ଟଙ୍କା ଉଠାଣ ପାଇଁ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ

ଦେବଗଡ଼,୧୫।୪(ଡି.ଏନ.ଏ.)-ବୁଧବାର ଦେବଗଡ଼ ସହରରେ ଥିବା ବିଭିନ୍ନ ବ୍ୟାଙ୍କରେ ପ୍ରବଳ ଜନଗହଳି ଦେଖିବାକୁ ମିଳିଥିଲା। କେନ୍ଦ୍ର ସରକାର ଜନଧନ ଜମା ଖାତାରେ ୫ଶହ ଟଙ୍କା ସହାୟତା ରାଶି ପ୍ରଦାନ କରିଥିଲେ। ସେହି ଟଙ୍କା ଉଠାଣ ପାଇଁ ବ୍ୟାଙ୍କ ପରିସରରୁ ରାସ୍ତା ପର୍ଯ୍ୟନ୍ତ ଲମ୍ବା ଧାଡ଼ି ଲାଗି ଥିଲା। ପରିସ୍ଥିତି ଏମିତି ହୋଇଥିଲା ଯେ, ଏହି ଗ୍ରାହକମାନେ ସାମାଜିକ ଦୂରତ୍ୱ ନିୟମକୁ ଉଲ୍ଲଂଘନ କରିଥିଲେ। ବିଶେଷ କରି ଷ୍ଟେଟ ବ୍ୟାଙ୍କ , ଓରିଏଣ୍ଟାଲ ବ୍ୟାଙ୍କ ଅଫ୍‌ କମର୍ସ, ୟୁନିୟନ ବ୍ୟାଙ୍କ, ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଓ ପିଏନବି ସମ୍ମୁଖରେ ଜନଗହଳି ବଢିବାରୁୁ ପୋଲିସ ପହଞ୍ଚତ୍ ଲୋକମାନଙ୍କୁ ସଚେତନ କରିବା ସହ ସାମାଜିକ ଦୂରତ୍ୱ ରକ୍ଷା ପାଇଁ ନିବେଦନ କରିଥିବା ଦେଖିବାକୁ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତା ବଢ଼ାଇଛି ନିଅଣ୍ଟିଆ ବର୍ଷା

ଚମ୍ପୁଆ,୧୪ା୭(ମହେଶ୍ୱର ଦାସ): କୃଷି ଜିଲା ଚମ୍ପୁଆ ଅଧୀନରେ ଥିବା ଚମ୍ପୁଆ ବ୍ଲକ୍‌ରେ ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ହୋଇଛି। ବର୍ଷାକୁ ଅନାଇ ଧାନ ତଳି ପକାଇଥିବା...

ଭିନ୍ନ ପ୍ରଜାତିର ସାପ ଉଦ୍ଧାର

ପରଜଙ୍ଗ,୪।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମର ବାନାମ୍ବର ବେହେରାଙ୍କ ଘର ନିକଟରେ ଥିବା କଦଳୀ ବଗିଚାରୁ ଏକ ଭିନ୍ନ ପ୍ରଜାତିର ସାପ ବୁଧବାର...

ଅଧିକାରୀଙ୍କ ଅନୁପସ୍ଥିତି ନେଇ ଏନ୍‌ଏସି କାର୍ଯ୍ୟାଳୟରେ ତାଲା

ବାଲିଗୁଡ଼ା,୧୫ା୧୦(ଡି.ଏନ୍‌.ଏ.)-ବାଲିଗୁଡ଼ା ଏନ୍‌ଏସିରେ କର୍ମଚାରୀଙ୍କ ଅନୁପସ୍ଥିତି ନେଇ ସୋମବାର କାଉନ୍‌ସିଲରମାନେ କାର୍ଯ୍ୟାଳୟରେ ତାଲା ପକାଇଛନ୍ତି। ବିଭିନ୍ନ କାର୍ଯ୍ୟନେଇ ଲୋକମାନେ ଏନ୍‌ଏସିକୁ ଆସୁଥିଲେ। କିନ୍ତୁ ସେଠାରେ ନିୟମିତ କାର୍ଯ୍ୟନିର୍ବାହୀ...

ଗାଡ଼ି ପାସରେ ଜାଲିଆତି: ୩ ଗିରଫ

କେନ୍ଦୁଝର, ୨୩।୫( ସ୍ବ.ପ୍ର.)-କେନ୍ଦୁଝରରେ ଜାଲ ଗାଡି ପାସ ଓ କ୍ୱାରାଣ୍ଟାଇନ ପାସ ପ୍ରସ୍ତୁତ କରି ଲୋକଙ୍କୁ ଠକିବା ଅଭିଯୋଗରେ ଟାଉନ ଥାନା ପୋଲିସ ଶୁକ୍ରବାର ଜଣେ...

ବିନା ଲିଜ୍‌ରେ ପଥର ଖାଦାନ: ବଢୁଛି ପଥର ଫଟା, ହ୍ରାସ ପାଉଛି ସବୁଜିମା

ବ୍ରହ୍ମପୁର ଅଫିସ,୧୫ା୮-ଗଞ୍ଜାମ ଜିଲା କୁକୁଡାଖଣ୍ଡି ତହସିଲ ଅଞ୍ଚଳରେ ଥିବା କେରାଣ୍ଡିମାଳ ପର୍ବତକୁ ଏବେ ପଥର ମାଫିଆମାନେ ନିଜ କବଜାକୁ ନେଇ ବେଧଡକ ଓ ବେଆଇନ ଭାବେ...

‘ସମର ତରଙ୍ଗ’ ଦିଲ୍ଲୀ ନେବାକୁ ଉଦ୍ୟମ ହେବ

ଢେଙ୍କାନାଳ ଅଫିସ, ୧୫ା୪- ଢେଙ୍କାନାଳର ନାଟ୍ୟ ଅନୁଷ୍ଠାନ କଳା ପରିଷଦ ପକ୍ଷରୁ ଶୁକ୍ରବାର ସମର କବି ବ୍ରଜନାଥ ବଡ଼ଜେନାଙ୍କ ଜୟନ୍ତୀ ଅବସରରେ ଗୀତିନାଟ୍ୟ ସମର ତରଙ୍ଗ...

ଜେଜେମା’ଙ୍କ ଜୀବନ ନେଲେ ନାତି

ରାଇକିଆ,୨୨ା୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ମଣ୍ଡାକିଆ ପଞ୍ଚାୟତର କାମ୍ବାଗୁଡ଼ା ଗ୍ରାମର ସରୋଜିନି ପ୍ରଧାନ(୭୨) ନାମକ ଜଣେ ବୃଦ୍ଧାଙ୍କ ମୃତଦେହ ରାଇକିଆ ପୋଲିସ ଜବତ କରିଛି।...

ଖାଲଖମାରେ ଭର୍ତ୍ତି ପୂର୍ତ୍ତ ବିଭାଗ ରାସ୍ତା, ବଢୁଛି ଦୁର୍ଘଟଣା

ବ୍ରହ୍ମପୁର ଅଫିସ, ୪।୧୧: ସରକାର ରାସ୍ତା ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ମଧ୍ୟ ସହରର ଅନେକ ରାସ୍ତା ଖାଲଖମାରେ ପରିପୂର୍ଣ୍ଣ...

Advertisement
Archives

Model This Week