ଟଙ୍କା ସୁନା ଲୁଟି ନେଲେ ଦୁବୃର୍ତ୍ତ

ଉଦଳା,୧୪ା୯(ଡି.ଏନ.ଏ) – ଉଦଳା ଥାନା ଖମଣସାହି ଗ୍ରାମର ପ୍ରଫୁଲ୍ଲ ଚନ୍ଦ୍ର ବାଗଙ୍କ ଘରେ ଗୁରୁବାର ବିଳମ୍ବିତ ରାତିରେ ଦୁବୃର୍ତ୍ତମାନେ ପଶି ନଗଦ ଟଙ୍କା ସମେତ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି। ବିଳମ୍ବିତ ରାତିରେ ପ୍ରଫୁଲଙ୍କ ପରିବାର ଲୋକେ ଶୋଇଥିବା ବେଳେ ଦୁବୁର୍ତ୍ତମାନେ ତାଙ୍କ ଘରର ଛେଳି ଗୁହାଳ କବାଟ ଭାଙ୍ଗି ଘର ମଧ୍ୟରେ ପ୍ରବେଶ କରିଥିଲେ। ପ୍ରଫୁଲଙ୍କ ଦୁଇ ପୁଅଙ୍କ ଶୋଇବା ଘରର କବାଟ ବାହାର ପଟୁ ବନ୍ଦ କରିଦେଇଥିଲେ ା ପରେ ଅନ୍ୟ ଏକ ଘରେ ଥିବା ବାକ୍ସରୁ ୮ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ଅଳଙ୍କାର ସମେତ ନଗଦ ୫୦ ହଜାର ଟଙ୍କା ଦୁବୁର୍ତ୍ତମାନେ ଲୁଟି ନେଇଥିଲେ ା ଖବରପାଇ ଶୁକ୍ରବାର ସକାଳେ ଉଦଳା ଥାନା ପୋଲିସ ପହଞ୍ଚତ୍ ସାଇଣ୍ଟିଫିକ୍‌ ଟିମ୍‌ ଏବଂ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ…

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri