Advertisement
Posted inଜାତୀୟ

ଝୁଲା ପୋଲ ଭାଙ୍ଗିବା ଘଟଣା: ୩୨ ମୃତ, ସହାୟତା ଘୋଷଣା

ଅହମ୍ମଦାବାଦ,୩୦।୧୦: ଗୁଜରାଟର ମୋର୍ବିରେ ଝୁଲା ପୋଲ ଭାଙ୍ଗିବା ଘଟଣାରେ ୩୨ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ମଧ୍ୟ ସେଠାରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।
ସୂଚନାନୁସାରେ, ମୋର୍ବିର ମଚ୍ଛୁ ନଦୀରେ ଏକ ଝୁଲା ପୋଲ ଭାଙ୍ଗିଯାଇଛି। ଏହି ଦୁର୍ଘଟଣା ଘଟିବା ସମୟରେ ପ୍ରାୟ ୪୦୦ ଲୋକ ପୋଲ ଉପରେ ଥିଲେ। ଏହି ଘଟଣାରେ ତୁରନ୍ତ ରିଲିଫ ଓ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିବାକୁ ପ୍ରଧାନମନ୍ତ୍ରୀ ମୋଦି ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସ୍ଥିତିକୁ ଦେଖି ନିଜ ଦେଶକୁ ଫେରିବାକୁ ଚାହୁଁ ନାହାନ୍ତି ୭୪ ବର୍ଷୀୟ ଆମେରିକା ନାଗରିକ

କୋଚି,୧୧।୭: ଆମେରିକାର ୭୪ ବର୍ଷୀୟ ନାଗରିକ ଜନି ପିରସି ଗତ ୫ ମାସ ହେବ କେରଳରେ ରହି ଆସୁଛନ୍ତି। ଏବେ ସେ ତାଙ୍କ ଟୁରିଷ୍ଟ ଭିଜାକୁ...

ପୁନର୍ବିଚାର ଆବେଦନ କରିବ ନାହିଁ ସୁନ୍ନୀ ଓ୍ବାକଫ୍‌ ବୋର୍ଡ: ମସଜିଦ୍‌ ଜମି ନେଇ ଏବେ ହେବନି ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୧୧: ଅଯୋଧ୍ୟା ମାମଲାରେ ସୁନ୍ନୀ ଓ୍ବାକଫ୍‌ ବୋର୍ଡ ପକ୍ଷରୁ ପୁନର୍ବିଚାର ଆବେଦନ କରାଯିବ ନାହିଁ। ସେହିପରି ଏବେ ମସଜିଦ୍‌ ଜମି ନେଇ କୌଣସି ଚର୍ଚ୍ଚା କରାଯିବ...

ସେକ୍ସ୍‌ ସିଡ଼ି ମାମଲା: ମନ୍ତ୍ରୀ ଦେଲେ ଇସ୍ତଫା, ଚାକିରି ଦେବାକୁ କହି ଯୌନଶୋଷଣ କରୁଥିବା ଅଭିଯୋଗ

ବେଙ୍ଗାଲୁରୁ,୩।୩: ସେକ୍ସ୍‌ ସିଡ଼ି ମାମଲାକୁ ନେଇ କର୍ନାଟକ ସରକାର ହରଡ଼ଘଣାରେ ପଡ଼ିଛନ୍ତି। ମନ୍ତ୍ରୀ ରମେଶ ଜାରକିହୋଲିଙ୍କ ବିରୋଧରେ ଚାକିରି ଦେବାକୁ କହି ଯୌନଶୋଷଣ କରୁଥିବା ଅଭିଯୋଗ...

ସ୍ତ୍ରୀଙ୍କୁ ମନାଇବା ପାଇଁ ଛାତିରେ ଟାଟୁ ଆଙ୍କିଲେ ସ୍ବାମୀ, ଲେଖିଲେ ଏମିତି କିଛି କଥା

ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ମନାଇବା ପାଇଁ ନିଜ ଶରୀରରେ ଟାଟୁ ଆଙ୍କି ସେଥିରେ ଏମିତି କିଛି ଲେଖିଛନ୍ତି, ଯାହା ଜାଣି ଆପଣ ବି କହିବେ ସ୍ବାମୀଙ୍କୁ...

ଅଗଷ୍ଟ ୬ରେ ମୋଦିଙ୍କୁ ସାକ୍ଷାତ୍‌ କରିବେ ୟେଦୁରପ୍ପା

ନୂଆଦିଲ୍ଲୀ,୩।୮: କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ବିଏସ୍‌ ୟେଦୁରପ୍ପା ଆସନ୍ତା ୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରିବାର କାର୍ଯ୍ୟକ୍ରମ...

ମୃତଦେହ ସହ ହେଉଥିବା ଖରାପ୍‌ ବ୍ୟବହାରକୁ ନେଇ ଦିଲ୍ଲୀ ସରକାରଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୬: ଦିଲ୍ଲୀରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମଣ ବଢ଼ିବା ସହ ଲଗାତର ଖରାପ୍‌ ହେଉଥିବା ସ୍ଥିତିକୁ ନେଇ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଶୁଣାଣି...

ଆନ୍ଧ୍ରରେ ଓ୍ବାଇଏସ୍‌ଆର୍‌ସିପି:୩୦ରେ ଶପଥ ନେବେ ଜଗନ୍‌ମୋହନ

ଅମରାବତୀ,୨୪-୫:ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନରେ ଓ୍ବାଇଏସ୍‌ଆର୍‌ ଜଗନ୍‌ମୋହନ ରେଡ୍ଡୀଙ୍କ ଦଳ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ନିରଙ୍କୁଶ ସଂଖ୍ୟାଗରିଷ୍ଠତା ସହ ସରକାର ଗଢ଼ିବାକୁ ଯାଉଛି। ଜଗନ୍‌ମୋହନ ଆସନ୍ତା ୩୦...

ବିନୟଙ୍କ ଆବେଦନ ଖାରଜ ପରେ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କଲେ ଅକ୍ଷୟ

ନୂଆଦିଲ୍ଲୀ,୧।୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଅକ୍ଷୟ ଠାକୁର ଏବେ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କରିଛନ୍ତି। ଶନିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ...

Advertisement
Archives

Model This Week