Posted inଖେଳ

ଟଙ୍କା ପାଇଁ ଭାରତୀୟ ଦଳକୁ ସମର୍ଥନ କରୁଛନ୍ତି ଏହି ପାକିସ୍ତାନ କ୍ରିକେଟର୍‌

ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ ପାକିସ୍ତାନ କ୍ରିକେଟର ସୋଏବ ଅଖତରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ସୋଏବ ଭାରତର ଭଲ ବନ୍ଧୁ ହୋଇଯାଇଛନ୍ତି। କାରଣ ଭାରତରୁ ଭଲ ବ୍ୟବସାୟ ଚାହୁଁଛନ୍ତି ସେଥିପାଇଁ ସେ ଭାରତୀୟ ଦଳକୁ ସମର୍ଥନ କରୁଛନ୍ତି। ସୋଏବ ଦେଶ ପାଇଁ ଖେଳୁଥିବା ସମୟରେ ଭାରତ ସହ ଶତ୍ରୁତା ଆଚରଣ କରୁଥିଲେ। ଏବେ ନିଜ ୟୁଟ୍ୟୁବ୍‌ ଚ୍ୟାନେଲର ଲୋକପ୍ରିୟତା ବଢାଇବା ପାଇଁ ପାକିସ୍ତାନ କ୍ରିକେଟ ଅପେକ୍ଷା ଭାରତୀୟ ଦଳକୁ ଅଧିକ ସମର୍ଥନ ଦେଉଛନ୍ତି। ସୂଚନାଯୋଗ୍ୟ, ପଡିଆରେ ମଧ୍ୟରେ ସେହ୍ବାଗ ଏବଂ ଅଖତରଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥାଏ। ସେହ୍ବାଗ ଅଖତରଙ୍କ ବଲକୁ ପ୍ରହାର କରିଥାନ୍ତି। ସେ ମଧ୍ୟ ତାଙ୍କୁ ସ୍ଲେଜିଂ କରିବାକୁ ପଛାଇ ନ ଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳାଳିଙ୍କ ସହ ଗମ୍ଭୀର ଆଲୋଚନା କରିଥିଲେ ବେଲିସ୍‌

ଲଣ୍ଡନ, ୨୮।୭ (ଏଏଫ୍‌ପି)-ଆୟର୍ଲାଣ୍ଡ ବିପକ୍ଷ ଟେଷ୍ଟ ପରାଜୟରୁ ବର୍ତ୍ତିଯିବା ପରେ ଇଂଲଣ୍ଡ କୋଚ୍‌ ଟ୍ରେଭର ବେଲିସ ଟେଷ୍ଟ ଖେଳାଳିଙ୍କ ସହ ‘ଗମ୍ଭୀର ଆଲୋଚନା’ କରିଥିବା ସ୍ବୀକାର...

ବନ୍ୟା ପ୍ରପୀଡ଼ିତଙ୍କ ସହାୟତା ଲାଗି ବ୍ୟାଟ୍‌ ନିଲାମ କରିବେ କୋହଲି

ନୂଆଦିଲ୍ଲୀ, ୩୧।୭: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଓ ତାଙ୍କ ସ୍ତ୍ରୀ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଆସାମ ଓ ବିହାର ବନ୍ୟାରେ...

ଦ୍ୱିତୀୟ ଥର ନିର୍ବନ୍ଧ କଲେ ଏହି କ୍ରିକେଟର: ପ୍ରଥମ ସ୍ତ୍ରୀଙ୍କଠାରୁ ଅଛନ୍ତି ୫ ସନ୍ତାନ

ଆଫଗାନିସ୍ତାନ କ୍ରିକେଟ ଦଳର ତିନୋଟି ଫର୍ମାଟର ଅଧିନାୟକ ଅସଗର ଆଫଗାନ ନିଜ ଜୀବନର ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। କାବୁଲର ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ୍‌...

କୋହଲି, ଧୋନୀଙ୍କ କ୍ଲବରେ ରାଇନା

ମୁମ୍ବାଇ,୨୫।୪ : ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବ୍ୟାଟ୍ସମ୍ୟାନ ସୁରେଶ ରାଇନା ରବିବାର ଆଇପିଏଲରେ ୨୦୦ ଛକା ପୂରଣ କରିଛନ୍ତି। ୭ମ ବ୍ୟାଟ୍ସମ୍ୟାନ ଭାବେ ଏହି...

କେବଳ ଧୋନୀ ନୁହେଁ, ଏହି ପ୍ରସିଦ୍ଧ କ୍ରିକେଟରମାନେ ଖେଳି ନ ଥିଲେ ବିଦାୟକାଳୀନ ମ୍ୟାଚ୍‌

ପ୍ରାୟ ଏକ ବର୍ଷ ଧରି କ୍ରିକେଟ ଠାରୁ ଦୂରେଇ ରହିଥିବା ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ଏମଏସ ଧୋନୀ ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନିଷ୍ପତ୍ତି...

କରୋନାକୁ ହରାଇଲେ ସଚିନ ତେନ୍ଦୁଲକର

ମୁମ୍ବାଇ,୯।୪: କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର କରୋନାକୁ ପରାସ୍ତ କରିଛନ୍ତି। ସଚିନ ତେନ୍ଦୁଲକରଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛନ୍ତି। ସଚିନ ଏବେ କିଛି ଦିନ ଘରେ ବିଶ୍ରାମ...

ଏହି ଉପଲବ୍ଧି ହାସଲ କରିବାରେ ଧୋନୀଙ୍କ ସମକକ୍ଷ ହେଲେ କୋହଲି, ପ୍ରତିକ୍ରିୟାରେ କହିଲେ…

ଅହମ୍ମଦାବାଦ,୪।୩: ଭାରତୀୟ ଅଧିନାୟକ ବିରାଟ କୋହଲି ଗୁରୁବାର ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ନୂଆ ଉପଲବ୍ଧି ହାସଲ କରିଛନ୍ତି। ସବୁଠାରୁ ଅଧିକ ଥର ଟେଷ୍ଟ ମ୍ୟାଚ୍‌ରେ...

ଇଣ୍ଡିଆ ଓପନ୍‌ ବକ୍ସିଂ: ଶିବ, ଅମିତ୍‌ ସେମିରେ

ଗୁଆହାଟୀ,୨୩।୫ (ପି.ଟି.)- ଏଠାରେ ଆରମ୍ଭ ହୋଇଥିବା ଦ୍ୱିତୀୟ ଇଣ୍ଡିଆ ଓପନ ବକ୍ସିଂ ଟୁର୍ନାମେଣ୍ଟରେ ଦୁଇ ଭାରତୀୟ ବକ୍ସର ଶିବ ଥାପା ଓ ଅମିତ ପଙ୍ଘାଲ ଆଶାନୁରୂପ...

Advertisement
Archives

Model This Week