ଟଙ୍କା ଦ୍ୱାରା ବି କରୋନା ସଂକ୍ରମଣ ଆଶଙ୍କା: ଡିଜିଟାଲ କାରବାର ପରାମର୍ଶ ଦେଲା ଆରବିଆଇ

ନୂଆଦିଲ୍ଲୀ,୧୮।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ପକ୍ଷରୁ ଡିଜିଟାଲ କାରବାର କରିବା ପାଇଁ ପରାମର୍ଶ ଦିଆଯାଇଛି। ଟଙ୍କା ଏବଂ କଏନ୍‌ ଦ୍ୱାରା କରୋନା ସଂକ୍ରମଣ ହେବାର ଆଶଙ୍କା ଯଥେଷ୍ଟ ରହିଛି। ତେବେ ଏହାକୁ ରୋକିବା ଲାଗି ଡିଜିଟାଲ କାରବାର କରାଗଲେ ସୁରକ୍ଷିତ ବୋଲି ଆରବିଆଇ ପକ୍ଷରୁ କୁହାଯାଇଛି। ଚାଇନା, ଜାପାନ, ଇଟାଲୀ ଆଦିରେ ବ୍ୟାଙ୍କରୁ ମିଳୁଥିବା ଟଙ୍କା ଦ୍ୱାରା କରୋନା ଭୂତାଣୁ ସଂକ୍ରମଣ ହୋଇଥିବା ଜଣାପଡ଼ିବା ପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପୃଥିବୀର ସମସ୍ତ କେନ୍ଦ୍ରୀୟ ବ୍ୟାଙ୍କ ଗୁଡ଼ିକ ଲାଗି ମାର୍ଗଦର୍ଶିକା ଜାରି କରାଯାଇଛି। ଲୋକଙ୍କୁ ନଗଦ କାରବାର ବନ୍ଦ କରି ଡିଜିଟାଲ କାରବାର କରିବାକୁ ପରାମର୍ଶ ଦେବା ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କେନ୍ଦ୍ରୀୟ ବ୍ୟାଙ୍କଗୁଡ଼ିକୁ ସଚେତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦%କୁ ବଢ଼ିବ ଅକ୍ଷୟ ଶକ୍ତି କ୍ଷମତା

ନୂଆଦିଲ୍ଲୀ, (ନ୍ୟୁ ଇଣ୍ଡିଆ ସମାଚାର) ୧୪ା୧୨: ସଦ୍ୟ ଶେଷ ହୋଇଥିବା ଗ୍ଲାସ୍‌ଗୋ ଜଳବାୟୁ ସମ୍ମିଳନୀରେ ଭାରତ ବ୍ୟକ୍ତିଗତ ସ୍ବାର୍ଥ ପରିବର୍ତ୍ତେ ସମଗ୍ର ବିଶ୍ୱର ହିତକୁ ଦୃଷ୍ଟି...

ଗୋଏୟାର ବିମାନରେ ପାରା: ୩୦ ମିନିଟ୍‌ ବିଳମ୍ବରେ ଉଡ଼ାଣ ଆରମ୍ଭ

ନୂଆଦିଲ୍ଲୀ,୨୯।୨: ଗୋଏୟାର ବିମାନରେ ଏକ ପାରା ପଶିଯିବାରୁ ଉଡ଼ାଣରେ ୩୦ ମିନିଟ୍‌ ବିଳମ୍ବ ଘଟିଛି। ଅହମଦାବାଦରୁ ଜୟପୁର ଉଡ଼ାଣ କରୁଥିବା ଗୋଏୟାରର ଜି-୮୭୦୨ ବିମାନ ଭିତରେ...

ଶେଷରେ ଗିରଫ ହେଲେ ଅନିଲ ଦେଶମୁଖ

ମୁମ୍ବାଇ୨।୧୦: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ସମସ୍ୟା ବଢିବାରେ ଲାଗିଛି। ୧୦୦ କୋଟି ଏକ୍ସଟୋରସନ ମାମଲାରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ସୋମବାର ବିଳମ୍ବିତ ରାତିରେ...

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’: ପିଟନାହିଁ, ଗୁଳିକର

ଶ୍ରୀନଗର, ୩୧ା୮ :ଜମ୍ମୁ-କଶ୍ମୀରର ସ୍ବାୟତ୍ତତା ପ୍ରତ୍ୟାହାର ପରେ ଉପତ୍ୟକାବାସୀଙ୍କ ଉପରେ ଭାରତୀୟ ସୁରକ୍ଷା ବଳର ବର୍ବରତା ଓ ନିର୍ଯାତନାକୁ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସିଛି।...

ଉଜ୍ୱଳା ଯୋଜନାରେ ମିଳିବ ୨୦୦ ଟଙ୍କା ସବସିଡି , ୯ କୋଟି ହିତାଧିକାରୀ ହେବେ ଉପକୃତ…

ନୂଆଦିଲ୍ଲୀ, ୨୧।୫ : ଗ୍ୟାସ୍‌ ସିଲିଣ୍ଡର ପେଟ୍ରୋଲ ଏବଂ ଡିଜେଲର ବଢୁଥିବା ଦାମ ନେଇ ଦେଶର ଲୋକେ ହଇରାଣ ହେଉଥିବାବେଳେ କେନ୍ଦ୍ର ସରକାର ଶନିବାର ଏକ...

ସଡ଼କ ଦୁର୍ଘଟଣା ରୋକିବାକୁ ୭,୫୦୦ କୋଟିର ଯୋଜନା

ନୂଆଦିଲ୍ଲୀ,୧୭।୩ (ପି.ଟି.): ଭାରତରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁସଂଖ୍ୟା ବିଶ୍ୱରେ ସର୍ବାଧିକ। ପ୍ରତିବର୍ଷ ୧.୫ ଲକ୍ଷ ଲୋକଙ୍କର ଦୁର୍ଘଟଣାରେ ଜୀବନ ଯାଉଛି। ସେଥିରୁ ୬୫ ପ୍ରତିଶତଙ୍କ...

କ୍ଷେପଣାସ୍ତ୍ରଠୁ ବି ଭୟଙ୍କର ଏହି ଡ୍ରୋନ୍‌, ବିମାନଠୁ ଅଧିକ ଉପରେ ଉଡ଼େ

ନୂଆଦିଲ୍ଲୀ,୭ା୮: ଭାରତୀୟ ବାୟୁସେବା ଜମ୍ମୁ ଏୟାରବେସ୍‌ରେ ଜୁନ୍‌ରେ ଡ୍ରୋନ୍‌ ହମଲା ହୋଇଥିଲା। ଏହା ପରେ ଡ୍ରୋନ୍‌ ଆକ୍ରମଣକୁ ନେଇ ଖୁବ୍‌ ଚର୍ଚ୍ଚା ହୋଇଥିଲା। ଏଥିସହିତ ଭାରତ...

ସାମ୍ବା ସେକ୍ଟର ନିକଟରେ ଠାବ ହେଲା ସୁଡଙ୍ଗ

ନୂଆଦିଲ୍ଲୀ,୨୨।୧୧-ଜମ୍ମୁ-କଶ୍ମୀର ସ୍ଥିତ ସାମ୍ବା ସେକ୍ଟର ନିକଟ ଅନ୍ତର୍ଜାତୀୟ ସମୀରେ ରବିବାର ଯବାନମାନେ ଏକ ସୁଡଙ୍ଗ ଠାବ କରିଛନ୍ତି। ଗତ ଗୁରୁବାର ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ଗୋଷ୍ଠୀର ୪...

Advertisement
Archives

Model This Week