତଦେହକୁ ୧୬ ଘଣ୍ଟା ଜଗିରହିଲେ ସ୍ତ୍ରୀ

ପଟ୍ଟାମୁଣ୍ଡାଇ ୨୮।୮(ସ୍ବ.ପ୍ର.): ଜଣେ ବୃଦ୍ଧଙ୍କ ମୃତଦେହକୁ ଡାକ୍ତରଖାନାରୁ ନେବାକୁ ଆସିଲେନି ଝିଅ, ପୁଅ। ଫଳରେ ମୃତଦେହକୁ ତାଙ୍କ ସ୍ତ୍ରୀ ୧୬ ଘଣ୍ଟା ଧରି ଜଗି ରହିବା...

Advertisement
Archives

Model This Week