ଟଙ୍କା ପାଇଁ ସାଢ଼େ ୬ଘଣ୍ଟା ଅପେକ୍ଷାକଲେ ହିତାଧିକାରୀ

ଗୋପ, ୨୦।୬(ଡିି.ଏନ୍‌.ଏ.)-ସରକାରଙ୍କ ପକ୍ଷରୁ ରାସନକାର୍ଡ଼ଧାରୀଙ୍କୁ ମିଳିବାକୁ ଥିବା ଫନୀ ସହାୟତା ରାଶି ପାଇଁ ହିତାଧିକାରୀଙ୍କୁ ସାଢ଼େ ୬ଘଣ୍ଟା ଅପେକ୍ଷା କରିବାକୁ ପଡ଼ିଥିଲା। ଏହିଭଳି ଘଟଣା ସାମ୍ନାକୁ ଆସିଛି ଗୋପ ବ୍ଲକରେ। ଗୁରୁବାର ବ୍ଲକର ୩୧ପଞ୍ଚାୟତର ହିତାଧିକାରୀ ବାତ୍ୟା ସହାୟତା ରାଶି ୧୦୦୦ ଟଙ୍କା ପାଇବାକୁ ଆସି ନିରାଶ ହୋଇଥିଲେ। ଅପରାହ୍ନରେ ମାତ୍ର କେଇ ଜଣଙ୍କୁ ଏହି ସହାୟତା ରାଶି ମିଳିଥିବାବେଳେ ୮୦ଭାଗ ହିତାଧିକାରୀ ନିରାଶରେ ଫେରିବା ଭଳି ଅଭିଯୋଗ ହୋଇଛି।
ଗୋପ ବ୍ଲକର ୩୧ଗୋଟି ଗ୍ରାମ ପଞ୍ଚାୟତରେ ଥିବା ୩୬, ୩୨୩ ଜଣ ହିତାଧିକାରୀଙ୍କୁ ପୂର୍ବରୁ ଫନୀ ଲାଗି ୨୦୦୦ ଟଙ୍କା ସହ ୫୦ କିଲୋ ଚାଉଳ ମିଳିଥିଲା। ମାତ୍ର ପରେ ସରକାରଙ୍କ ପକ୍ଷରୁ ପୁରୀ ଜିଲା ପାଇଁ ଆଉ ଅଧିକ ଏକ ହଜାର ଟଙ୍କା ଦିଆଯିବା ଲାଗି ସୂଚନା ଦିଆଯାଇଥିଲା। କିନ୍ତୁ ହିତାଧିକାରୀମାନେ ଟଙ୍କା ପାଇଁ ଆସି ନିରାଶରେ ଫେରିଥିଲେ। ପୁନର୍ବାର ବ୍ଲକ ପକ୍ଷରୁ ଗୁରୁବାର ଏହି ଟଙ୍କା ବଣ୍ଟାଯିବା ଲାଗି ସୂଚନା ଦିଆଯାଇଥିଲା। ଗୁରୁବାର ସକାଳୁ ପ୍ରବଳ ବର୍ଷା ସତ୍ତ୍ୱେ ହିତାଧିକାରୀମାନେ ଏହି ସହାୟତା ରାଶି ପାଇବା ଲାଗି ଲମ୍ବା ଧାଡ଼ିରେ ଠିଆ ହୋଇଥିଲେ। ଏ ସମ୍ପର୍କରେ ଗୋପ ବିଡିଓ ଦୀପ୍ତିରାଣୀ ଦାସଙ୍କୁ ପଚାରିବାରେ ବ୍ୟାଙ୍କର ଅବହେଳା ଯୋଗୁ ଟଙ୍କା ଆସିବାରେ ବିଳମ୍ବ ହୋଇଥିଲା। ଫଳରେ ଅଧିକାଂଶ ହିତାଧିକାରୀ ଟଙ୍କା ପାଇପାରି ନ ଥିଲେ। ଶୁକ୍ରବାର ଏହି ଟଙ୍କା ବଣ୍ଟନ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri