ଟଙ୍କା ଚୋରି ନେଇ ୨ ଶିଶୁପୁତ୍ରଙ୍କୁ ମାରି ଦେବାକୁ ନିଶାଶକ୍ତ ବାପାଙ୍କ ଉଦ୍ୟମ: ଗ୍ରାମବାସୀ ଦ୍ୱାରା ଶିଶୁପୁତ୍ର ଉଦ୍ଧାର

ଭୋଗରାଇ,୪।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଜାରାମପୁର ଗ୍ରାମରେ ରବିବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଟଙ୍କା ଚୋରି ଅଭିଯୋଗରେ ନିଶାଗ୍ରସ୍ତ ବାପା ଚାରି ଓ ଆଠ ବର୍ଷର ୨ ଶିଶୁପୁତ୍ରକୁ ମାରିବାକୁ ଉଦ୍ୟମ କରୁଥିବା ବେଳେ ଗ୍ରାମବାସୀଙ୍କ ଦ୍ୱାରା ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି l ଖବରପାଇ ଭୋଗରାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇ ଶିଶୁପୁତ୍ର ଓ ନିଶାଗ୍ରସ୍ତ ବାପାଙ୍କୁ ଥାନାକୁ ଆଣି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ରେଲଓ୍ବେ ଷ୍ଟେଶନରେ ଅଗ୍ନିକାଣ୍ଡ

ପୁରୀ ଅଫିସ,୧୨।୩: ପୁରୀରେ ଅଗ୍ନିକାଣ୍ଡ ଥମିବାର ନଁା ଧରୁନି। ଗତ ୩ଦିନ ମଧ୍ୟରେ ବଡ଼ଦାଣ୍ଡସ୍ଥିତ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ଓ ନୀଳାଦ୍ରି କମ୍ପ୍ଲେକ୍ସରେ ନିଅଁା ଲାଗିଥିବାବେଳେ ଶନିବାର...

ସିରିଜ ଲୁଟ୍‌ : ଦୁର୍ବୃତ୍ତ ନେଇଗଲେ ନଗଦ ଟଙ୍କା ସହ ସୁନାଗହଣା

ଖୋର୍ଦ୍ଧା ଅଫିସ,୧୪।୧୧: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅଟ୍ରି ଗ୍ରାମରୁ ସିରିଜ ଲୁଟ୍‌ ହୋଇଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଅଟ୍ରି ଗ୍ରାମରେ ପଶି...

ଖବରଦାତା ଜୟଗୋପାଳଙ୍କ ପରଲୋକ

ବଇଣ୍ଡା,୧୯।୧ (ଡି.ଏନ.ଏ.): ‘ଧରିତ୍ରୀ’ର ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଖବରଦାତା ଜୟଗୋପାଳ ଷଡ଼ଙ୍ଗୀ (୫୯)ଙ୍କ ମଙ୍ଗଳବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ସକାଳେ ଦେହ ଅସୁସ୍ଥ ଲାଗିବାରୁ...

୭୬ ବର୍ଷ ହେଲା ଭଡ଼ାଘରେ ଚାଲିଛି ଉପଡାକଘର

ଲାଠୋର,୧୭ା୬(ଭୁବନେଶ୍ବର ବାରିକ) ବଲାଙ୍ଗିର ଜିଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ହରିଶଙ୍କର ରୋଡ଼ରେ ରହିଥିବା ଉପଡାକଘର ୭୬ବର୍ଷ ହେଲା ଭଡ଼ା ଘରେ ଚାଲିଛି। ଏଥିପ୍ରତି ବିଭାଗୀୟ ଉଚ୍ଚକର୍ତ୍ତୃପକ୍ଷଙ୍କ...

ସାଇକେଲ ଯୋଗେ ବିଶାଖାପାଟଣାରୁ ୧୪ ଶ୍ରମିକ ଘରମୁହାଁ

ରାୟଗଡ଼ା ଅଫିସ,୧୦ା୫ : ବିଶ୍ୱ ମହାମାରୀ କରୋନା ମୁକାବିଲା ପାଇଁ ସରକାର ପ୍ରାୟ ୪୫ ଦିନରୁ ଊର୍ଦ୍ଧ୍ୱ ହେବ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ବିଭିନ୍ନ...

ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ବଢୁଛି

ଛତ୍ରପୁର,୭ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପ୍ରତିବର୍ଷ ସଡକ ଦୁର୍ଘଟଣାଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । କେଉଁଠି ଜାତୀୟ ରାଜପଥ ତ ଆଉ କେଉଁଠି ରାଜ୍ୟ ରାଜପଥରେ...

ଭିଜିଲାନ୍ସ ଜାଲରେ ବିଇଓ କାର୍ଯ୍ୟାଳୟ କନିଷ୍ଠ କିରାଣି

ଲଖନପୁର,୧୧।୭(ଡି.ଏନ.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଛି। କାର୍ଯ୍ୟାଳୟର ଜଣେ କନିଷ୍ଠ କିରାଣି ଇନକ୍ରିମେଣ୍ଟ କରାଇ...

ଶ୍ରୀକ୍ଷେତ୍ରରେ ବାଲି ତୃତୀୟା ପାଳିତ

ପୁରୀ ଅଫିସ,୩୦ା୮- ଭାଦ୍ରବ ଶୁକ୍ଳ ତୃତୀୟା ତିଥିରେ ମଙ୍ଗଳବାର ଶ୍ରୀକ୍ଷେତ୍ରରେ ବାଲି ତୃତୀୟା (ଗୌରୀ ବ୍ରତ) ପାଳିତ ହୋଇଯାଇଛି। ଗଣେଶ ପୂଜାର ପୂର୍ବ ଦିନ ଏହି...

Advertisement
Archives

Model This Week